ଜାତୀୟ

ପ୍ରଜ୍ଜ୍ୱଳ ରେଭନ୍ନାଙ୍କ ବିରୋଧରେ ଜାରି ହେଲା ଓ୍ବାରେଣ୍ଟ୍‌, ଫେରାର ଅଛନ୍ତି ଅଭିଯୁକ୍ତ ଏମ୍‌ପି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ଏମ୍‌ପି ପ୍ରଜ୍ଜ୍ୱଳ ରେଭନ୍ନା ଯୌନ ଉତ୍ପୀଡ଼ନ ସହ ଜଡ଼ିତ ଭିଡିଓ ଭାଇରାଲ ହେବା ପରେ ଫେରାର ହୋଇଛନ୍ତି। ଏବେ ଏକ ସ୍ବତନ୍ତ୍ର ଏମ୍‌ପି ଏମ୍‌ଏଲ୍‌ଏ କୋର୍ଟ ତାଙ୍କ ବିରୋଧରେ ଗିରଫ ପରଓ୍ବାନା(ଓ୍ବାରେଣ୍ଟ) ଜାରି କରିଛନ୍ତି। କୋର୍ଟ…

ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?

ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା ମନ୍ଦାନା ଟ୍ରୋଲର ସମ୍ମୁଖୀନ ହୋଇଛନ୍ତି। କେବଳ ଏତିକି ନୁହେଁ ଏଥର ମଧ୍ୟ କଂଗ୍ରେସ ତାଙ୍କୁ…

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ ଲୋକଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା। ସେତେବେଳେ ମଞ୍ଚ ଉପରେ ଅଖିଳେଶ ଯାଦବ ଏବଂ କଂଗ୍ରେସ…

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ଅସୁସ୍ଥତା ସହ ସଂଘର୍ଷ କରୁଥିଲେ। ସୋସିଆଲ…

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଏବଂ ଡିଭିଆର ଜବତ କରିଛି ଏବଂ ତଦନ୍ତକାରୀ ଦଳ ସେଠାରୁ ଚାଲିଯାଇଛନ୍ତି। ଘଟଣାର…

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ ମଧ୍ୟରେ ଗଣମାଧ୍ୟମ ସମେତ ଦେଶର ଲୋକଙ୍କ ଦୃଷ୍ଟି ଆକର୍ଷଣ ସାଜିଥିବା ସ୍ବାତୀ ମାଲିଓ୍ବାଲ ଏବଂ…

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଅକ୍ଷତ ବିଲଡର୍ସ ଗ୍ରୁପ୍ର ଅକ୍ଷତ ଜୈନଙ୍କ ସମ୍ପତ୍ତି ତାଙ୍କ ନିଜ ଲୋକଙ୍କ…

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ PA ବୈଭବ କୁମାର, ମାଲିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ ବୈଭବଙ୍କୁ…

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଗତ ୨୪ ଘଣ୍ଟା ମଧ୍ୟରେ ନିକୋବର ଦ୍ୱୀପପୁଞ୍ଜରେ ବ୍ୟାପକ ବର୍ଷା ହୋଇଛି। ତେବେ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ…

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋ ସହିତ ଗୋଟିଏ ବିତର୍କ କରିପାରୁ ନାହାନ୍ତି। ଚଳିତ ନିର୍ବାଚନରେ…

ମୋଦିଙ୍କ ହିନ୍ଦୁ-ମୁସଲମାନ ପ୍ରସଙ୍ଗକୁ କଡ଼ା ସମାଲୋଚନା କଲେ ମେନକା ଗାନ୍ଧୀ, କହିଲେ …

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସୁଲତାନପୁର ଆସନରୁ ମେନକା ଗାନ୍ଧୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଜାତୀୟ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସେ କହିଛନ୍ତି, ଅନେକ ବର୍ଷ ଧରି ସୁଲତାନପୁରର ଲୋକଙ୍କ ସହ ତାଙ୍କର ଏକ ବିଶେଷ ସମ୍ପର୍କ…

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି। ସିଟ୍‌ ଗଣିବାରେ ବ୍ୟସ୍ତ। କିନ୍ତୁ ଗୋଟିଏ ଗଣିତ ଅଛି, ଯେଉଁଥିରେ ଭାରତ ପଡ଼ୋଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?