ଜାତୀୟ

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଅମେଠିରୁ ରାହୁଲ ୩ ଥର ଲୋକ ସଭାକୁ ନିର୍ବାଚିତ ହୋଇଥିବାବେଳେ ୨୦୧୯ରେ ଭାଜପା ନେତ୍ରୀ…

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ ଲାଗିଛି। ଶୁକ୍ରବାର ସଂଧ୍ୟାରେ ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ଆତିଶୀ ଏକ ସାମ୍ବାଦିକ ସମ୍ମିଳନୀ କରି…

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଗତ ୧୫ ତାରିଖରେ ହଳଦିଆଠାରେ ଏକ ସାଧାରଣ ସଭାରେ…

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି ଅଡୁଆରେ ପଡିଛି। ତେବେ ଶୁକ୍ରବାର ସକାଳେ ଏସମ୍ପର୍କିତ ଭିଡିଓ ସୋସିଆଲ ମିଡିଆ ଏକ୍ସ’ ରେ…

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ କମ ପ୍ରତିକ୍ରିୟା ଦିଅନ୍ତି ଓ ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ ଏହି ପ୍ରଶ୍ନର ଜବାବ…

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି। ଏହାକୁ ନେଇ ଲଗାତାର ଭାବେ ନୂଆ ନୂଆ ଖୁଲାସା ହେଉଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ…

ଦିଲ୍ଲୀ ଅବକାରି ନୀତି ମାମଲାରେ ଏଏପି ଅଭିଯୁକ୍ତ, କେଜରିଓ୍ବାଲ, ଏଏପି ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ

ନୂଆଦିଲ୍ଲୀ,୧୭।୫: ମଦ ଦୁର୍ନୀତି ମାମଲାରେ ଇଡି ଉଭୟ ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛନ୍ତି। ଇଡି ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ତାଙ୍କ ଦଳକୁ ରାଉଜ ଆଭେନ୍ୟୁ କୋର୍ଟରେ ଦାଖଲ…

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ ଏକ ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ତେବେ ରାଜନେତା ଭାଜପାର ତତ୍କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ…

ମୁଁ ମୋ ପୁଅକୁ ଆପଣଙ୍କ ହାତରେ ଟେକି ଦେଉଛି, ରାହୁଲ ନିରାଶ କରିବେନି, ରାଏବରେଲି ମଞ୍ଚରେ ଏମିତି କହିଲେ ସୋନିଆ

ରାଏବରେଲି,୧୭।୫: ଶୁକ୍ରବାର ଗାନ୍ଧୀ-ନେହେରୁ ପରିବାରର ଦୁର୍ଗ ବୋଲି ବିବେଚନା କରାଯାଉଥିବା ରାଏ ବରେଲିରେ ବିରୋଧୀ ଦଳ I.N.D.I.A ର ଏକ ସମାବେଶ ଅନୁଷ୍ଠିତ ହୋଇଛି। ଏହି ସମୟ ମଧ୍ୟରେ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ସହ ସୋନିଆ ଗାନ୍ଧୀ ମଧ୍ୟ…

ପାକିସ୍ତାନର ହଜିଲା ନିଦ! ଭାରତୀୟ ବାୟୁସେନାକୁ ଜୁଲାଇରେ ମିଳିବ ପ୍ରଥମ ତେଜସ-MK1A ଫାଇଟର ଜେଟ

ନୂଆଦିଲ୍ଲୀ,୧୭।୫: ପୂର୍ବ ଅପେକ୍ଷା ଭାରତୀୟ ବାୟୁସେନା ଅଧିକ ଶକ୍ତିଶାଳୀ ହେଉଛି। ଆଗାମୀ ଦିନରେ ବାୟୁସେନାର ଶକ୍ତିରେ ଅତୁଳନୀୟ ବୃଦ୍ଧି ଘଟିବ। ଜୁଲାଇ ସୁଦ୍ଧା ପ୍ରଥମ ତେଜାସ- MK1A ଯୁଦ୍ଧ ବିମାନ ଭାରତୀୟ ବାୟୁସେନାରେ ଅନ୍ତର୍ଭୂକ୍ତ ହେବ। ଏଥି ସହିତ, ପ୍ରତିରକ୍ଷା ମନ୍ତ୍ରଣାଳୟ…

ପ୍ରଶାନ୍ତ କିଶୋର, ଯୋଗେନ୍ଦ୍ର ଯାଦବଙ୍କ ଭଳି ରାଜନୈତିକ ବିଶ୍ଳେଷକଙ୍କ ଭବିଷ୍ୟବାଣୀ ଭାଜପାକୁ ଚମକାଇ, ବିରୋଧୀଙ୍କୁ ଖୁସି କରିପାରେ

ନୂଆଦିଲ୍ଲୀ,୧୭।୫: ଲୋକ ସଭାରେ ଚାରୋଟି ପର୍ଯ୍ୟାୟ ମତଦାନ ହୋଇଛି। ଅଦ୍ୟାବଧି ପ୍ରତ୍ୟେକ ଦଳ ଭିନ୍ନ ଭିନ୍ନ ଦାବି କରି ନିଜକୁ ଶକ୍ତିଶାଳୀ ପ୍ରଦର୍ଶନ କରୁଛନ୍ତି। ୪୦୦ଟି ଆସନ ଜିତିବାକୁ ଭାଜପା ମଧ୍ୟ ଦାବି କରୁଛି। ଏହି ସମୟରେ ପ୍ରଶାନ୍ତ କିଶୋର ଏବଂ…

୩ ଦିନ ପରେ ହୋର୍ଡିଂ ତଳୁ ମିଳିଲା ୨ ମୃତଦେହ, ବଲିଉଡରେ ଶୋକର ଛାୟା

ମୁମ୍ବାଇ,୧୭।୫: ମହାରାଷ୍ଟ୍ରର ଘାଟକୋପରରେ ହୋଇଥିବା ହୋର୍ଡିଂ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଛି। ପେଟ୍ରୋଲ ପମ୍ପ ଉପରେ ପଡିଥିବା ଏହି ହୋର୍ଡିଂ ହଟାଯିବା ମାତ୍ରେ ଏଥିରୁ ମୃତଦେହ ମିଳିଥିଲା। ଏହି ହୋର୍ଡିଂ ତଳେ କାର ଭିତରୁ ଦୁଇଟି ମୃତଦେହ ମିଳିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?