ଜାତୀୟ

ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ

ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ ରଖିବାରୁ ତାଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ରାଧାରମଣ ରୋଡ୍‌ସ୍ଥିତ ଶ୍ରୀ ସାଇ ହସ୍ପିଟାଲରେ ଗ୍ରାମର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିତର୍କ ହେଲେ ରାହୁଲ ପଚାରିବେ ଏହି ୬ପ୍ରଶ୍ନ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୫: କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ବିତର୍କ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚ୍ୟାଲେଞ୍ଜ ସ୍ବୀକାର କରିଥିଲେ। ଯାହା ଖୁବ୍‌ ଚର୍ଚ୍ଚାରେ ଥିଲା। ତେବେ ଏଯାଏଁ ମୋଦି ଏହାକୁ ନେଇ ମୁହଁ ଖୋଲି ନ ଥିବାବେଳେ…

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ ସ୍ପେସ୍‌ ଟୁରିଜିମ୍‌ ମିଶନର ଅଂଶ ସ୍ବରୂପ ବ୍ଲ୍ୟୁ ଅରିଜିନ ଏନ୍‌ଏସ୍‌-୨୫କୁ ନେଇ କାର୍ମାନ ଲାଇନ…

ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । ଆୟକର ଅଧିକାରୀମାନେ ଟଙ୍କା ଗଣା…

ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଦୁଇ ଦୁଇଟି ବଡ଼ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି ପର୍ଯ୍ୟଟକ ଦମ୍ପତ୍ତି ଓ ଜଣେ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ । ଆତଙ୍କବାଦୀମାନେ…

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି। ଏହି ସମୟ ମଧ୍ୟରେ ନିର୍ବାଚନ ସମୟରେ ଭୋଟରଙ୍କୁ ଧୋକା ଦେବା ପାଇଁ ଅର୍ଥ ଶକ୍ତି…

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ ଜିଲାର ପୋଲିସ ଅଧୀକ୍ଷକଙ୍କୁ ରାଜ୍ୟ ପୋଲିସ ମୁଖ୍ୟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଯମୁନୋତ୍ରୀ, ଗାଙ୍ଗୋତ୍ରୀ,…

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି ମଧ୍ୟରେ କଂଗ୍ରେସ ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ଏକ ସାକ୍ଷାତକାରରେ ତାଙ୍କର ଏକ ଘଟଣା…

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ ବୋଲି ଶନିବାର ବୁନ୍ଦେଲଖଣ୍ଡର ଝାନ୍‌ସୀରେ…

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଏଏପି ସୁପ୍ରିମୋ। ଏପରିକି ରବିବାର ଦଳର ସମସ୍ତ ନେତା…

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଚା ’ବିକାଳିର ପୁଅ ଦଶ ବର୍ଷ…

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ। ଏହି ଆସନରେ ଭାଜପା ଲକେଟ ଚାଟାର୍ଜୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ତାଙ୍କ ମୁକାବିଲା ତୃଣମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?