ଜାତୀୟ

ମତଦାନ ସାମାନ୍ୟ ଦାନ ନୁହେଁ, ଭୋଟ ଦେବା ପରେ କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର (ମେ ୭, ୨୦୨୪) ଲୋକ ସଭା ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି। ଗୁଜୁରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ମୋଦି ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ସେ କହିଛନ୍ତି ଯେ ଭୋଟ ଦେବା ଏକ ସାଧାରଣ…

ପ୍ରଜ୍ୱଳ ରେଭନ୍ନା ମାମଲାରେ ମୁହଁ ଖୋଲିଲେ ମୋଦି: କହିଲେ, ଏମିତି ଦୋଷୀଙ୍କୁ କ୍ଷମା ନାହିଁ

ନୂଆଦିଲ୍ଲୀ,୭।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଇଛି। ଏହି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲିଛନ୍ତି। ସେ…

ସମୁଦ୍ରରେ ବୁଡ଼ି ୫ ଡାକ୍ତରୀ ଛାତ୍ରୀଛାତ୍ର ମୃତ

ଚେନ୍ନାଇ , ୭।୫: ତାମିଲନାଡ଼ୁର କନ୍ୟାକୁମାରୀ ଉପକୂଳ ଲେମୁର ବେଳାଭୂମିରେ ସୋମବାର ୨ ଜଣ ଡାକ୍ତରୀ ଛାତ୍ରୀ ଓ ୩ ଜଣ ଡାକ୍ତରୀ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ ହରାଇଛନ୍ତି। ଲେମୁର ବେଳାଭୂମିରେ ସମୁଦ୍ର ଅଶାନ୍ତ ଥିବାରୁ ଏହା ଏବେ ପର୍ଯ୍ୟଟକଙ୍କ…

ପରୀକ୍ଷାରେ ଛାତ୍ରୀଙ୍କୁ ୨୦୦ରୁ ୨୧୨ ନମ୍ବର: ତଦନ୍ତ ନିର୍ଦ୍ଦେଶ

ଅହମ୍ମଦାବାଦ,୭ା୫: ଗୁଜରାଟର ଡାହୋଡ ଜିଲାରେ ଚତୁର୍ଥ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ପରୀକ୍ଷାରେ ୨୦୦ରୁ ୨୧୨ ନମ୍ବର ଦିଆଯାଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ଘଟଣାର ତଦନ୍ତ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବଂଶୀବେନ୍‌ ମନିଶଭାଇ ନାମ୍ନୀ…

ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍‌ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ମତଦାନ ବୁଥରୁ ଆସି ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି। ଏହି…

VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି ଭିଡିଓରେ ପ୍ରଧାନମନ୍ତ୍ରୀ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ମାଧ୍ୟମରେ ଏକ ବିରାଟ ସମାବେଶରେ ନାଚୁଥିବା ଦେଖାଯାଇଛି। ଏହି…

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ ପର୍ଯ୍ୟାୟର ଭୋଟରଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଅପିଲ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି,…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର…

ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ମୋଦି ସରକାରରେ ଓଡ଼ିଶା କ୍ରମାଗତ ଭାବେ ଅବହେଳିତ ହୋଇଆସୁଛି। ରାଜ୍ୟକୁ…

୩ ଘଣ୍ଟାରେ ଫେକ୍‌ କଣ୍ଟେଣ୍ଟ ହଟାଅ:ରାଜନୈତିକ ଦଳଙ୍କୁ ଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପ୍ରଯୁକ୍ତିର ଦୁରୁପଯୋଗ କରାଯାଇ ଡିପ୍‌ ଫେକ୍‌ ପ୍ରସ୍ତୁତ କରାଯିବା ଏବଂ ତଥ୍ୟକୁ ବିକୃତ କରାଯାଉଥିବାରୁ ନିର୍ବାଚନ କମିଶନ(ଇସି) ସୋମବାର ରାଜନୈତିକ ଦଳଗୁଡ଼ିକୁ ତାଗିଦ କରିଛନ୍ତି। ୩ ଘଣ୍ଟା ମଧ୍ୟରେ ଏଭଳି ଫେକ୍‌ କଣ୍ଟେଣ୍ଟଗୁଡ଼ିକୁ…

ଆଜି ୯୩ ଆସନରେ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୭ା୫:ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର…

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ନଗଦ ୩୦ କୋଟି ଟଙ୍କା ଜବତ କରିଛି। ୬ଟି କ୍ୟାଶ କାଉଣ୍ଟିଂ ମେଶିନ୍‌ରେ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?