ଜାତୀୟ

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା କଥିତ ଆକ୍ରମଣ ପରେ ତାଙ୍କ ମୁହଁ ଏବଂ ଗୋଡ଼ରେ କ୍ଷତଚିହ୍ନ ରହିଛି। ଏମ୍ସର ଜୟ…

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସଭାମଞ୍ଚରୁ…

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି। ଯଦିଓ ବର୍ତ୍ତମାନ ତାଙ୍କୁ ରିଙ୍ଗରେ କୁସ୍ତି ଦେଖାଯାଉ ନାହିଁ, କିନ୍ତୁ ତାଙ୍କ ଭିଡିଓ ସୋସିଆଲ…

ଦିଲ୍ଲୀରେ ମତଦାନ ପୂର୍ବରୁ ଭୋଟ ଦେଲେ ହମିଦ ଅଂସାରୀ, ମୁରଲି ମନୋହର ଯୋଶୀ, ମନମୋହନ ସିଂ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ୭ଟି ଲୋକ ସଭା ଆସନ ପାଇଁ ଭୋଟ ଆସନ୍ତା ୨୫ରେ ଅନୁଷ୍ଠିତ ହେବ। ଏଥିରେ ସାଧାରଣ ଲୋକଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ନିର୍ବାଚନ ଆୟୋଗ ନିରନ୍ତର ଉଦ୍ୟମ କରୁଛି। ଏହି ସମୟରେ ଦେଶର ବହୁ ବରିଷ୍ଠ ନେତା ନିଜ…

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟ କେତେ ଆସନରେ ଜିତିବ ଭବିଷ୍ୟବାଣୀ କଲେ ଖାର୍ଗେ

ମୁମ୍ବାଇ,୧୮।୫: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ପଞ୍ଚମ ପର୍ଯ୍ୟାୟ ଭୋଟ ପୂର୍ବରୁ I.N.D.I.A ସହଯୋଗୀ ଦଳର ନେତାମାନେ ଶନିବାର (୧୮ ମେ ୨୦୨୪) ମୁମ୍ବାଇରେ ମିଳିତ ଖବରଦାତା ସମ୍ମିଳନୀ ଆୟୋଜନ କରିଥିଲେ। ଏହି ସମ୍ମିଳନୀ ଆରମ୍ଭରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ…

ଭୋଟ ଗଣତି ପୂର୍ବରୁ ଉପ ନିର୍ବାଚନକୁ ନେଇ ହେଲାଣି ଚର୍ଚ୍ଚା

ଭୋପାଳ,୧୮।୫: ମଧ୍ୟପ୍ରଦେଶର ୨୯ ଟି ଲୋକ ସଭା ଆସନ ପାଇଁ ଶେଷ ପର୍ଯ୍ୟାୟ ଭୋଟ ମେ ୧୩ ରେ ଅନୁଷ୍ଠିତ ହୋଇଥିଲା। ୪ ଟି ପର୍ଯ୍ୟାୟରେ ରାଜ୍ୟର ୨୯ଟି ଆସନରେ ମତଦାନ ହୋଇଥିଲା। ଭୋଟ ଦେବା ପରେ ବର୍ତ୍ତମାନ ରାଜନୈତିକ ଦଳମାନେ…

ଲୋକ ସଭା ନିର୍ବାଚନରେ ମୋଦିଙ୍କୁ କିଏ ଦେଉଛନ୍ତି ଚ୍ୟାଲେଞ୍ଜ, ପ୍ରଶାନ୍ତ କିଶୋର କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ସରକାରଙ୍କ ବିରୋଧରେ ହୋଇଥିବା ବିରୋଧକୁ ଦୃଢ ବୋଲି ବର୍ଣ୍ଣନା କରିଛନ୍ତି। ଏକ ସାକ୍ଷାତକାର ସମୟରେ ପ୍ରଶାନ୍ତ କହିଛନ୍ତି ଯେ ମୋଦି ବ୍ରାଣ୍ଡକୁ ପରାସ୍ତ କରାଯାଇପାରିବ ନାହିଁ। ଏହା…

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର ମୁଣ୍ଡବିନ୍ଧାର କାରଣ ସାଜିଛି। ତେବେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ ମ୍ୟୁନିସିପାଲିଟି ବହନ କରିଛି। ଏହି ଖର୍ଚ୍ଚ ଭାଜପାଠାରୁ ଆଦାୟ କରାଯାଉ। ରାଉତ କହିଛନ୍ତି, ଭାଜପାର…

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲା ପୋଲିସ ଓ ଡିଆରଜି…

ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ

ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ ନିଜର ମତ ରଖିଥିଲେ। ଠାକରେ କହିଛନ୍ତି, ପଣ୍ଡିତ ଜବାହରଲାଲ ନେହେରୁଙ୍କ ପରେ ତୃତୀୟ ଥର…

‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ। କାରଣ ତୁମ ହତ୍ୟାକାରୀ ଏବେ ବି ଜୀବିତ ଅଛନ୍ତି। କେହି ବି ଦେଶକୁ ଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?