ବଡ଼ କଥା କହିଦେଲେ କେଜ୍ରିଓ୍ବାଲ, ଜୁନ୍ ୪ରେ ଇଣ୍ଡିଆ ମେଣ୍ଟ…
ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍ ୪ ତାରିଖରେ ଯାଉଛନ୍ତି। ଜୁନ ୪ରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ। କେଜ୍ରିଓ୍ବାଲ କହିଛନ୍ତି ଯେ,…
ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ
ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର ତଦନ୍ତ ପାଇଁ ଦିଲ୍ଲୀ ପୋଲିସର ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ କରାଯାଇଛି।…
ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି
ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ସଂଖ୍ୟାଗରିଷ୍ଠତା ହାସଲ କରୁଛି ବୋଲି ଦାବି କରିଛନ୍ତି। ବିରୋଧୀ ସହଯୋଗୀ…
ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ
ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ କରାଯାଇଛି। ମୁମ୍ବାଇର ଏନଏମ ଯୋଶୀ ମାର୍ଗ ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ…
ନିର୍ବାଚନ ପ୍ରତିଦ୍ୱନ୍ଦିତା ମଧ୍ୟରେ ଫୁଟିଲା ଗୁଳି, ଜଣେ ମୃତ ୨ ଆହତ, ଭାଜପା ନେତା ଗିରଫ
ପାଟନା,୨୧।୫: ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ମଙ୍ଗଳବାର (ମେ’୨୧) ସକାଳେ ବିହାରର ଛପ୍ରାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣଙ୍କର ମତ୍ୟୁ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ଏହି ଦୁଇ ଆହତଙ୍କୁ ଚିକିତ୍ସା ପାଇଁ ପାଟନାକୁ…
କେଜ୍ରିଓ୍ବାଲଙ୍କ ଟେନ୍ସନ ବଢାଇଲା ଇଡି, ଆତ୍ମସମର୍ପଣର ତାରିଖ ପୂର୍ବରୁ…
ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ କେଜ୍ରିଓ୍ବାଲଙ୍କ ନ୍ୟାୟିକ ହେପାଜତକୁ ବଢାଇବାକୁ ଦାବି କରିଛି। ପ୍ରକୃତରେ କେଜ୍ରିଓ୍ବାଲଙ୍କ ନ୍ୟାୟିକ ହେପାଜତ ସୋମବାର…
ଭାବପ୍ରବଣ ହେଲେ ରାହୁଲ ଗାନ୍ଧୀ: ବାପାଙ୍କ ପାଇଁ ଲେଖିଲେ ଏମିତି କଥା
ନୂଆଦିଲ୍ଲୀ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପିତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି। ମଙ୍ଗଳବାର ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ପିତାଙ୍କ ସହ ଇନଷ୍ଟାଗ୍ରାମରେ ପିଲାଦିନର ଫଟୋ ଶେୟାର କରିଛନ୍ତି।…
ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା
ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର ଆଜରବୈଜାନ ସୀମାନ୍ତ ପାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଥିରେ ଥିବା ଇରାନ ବହିର୍ବ୍ୟାପାର…
ମମତାଙ୍କୁ ଲିଗାଲ ନୋଟିସ୍
କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍ଏସ୍)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ କ୍ଷମା ମାଗିବାକୁ କହିଛନ୍ତି। ପ୍ରଦୀପ୍ତାନନ୍ଦଙ୍କ ସମେତ ଗୋଟିଏ ଗୋଷ୍ଠୀ ସନ୍ଥ ଭାଜପା ପାଇଁ କାର୍ଯ୍ୟ…
ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ
ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା ସହ ଏହାକୁ ପ୍ରତ୍ୟାହାର କରିନେବା ପାଇଁ ଆବେଦନକାରୀଙ୍କୁ ଅନୁମତି ପ୍ରଦାନ କରିଥିଲେ। ଆବେଦନକାରୀ ଆଇନଜୀବୀ…
ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍ ପାଇଁ ଆଗାମୀ ୩ ଦିନ ଉପବାସ କରିବି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି। ସମ୍ବିଟ…
୫ମ ପର୍ଯ୍ୟାୟରେ ୬୦% ମତଦାନ
ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ଭୋଟିଂ ହୋଇଥିଲା। ପଶ୍ଚିମବଙ୍ଗରେ ସର୍ବାଧିକ ୭୬.୦୫ ପ୍ରତିଶତ ମତଦାନ…

