ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଲେ ଏମ୍ପି ପ୍ରାର୍ଥୀ, କହିଲେ ହାତକୁ ଦେବ, ଫୁଲକୁ ଦେଲେ ଏମିତି ହେବ
ହାଇଦ୍ରାବାଦ,୮।୫: ତେଲଙ୍ଗାନାରେ କଂଗ୍ରେସ ଏମ୍ପି ଜୀବନ ରେଡ୍ଡୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ରେଡ୍ଡୀ ନିର୍ବାଚନୀ ପ୍ରଚାର ଜଣେ ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ତେବେ ଏହାକୁ ନେଇ ନିଜାମାବାଦରୁ କଂଗ୍ରେସ ଏମ୍ପି ପ୍ରାର୍ଥୀ…
ବର୍ଷା ସାଜିଲା କାଳ, କାନ୍ଥ ଭୁଶୁଡ଼ି ୪ ବର୍ଷର ଶିଶୁ ସମେତ ୭ ମୃତ
ହାଇଦ୍ରାବାଦ,୮।୫: ପ୍ରବଳ ବର୍ଷା ହେତୁ ହାଇଦ୍ରାବାଦର ବାଚୁପଲ୍ଲୀ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳର ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ିବା ପରେ ଚାରି ବର୍ଷର ଶିଶୁ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ବୁଧବାର ପୋଲିସ ଏହି…
ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ
ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି। ଛୁଟିର କାରଣ ଅସୁସ୍ଥ ବୋଲି କୁହାଯାଇଛି। ମଙ୍ଗଳବାର ରାତିରୁ…
ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା
ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ୩୫.୨୩ କୋଟି ଟଙ୍କା ଜବତ କରିଥିଲା। ଏହି ମାମଲାରେ ସଞ୍ଜୀବ ଏବଂ ଜାହାଙ୍ଗୀରଙ୍କୁ ଇଡି…
ଓ୍ବେଷ୍ଟ ନାଇଲ୍ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ
କୋଝିକୋଡ୍,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍, କୋଝିକୋଡ୍ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତେବେ ସେମାନଙ୍କ ମୃତ୍ୟୁ ଓ୍ବେଷ୍ଟ ନାଇଲ୍…
୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ
ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ ୮୦୦ କୋଟିର ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଏହି ମାମଲାକୁ କେନ୍ଦ୍ରକରି ଦକ୍ଷିଣ ବେଙ୍ଗାଲୁରୁ…
୯୩ ଆସନରେ ୬୨% ମତଦାନ
ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର ପାଖାପାଖି ୬୨ ପ୍ରତିଶତ ରହିଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪,…
‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’
ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଆଇପିସିର ଧାରା ୪୯୮ଏ (ଶାଶୂଘରେ ମହିଳାଙ୍କ ପ୍ରତି ନିଷ୍ଠୁରତା)ର ଦୁରୁପଯୋଗ କରାଯାଉଥିବା ନେଇ ସର୍ବୋଚ୍ଚ…
ଭାଜପାକୁ ଝଟ୍କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର
ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର ହୋଇଛି କର୍ନାଟକ ଭାଜପା। ତେବେ ଏଥିପାଇଁ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। କର୍ନାଟକ…
‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’
ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ଏହି ବାର୍ତ୍ତାରେ ସେ ଶାସକ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ…
ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ ନେବା ପରେ ହରିୟାଣାର ନାୟବ ସରକାର ଅଡ଼ୁଆରେ ଫସିଛନ୍ତି। ସମସ୍ତ ୩ ବିଧାୟକ ବର୍ତ୍ତମାନ…
ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ
ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର ସୁମନ ହଠାତ୍ ସଞ୍ଜୟ ଲୀଲା ଭଂସାଲୀଙ୍କ ୱେବସିରିଜ ‘ହିରାମଣ୍ଡି’ ସହିତ ଲାଇମ ଲାଇଟକୁ ଆସିଛନ୍ତି…

