ଜାତୀୟ

Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବାସଭବନରୁ ବାହାରୁଥିବା ଦେଖାଯାଇଛି। ଏହାରି ଭିତରେ ମହିଳା ସିକ୍ୟୁରିଟି ଗାର୍ଡ ଜଣକ ତାଙ୍କୁ…

ଭାଜପାକୁ ଭୋଟ ନ ଦେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ

ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ ଶପଥ କରାଉଛନ୍ତି ଯେ ସେମାନେ ଏଥର ଭାଜପାକୁ ଭୋଟ ଦେବେ ନାହିଁ। ଶେଷରେ ଯାହା…

କେଜ୍‌ରିଓ୍ବାଲ୍‌ଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା ଯେ, କେଜ୍‌ରିଓ୍ବାଲ୍‌ଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ଦ୍ୱାରା ଇଣ୍ଡିଆ ମିଳିତ ମେଣ୍ଟ ଉପକୃତ ହୋଇଛି…

ଆତିଶିଙ୍କ ଗମ୍ଭିର ଅଭିଯୋଗ: କିଛି ଦିନ ହେବ ଭାଜପା ସହ ସମ୍ପର୍କରେ ଅଛନ୍ତି ଶ୍ୱାତି, ନଡ୍ଡା କହିଲେ ଏଏପିର ଚୋରି ଧରାପଡିଲା

ନୂଆଦିଲ୍ଲୀ,୧୮।୫: ଶ୍ୱାତି ମାଲିଓ୍ବାଲଙ୍କ ମାମଲାକୁ ନେଇ ଗୋଟିଏ ପଟେ ପୋଲିସ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଏହାକୁ ନେଇ ରାଜନୀତି ବି ହୋଇଛି ସରଗରମ। ଆମ ଆଦମୀ ପାର୍ଟି(ଏଏପି) କହିଛି ଏହା ଭାଜପାର ଚାଲ। ହେଲେ ଏହାର ଜବାବ ରଖିଛି ଭାଜପା।…

ଥାନାରେ ସ୍ବାମୀଙ୍କ ସହ ମିଶି ଆତ୍ମହତ୍ୟା କଲେ ନାବାଳିକା: ଥାନା ଜାଳିଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ପାଟନା,୧୮।୫: ବିହାର ଅରାରିଆରେ ଏକ ଅଭବାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷର ଝିଅ ତାଙ୍କ ଭିଣେଇ ମିଠୁ ସିଂଙ୍କ ସହିତ ମିଶି ତରବାରୀ ପୋଲିସ ଷ୍ଟେଶନରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ମଧ୍ୟରେ ଏକ ପ୍ରେମ ସମ୍ପର୍କ ଚାଲିଥିଲା।…

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ ବିଶ୍ୱାସ କଲେ ନାହିଁ ଏବଂ ଅନେକ ଜିନିଷ ସାମ୍ନାକୁ ଆସିବାକୁ ଲାଗିଲା । କିନ୍ତୁ…

ବଡ ଦୁର୍ଘଟଣା, ଶ୍ରଦ୍ଧାଳୁଙ୍କ ବସ୍‌ରେ ନିଆଁ, ଜୀବନ୍ତ ଜଳିଗଲେ ୮ ଯାତ୍ରୀ

ଚଣ୍ଡିଗଡ଼,୧୮।୫: ଶୁକ୍ରବାର ବିଳମ୍ବିତ ରାତିରେ ହରିୟାଣାର ନୁହ ନିକଟ କେଏମପି ଏକ୍ସପ୍ରେସୱେରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭକ୍ତମାନଙ୍କ ଦ୍ୱାରା ଭର୍ତ୍ତି ଏକ ବସରେ କୌଣସି କାରଣରୁ ନିଆଁ ଲାଗିଯାଇ ୨୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ସେଥିମଧ୍ୟରୁ ୮…

ସାମ୍ବିଧାନିକ ପୀଠଙ୍କ ରାୟ ଅନ୍ୟ ଖଣ୍ଡପୀଠ ପାଇଁ ମାନ୍ୟ

ନୂଆଦିଲ୍ଲୀ,୧୮ା୫ (ପି.ଟି.): ସାମ୍ବିଧାନିକ ପୀଠଙ୍କ ରାୟକୁ କମ୍‌ କ୍ଷମତା ବିଶିଷ୍ଟ ଖଣ୍ଡପୀଠଗୁଡ଼ିକ ଅନୁସରଣ କରିବା ଅନିବାର୍ଯ୍ୟ ବୋଲି ସୁପ୍ରିମକୋର୍ଟ ଏହାର ୨୦୨୨ ଏପ୍ରିଲର ଏକ ରାୟକୁ ମନେପକାଇଦେଇ କହିଛନ୍ତି। ହରିୟାଣାର ଏକ ଗାଁର ବାସିନ୍ଦା ମିଳିତ ଭାବେ ବ୍ୟବହାର କରୁଥିବା ଜମି…

ବିଭବଙ୍କୁ ଖୋଜୁଛି ୮ ପୋଲିସ ଟିମ୍‌

ନୂଆଦିଲ୍ଲୀ,୧୮ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ସଭା ସଦସ୍ୟା ସ୍ବାତୀ ମାଲିଓ୍ବାଲ ଆଣିଥିବା ସଙ୍ଗିନ ଅଭିଯୋଗ ନିର୍ବାଚନ ବେଳେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଦିଲ୍ଲୀ ପୋଲିସ ଏବଂ…

ଭାଜପା ସମର୍ଥନରେ ଆସିଲା ଆଉ ଏକ ଦଳ, କଲା ଘୋଷଣା

ନୂଆନିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ଚାରୋଟି ପର୍ଯ୍ୟାୟ ମତଦାନ ସରିଯାଇଛି। ରାଜ୍ୟର ୩୯ ଟି ଲୋକ ସଭା ଆସନରେ ଭୋଟ ଶେଷ ହେବା ପରେ ବର୍ତ୍ତମାନ ପଞ୍ଚମ ପର୍ଯ୍ୟାୟରେ ୧୪ ଟି ଆସନରେ ନିର୍ବାଚନ ହେବାକୁ ଯାଉଛି। ଏହି…

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ ବୋଲି ନିବେଦନ କରିଥିଲେ। ଏହାକୁ ନେଇ ଭାବବିହ୍ବଳ ହୋଇଛନ୍ତି ରାହୁଲ ଗାନ୍ଧୀ। ସେ ମା’ଙ୍କ…

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ ତାଙ୍କୁ ମାଡ଼ ମାରିଛନ୍ତି। ସେମାନେ କହ୍ନେୟା କୁମାରଙ୍କୁ ଫୁଲ ମାଳ ପିନ୍ଧାଇବା ନାଁରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?