ଜାତୀୟ

କାହିଁକି ଅଧାରୁ ରାଜନୀତି ଛାଡିଥିଲେ ଅମିତାଭ ବଚ୍ଚନ

ଗଣତନ୍ତ୍ରର ମହାନ ପର୍ବ ଅର୍ଥାତ୍‌ ନିର୍ବାଚନ ଚାଲିଛି। ନିର୍ବାଚନବେଳେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଏକ ଘଟଣା ମନେ ପଡିଯାଏ। ବିଗ ବି ରାଜନୀତି ପ୍ରବେଶ କରିଥିଲେ। କିନ୍ତୁ ପରେ ନିଜକୁ ରାଜନୀତିରୁ ଦୂରେଇ ଯାଇଥିଲେ। ୮୧ ବର୍ଷ ବୟସ୍କ ଅମିତାଭଙ୍କୁ ଶତାବ୍ଦୀର…

୧୫ ସେକେଣ୍ଡ ପାଇଁ ପୋଲିସ ହଟାଇ ଦିଅ…ଓଓ୍ବାଇସିଙ୍କୁ ଖୁଲମ୍‌ଖୁଲା ଧମକ ଦେଲେ ଭାଜପା ନେତା

ନୂଆଦିଲ୍ଲୀ,୯।୫: ଭାରତୀୟ ଜନତା ପାର୍ଟି (ଭାଜପା) ନିଜର ସମସ୍ତ ଶକ୍ତି ବ୍ୟବହାର କରି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ହାଇଦ୍ରାବାଦ ଗଡ଼କୁ ଭାଙ୍ଗି ଦେଇଛି। ମହାରାଷ୍ଟ୍ରର ଅମରାବତୀରୁ ଭାଜପା ଏମ୍‌ପି ତଥା ଭାଜପା ପ୍ରାର୍ଥୀ ମାଧବୀ ଲତାଙ୍କ ସମର୍ଥନରେ ପ୍ରଚାର କରିବାକୁ…

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୯।୫: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ପ୍ରାୟ ୪୦ ଘଣ୍ଟା ପରେ ଶେଷ ହୋଇଛି। ସୁରକ୍ଷା ବାହିନୀ ତିନି ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ଭାରତୀୟ ସେନାର ଚିନାର କର୍ପସ…

ଦେଶରେ କେବଳ ଜଣେ ନେତା ସତ କହୁଛନ୍ତି, ସେ ହେଉଛନ୍ତି…..

ଲକ୍ଷ୍ନୌ,୯।୫: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଉତ୍ତର ପ୍ରଦେଶରରେ ରାଲି କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ବର୍ତ୍ତମାନ ଦେଶରେ କେବଳ ଜଣେ ନେତା ଅଛନ୍ତି ଯିଏ ସଠିକ କଥା କୁହନ୍ତି ଏବଂ ସେ ହେଉଛନ୍ତି ମୋର ଭାଇ ରାହୁଲ…

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି। ଏପରିକି ତାଙ୍କୁ ଉତ୍ତରାଧିକାରୀ କରିବା ନିଷ୍ପତ୍ତି ମଧ୍ୟ ପ୍ରତ୍ୟାହାର କରିନେଇଛନ୍ତି। ଏହାକୁ ନେଇ ରାଜନୀତି…

ଭାରତ ପାଇଁ ଆମେରିକାକୁ ଗାଳି କଲା ରୁଷିଆ

ମସ୍କୋ/ନୂଆଦିଲ୍ଲୀ,୯।୫: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ ନିରନ୍ତର ଭିତ୍ତିହୀନ ଅଭିଯୋଗ କରିଥିବାରୁ ସେ ଆମେରିକାକୁ ନିନ୍ଦା କରିଛନ୍ତି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟ…

ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର

ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ କମ୍ପାନୀ। ଏହି ଏୟାରଲାଇନ୍ସ ୨୫ କ୍ୟାବିନ କ୍ରୁ ମେମ୍ବରଙ୍କୁ ବିଦା କରିଛି। ଯେଉଁମାନେ ଅସୁସ୍ଥତା ଥିବା ଛୁଟିରେ…

ଲିଭ୍‌-ଇନ୍‌ ସମ୍ପର୍କ: ଭାରତୀୟ ସଂସ୍କୃତି ପାଇଁ କଳଙ୍କ

ରାୟପୁର/ପ୍ରୟାଗରାଜ,୯ା୫: ବିଶ୍ୱର ଅନେକ ବିକଶିତ ଓ ବିକାଶଶୀଳ ରାଷ୍ଟ୍ରରେ ଲିଭ୍‌-ଇନ୍‌ ସମ୍ପର୍କକୁ ସାମାଜିକ ସ୍ବୀକୃତି ତଥା ଆଇନଗତ ବୈଧତା ମିଳିଥିବାବେଳେ ଭାରତରେ ଏବେ ମଧ୍ୟ ଏହା ଗ୍ରହଣଯୋଗ୍ୟ ହୋଇପାରି ନାହଁ। ଏହାର ମୁଖ୍ୟ କାରଣ ହେଉଛି ବିବାହ ନ କରି ଯୋଡ଼ି…

ନଡ୍ଡାଙ୍କୁ ସମନ

ବେଙ୍ଗାଲୁରୁ, ୯।୫ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌ ମୁଖ୍ୟ ଅମିତ ମାଲବ୍ୟଙ୍କୁ ସୋମବାର କର୍ନାଟକ ପୋଲିସ ସମନ ଜାରି ରଖିଛି। ସପ୍ତାହେ ମଧ୍ୟରେ…

ତିହାର ଜେଲରେ କେଜ୍‌ରିଓ୍ବାଲଙ୍କ ଅଫିସ୍‌ ଦାବି: ଆବେଦନକାରୀଙ୍କୁ ଲକ୍ଷେ ଜରିମାନା

ନୂଆଦିଲ୍ଲୀ,୯ା୫ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନାହିଁ ବୋଲି ଅଡ଼ିବସିଛନ୍ତି। ତିହାର ଜେଲରେ ଥାଇ କେନ୍ଦ୍ରଶାସିତ…

୧୦ରେ କେଜ୍‌ରିଓ୍ବାଲଙ୍କୁ ମିଳିପାରେ ଜାମିନ

ନୂଆଦିଲ୍ଲୀ, ୯ା୫: ଦିଲ୍ଲୀ ଅବକାରୀ ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଶୁକ୍ରବାର ଜାମିନ ମିଳିପାରେ। ସୁପ୍ରିମକୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ ମଙ୍ଗଳବାର କେଜ୍‌ରିଓ୍ବାଲଙ୍କ ଜାମିନ ଆବେଦନର ଶୁଣାଣି ଶେଷକରି…

ବିବାଦ ପରେ କଂଗ୍ରେସ ବିଦେଶ ମୁଖ୍ୟ ପଦରୁ ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ନୂଆଦିଲ୍ଲୀ,୮ା୫: କଂଗ୍ରେସ ନେତା ସାମ୍ ପିଟ୍ରୋଡା ଭାରତୀୟ କଂଗ୍ରେସର ବିଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଦଳ ମଧ୍ୟ ତାଙ୍କର ଏହି ଇସ୍ତଫା ଗ୍ରହଣ କରିଛି।ଏହି ସୂଚନା କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସ’ରେ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?