ଭାରତମାତା, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି
ବରଗଡ଼,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଶନିବାର ଅପରାହ୍ନରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ବରଗଡ଼ରେ ପହଞ୍ଚିଛନ୍ତି। ମୋଦି ବରଗଡ଼ରେ ପହଞ୍ଚିବା ପରେ ମୋଦି ଜୀ ମୋଦି ଜୀ ନାରାରେ କମ୍ପି ଉଠିଥିଲା ସଭାସ୍ଥଳ। ପ୍ରଧାନମନ୍ତ୍ରୀ…
ଲାଲୁଙ୍କୁ ହରାଇଥିବା ପ୍ରିୟ ବନ୍ଧୁ ୭୯ ବର୍ଷ ବୟସରେ ଫେରିଲେ ଦଳକୁ
ପାଟନା,୧୧।୫: ଏକଦା ଲାଲୁ ପ୍ରସାଦ ଯାଦବଙ୍କ ଡାହାଣ ହାତ କୁହାଯାଉଥିବା ରଂଜନ ଯାଦବ ୭୯ ବର୍ଷ ବୟସରେ ଆରଜେଡି ଫେରିଛନ୍ତି। ଲୋକ ସଭା ନିର୍ବାଚନ ମଧ୍ୟରେ ଦଳର ଏମପି ମନୋଜ ଝା ଏବଂ ଅନ୍ୟ ନେତାଙ୍କ ଉପସ୍ଥିତିରେ ରଂଜନ ଯାଦବ ଦଳକୁ…
ଆସନ୍ତା ବର୍ଷ ଅବସର ନେବେ ମୋଦି, ଅମିତ ଶାହାଙ୍କୁ ନେଇ ବଡ ଭବିଷ୍ୟବାଣୀ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୧।୫: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି ଯେ ମୁଁ ତୁମ ସମସ୍ତଙ୍କ ମଧ୍ୟରେ ଫେରିଥିବାରୁ ବହୁତ ଖୁସି। ଆମ ଦେଶକୁ ଏକଛତ୍ରବାଦୀ ଶାସନରୁ ରକ୍ଷା କରିବାକୁ ହେବ। ସେ କହିଛନ୍ତି ଯେ ମୁଁ ମୋର ସମ୍ପୂର୍ଣ୍ଣ ଶକ୍ତି ସହିତ ଲଢିବି, ମୋର…
ହନୁମାନ ମନ୍ଦିରରେ ପୂଜା କଲେ କେଜରିଓ୍ବାଲ, ସନ୍ଧ୍ୟାରେ କରିବେ ରୋଡ ଶୋ’
ନୂଆଦିଲ୍ଲୀ,୧୧।୫: ତିହାର ଜେଲରୁ ବାହାରିବା ପରେ କେଜରିୱାଲ ଶନିବାରଠାରୁ ଜୋରଦାର ନିର୍ବାଚନ ପ୍ରଚାର ଆରମ୍ଭ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କେଜରିୱାଲ ତାଙ୍କ ପତ୍ନୀଙ୍କ ସହ ଦିଲ୍ଲୀର କନ୍ନଡ ପ୍ଲେସରେ ହନୁମାନ ମନ୍ଦିରରେ ପହଞ୍ଚି ପ୍ରାର୍ଥନା କରିଥିଲେ। କନକ ପ୍ଲେସରେ ହନୁମାନ…
ଜୀବନ ସାରା ଭୁଲିବି ନାହିଁ ଓଡ଼ିଶାବାସୀଙ୍କ ଆଶୀର୍ବାଦର ଋଣ: ମୋଦି
ନୂଆଦିଲ୍ଲୀ/କନ୍ଧମାଳ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ କନ୍ଧମାଳରେ ପହଞ୍ଚିଛନ୍ତି। ସେଠାରେ ସେ ଲୋକଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ଆଜି ମୁଁ ନିଜକୁ ସୌଭାଗ୍ୟବାନ ମନେକରୁଛି ଯେ ମୁଁ କନ୍ଧମାଳକୁ ଆସିବା ମାତ୍ରେ ମୋତେ ଏପରି…
ପାକିସ୍ତାନର ପରମାଣୁ ବୋମା ବିକ୍ରି କରିବାର ପରିସ୍ଥିତି ଆସି ଗଲାଣି: ମୋଦି
ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ‘ପାକିସ୍ତାନରେ ଆଣବିକ ବୋମା ଅଛି’ ବୟାନକୁ ନେଇ କିଛି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ବାରମ୍ବାର ନିଜ ଦେଶକୁ ଭୟଭୀତ କରିବାକୁ ଚେଷ୍ଟା କରୁଛି,…
ବିନା କାରଣରେ ଭାରତୀୟଙ୍କ ମାମଲାରେ ମୁଣ୍ଡ ପୁରାଉଛି ପାକିସ୍ତାନ, କେଜରିଓ୍ବାଲଙ୍କ ଜାମିନକୁ ନେଇ ପୂର୍ବତନ ମନ୍ତ୍ରୀ କହିଲେ…
ଇସଲାମାବାଦ/ନୂଆଦିଲ୍ଲୀ,୧୧।୫: ଶୁକ୍ରବାର ସାରେ ତିହାର ଜେଲରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବାହାରିଥିଲେ। କେଜରିୱାଲ ଜେଲରୁ ମୁକୁଳିବା ପରେ ଏଏପି କର୍ମୀଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ତେବେ ଏହି ଉତ୍ସାହ କେବଳ ଏଏପି କର୍ମୀଙ୍କ ମଧ୍ୟରେ ସୀମିତ ନୁହେଁ, ପଡୋଶୀ…
କେଜରିଓ୍ବାଲ, ସଞ୍ଜୟ ସିଂଙ୍କ ପାଇଁ ଦେବଦୂତ ସାଜିଲେ କଂଗ୍ରେସର ଏହି ନେତା
ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଛି। ସେହିଭଳି ସଞ୍ଜୟ ସିଂଙ୍କୁ ଦିଲ୍ଲୀ ଲିକର୍ ପଲିସି ମାମଲାରେ ମଧ୍ୟ ଜାମିନ ମିଳିଛି। ତେବେ ଏହି ଆମ ଆଦମୀ ପାର୍ଟି (ଏଏପି) ନେତାମାନଙ୍କୁ ଜେଲରୁ ବାହାରକୁ ଆଣିବାରେ ଜଣେ…
ହାତ ମିଳାଇବାକୁ ଅଫର ଦେଲେ ମୋଦି, ଜବାବରେ ଶରଦ ପାଓ୍ବାର କହିଲେ…
ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏନସିପି (ଏସପି) ନେତା ଶରଦ ପାୱାର ଦେଇଥିବା ବୟାନକୁ ଟାର୍ଗେଟ କରି ତାଙ୍କୁ ଭାଜପା ସହ ହାତ ମିଳାଇବାକୁ ପ୍ରସ୍ତାବ ଦେଇଥିଲେ। ବର୍ତ୍ତମାନ ଶରଦ ପାୱାର ପ୍ରଧାନମନ୍ତ୍ରୀଙ୍କ ଏହି ଅପମାନର ଜବାବ ଦେଇ କହିଛନ୍ତି…
ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ଜାରି ରହିବ
ନୂଆଦିଲ୍ଲୀ,୧୧ା୫(ପି.ଟି.): ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତିହାର ଜେଲରୁ ମୁକୁଳିଛନ୍ତି। ସେ ଭଗବାନ ହନୁମାନଙ୍କୁ ଧନ୍ୟବାଦ ଜଣାଇବା ସହ ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ପାଇଁ ଜନସାଧାରଣଙ୍କ ସମର୍ଥନ ଲୋଡ଼ିଛନ୍ତି।…
ଭୋଟିଂ ତଥ୍ୟ ୪୮ ଘଣ୍ଟାରେ ପ୍ରକାଶ କରାଯାଉ
ନୂଆଦିଲ୍ଲୀ,୧୧ା୫(ପି.ଟି.): ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ପ୍ରତି ପର୍ଯ୍ୟାୟ ଭୋଟିଂ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ବୁଥ୍ଓ୍ବାରି ମତଦାନ ହାର ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଓ୍ବେବ୍ସାଇଟ୍ରେ ଅପ୍ଲୋଡ୍ କରାଯାଉ। ଏଥିପାଇଁ ଇସିଆଇଙ୍କୁ ନିର୍ଦ୍ଦେଶ…
୨୮ ହଜାର ମୋବାଇଲରେ ୨୦ ଲକ୍ଷ ନମ୍ବର
ନୂଆଦିଲ୍ଲୀ,୧୧ା୫: ସାଇବର ଅପରାଧରେ ବ୍ୟବହୃତ ହେଉଥିବା ୨୮,୨୦୦ ମୋବାଇଲ ଫୋନ୍କୁ ବ୍ଲକ୍ କରିବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର ଟେଲିକମ୍ ଅପରେଟରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଫୋନଗୁଡ଼ିକ ସହ ସମ୍ପୃକ୍ତ ଥିବା ୨୦ ଲକ୍ଷ ମୋବାଇଲ୍ ସଂଯୋଗକୁ ପୁନଃ ଯାଞ୍ଚ କରିବାକୁ…

