ଜାତୀୟ

ମୋଦିଙ୍କ ବିରୋଧରେ ଅପମାନଜନକ ଶବ୍ଦ କହିଥିବା ମାଲଦ୍ୱୀପ ମନ୍ତ୍ରୀ କହିଲେ, ଏମିତି ଦ୍ୱିତିୟ ଥର ହେବ ନାହିଁ

ନୂଆଦିଲ୍ଲୀ,୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମାଲଦ୍ୱୀପ ମନ୍ତ୍ରୀଙ୍କ ଆପତ୍ତିଜନକ ମନ୍ତବ୍ୟ ଉପରେ ବୈଦେଶିକ ମନ୍ତ୍ରୀ ମୁସା ଜମିର କହିଛନ୍ତି ଯେ ମହମ୍ମଦ ମୁଇଜୁ ସରକାର ଏଭଳି ମନ୍ତବ୍ୟକୁ ସମର୍ଥନ କରନ୍ତି ନାହିଁ। ମାଲଦ୍ୱୀପର ବୈଦେଶିକ ମନ୍ତ୍ରୀ ତାଙ୍କର ପ୍ରଥମ ସରକାରୀ…

ଏଥର ବାପା ନୁହେଁ, ଝିଅଙ୍କର ହେଉଛି ଅଧିକ ଚର୍ଚ୍ଚା, ଅଖିଳେଶଙ୍କ ପାଇଁ ଭୋଟ ମାଗୁଛନ୍ତି ଝିଅ ଅଦିତି

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ୨୦୨୪ ର ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ସରିଛି। ଉତ୍ତରପ୍ରଦେଶର ସମସ୍ତ ୮୦ ଟି ସିଟ ଲାଗି ସାତୋଟି ପର୍ଯ୍ୟାୟରେ ମତଦାନ ହେଉଛି। ୟୁପି ରାଜନୀତିରେ ପ୍ରମୁଖ ପ୍ରଭାବ ପକାଇଥିବା…

ହରିୟାଣାରେ ରାଜନୈତିକ ସଙ୍କଟ: ଖଟ୍ଟାରଙ୍କୁ ଭେଟିଲେ ୪ ଜେଜେପି ବିଧାୟକ

ଚଣ୍ଡିଗଡ଼,୯ା୫ ହରିୟାଣାର ସରକାରରୁ ୩ ସ୍ବାଧୀନ ବିଧାୟକ ସମର୍ଥନ ପ୍ରତ୍ୟାହାର କରିନେବା ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଭାଜପା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଜନନାୟକ ଜନତା ପାର୍ଟି (ଜେଜେପି) ଅଧ୍ୟକ୍ଷ ଦୁଷ୍ୟନ୍ତ ଚୌତାଲା ଦାବି କରିଛନ୍ତି।…

କହ୍ନେୟା କୁମାରଙ୍କ ପାଖରେ ନା ଅଛି ଘର ନା କାର, ଗତ ବର୍ଷର ଆୟ ୧୮ ହଜାର ଟଙ୍କା

ନୂଆଦିଲ୍ଲୀ,୯।୫: ବର୍ତ୍ତମାନ ଦେଶରେ ନିର୍ବାଚନ ପର୍ବ ଚାଲିଛି। ଲୋକ ସଭାର ତିନୋଟି ପର୍ଯ୍ୟାୟ ପାଇଁ ମତଦାନ କରାଯାଇଛି। ଅବଶିଷ୍ଟ ପର୍ଯ୍ୟାୟ ପାଇଁ ମତଦାନ ମେ ୧୩ ରୁ ଜୁନ ୧ ମଧ୍ୟରେ ହେବ। ଏହି ନିର୍ବାଚନରେ ଅନେକ ଆସନ ଅଛି ଯେଉଁଠାରେ…

ଶେଷ ହେଲା ଏୟାର ଇଣ୍ଡିଆ ଏକ୍ସପ୍ରେସର ସଙ୍କଟ, କାମରେ ଯୋଗ ଦେବେ ସମସ୍ତ କ୍ରୁ ମେମ୍ବର

ନୂଆଦିଲ୍ଲୀ,୯।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ସଙ୍କଟକୁ ବର୍ତ୍ତମାନ ଦୂର କରାଯାଇଛି। ପରିଚାଳନା ସହିତ ଚାରି ଘଣ୍ଟିଆ ବୈଠକ ପରେ କର୍ମଚାରୀମାନେ କାର୍ଯ୍ୟକୁ ଫେରିବାକୁ ରାଜି ହୋଇଛନ୍ତି। ମୁଖ୍ୟ ଶ୍ରମ କମିଶନରଙ୍କ ଉପସ୍ଥିତିରେ କମ୍ପାନୀର ଶୀର୍ଷ ପରିଚାଳନା ଏବଂ ଏଚଆର ବିଭାଗର ଅଧିକାରୀମାନେ…

ଶିଖ ଅତିକମରେ ୫ ସନ୍ତାନ ଜନ୍ମ ଦିଅନ୍ତୁ: ଦମଦମି ଟକଶାଳାର ମୁଖ୍ୟ

ଚଣ୍ଡିଗଡ଼,୯।୫: ଶିଖମାନଙ୍କର ପ୍ରମୁଖ ସଂଗଠନ ଦମଦମି ଟକଶାଳାର ମୁଖ୍ୟ ଜ୍ଞାନି ହରନାମ ସିଂ ଖସଲା କହିଛନ୍ତି ଯେ ଶିଖଙ୍କ ସଂଖ୍ୟା ହ୍ରାସକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଶିଖ ଦମ୍ପତିଙ୍କର ଅତି କମରେ ୫ ସନ୍ତାନ ହେବା ଉଚିତ। ସେ କହିଛନ୍ତି ଯେ…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ଖଣ୍ଡ ଖଣ୍ଡ ହୋଇଗଲା ଶ୍ରମିକଙ୍କ ଶରୀର

ଶିବକାଶି,୯।୫: ଗୁରୁବାର ତାମିଲନାଡୁର ଶିବକାଶିରେ ଥିବା ବାଣ କାରଖାନାରେ ବିସ୍ଫୋରଣରେ ପାଞ୍ଚ ଜଣ ମହିଳାଙ୍କ ସମେତ ଆଠ ଜଣ କର୍ମଚାରୀଙ୍କ ମତ୍ୟୁ ଘଟିଥିବା ବେଳେ ଅନ୍ୟ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଦେଶର ଫାୟାରକ୍ରାକ ହବ ଭାବରେ ପ୍ରସିଦ୍ଧ ଶିବକାଶି ସହରରେ…

କଂଗ୍ରେସର ଦାବି ହରିୟାଣାରେ ମିଳିବ ବହୁମତ

ଚଣ୍ଡିଗଡ଼,୯।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୁପିନ୍ଦର ସିଂ ହୁଡା ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଦାବି କରିଛନ୍ତି। ସେ ପୁଣି ଥରେ କହିଛନ୍ତି ଯେ ନୟବ ସିଂ ସାଇନିଙ୍କ ସରକାର ରାଜ୍ୟରେ ସଂଖ୍ୟାଲଘୁ ହୋଇସାରିଛନ୍ତି। ସେ କହିଛନ୍ତି ଯେ…

କେଜରିଓ୍ବାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ବିରୋଧ କରୁଛି ଇଡି

ନୂଆଦିଲ୍ଲୀ,୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ବିରୋଧ କରି କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଇଡି ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ସୁପ୍ରିମକୋର୍ଟ କହିଛନ୍ତି ଯେ ନିର୍ବାଚନ ପ୍ରଚାର ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ଠିକ ନୁହେଁ।…

‘ମୁଁ ତାଙ୍କ ପୁଅ ନୁହେଁ ସେଥିପାଇଁ ମୋତେ…’, ଶରଦ ପାଓ୍ବାରଙ୍କୁ ଭଗବାନ ବୋଲି କହିଲେ ଅଜିତ, ଖେଳିଲେ ଇମୋଶନାଲ କାର୍ଡ

ମୁମ୍ବାଇ,୯।୫: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଗୁରୁବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ସେ ଏନସିପି (ଏସପି) ମୁଖ୍ୟ ଶରଦ ପାୱାରଙ୍କ ପୁଅ ନୁହଁନ୍ତି ତେଣୁ ତାଙ୍କୁ ରାଜନୈତିକ ସୁଯୋଗ ମିଳିନଥିଲା। ମାମୁଁ ଶରଦ ପାୱାରଙ୍କ ବୟସ…

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ ସମ୍ବାଧିତ…

ମୋଦିଙ୍କୁ ମହାରାଷ୍ଟ୍ର ମାଟିରେ କବର ଦେବାକୁ ଧମକ, ସଞ୍ଜୟ ରାଉତଙ୍କ ବିବାଦୀୟ ବୟାନ

ମୁମ୍ବାଇ,୯।୫: ନିଜ ବୟାନ ପାଇଁ ସର୍ବଦା ହେଡଲାଇନରେ ଥିବା ଶିବସେନା ୟୁବିଟି ନେତା ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ଅହମ୍ମଦନଗରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରୁଥିବାବେଳେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?