ଜାତୀୟ

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସାକ୍ସେନା ସୁପାରିଶ କରିଛନ୍ତି। ଉପରାଜ୍ୟପାଳ ଭି.କେ ସାକ୍ସେନା ଖଲିସ୍ତାନ ସମର୍ଥକ…

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ଆଜି ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ଗାନ୍ଧୀ ନଗର ଲୋକ ସଭା ଆସନରୁ…

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା ପ୍ରଶାସନରେ ଆତଙ୍କ ଖେଳିଯାଇଥିଲା। ଏ ସମ୍ପର୍କରେ ଡାକ୍ତରଖାନା ପରିଚାଳନା ଏସମ୍ପର୍କରେ ପୋଲିସ ଷ୍ଟେଶନରେ ଏଫଆଇଆର…

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ ସ୍ବତନ୍ତ୍ର ଦମ୍ପତିଙ୍କ କାହାଣୀ ପଢିବାକୁ ପଡିବ। ବିହାରର ବୈଶାଳି ଜିଲାର ହାଜିପୁରର କୁଟୁବୁପୁର ବାସିନ୍ଦା…

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି। ଏହା ସହିତ ଉଭୟ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ମଧ୍ୟ…

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ଘଟଣାହେଲା ପ୍ରତିରକ୍ଷା…

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଶିଶୁ ଆହତ ହୋଇଛନ୍ତି। କୁହାଯାଉଛି ଯେ ପିଲାମାନେ ଖେଳିବା ସମୟରେ ବୋମା ଉଠାଇ…

NEET ପେପର ଲିକ, ୨୪ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳ, ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୬।୫: ନିଟ୍‌ ପେପର ଲିକ ହେବାର ଦାବିରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯୁବପଢିଙ୍କ ଭବିଷ୍ୟତ ସହ ଖେଳାଯାଉଛି, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି କାହିଁକି ଏହି ପ୍ରସଙ୍ଗରେ ଚୁପ…

ପୁଣି ବିବାଦରେ ରାହୁଲ ଗାନ୍ଧୀ, କୁଳପତି-ଶିକ୍ଷାବିତମାନେ ଲେଖିଲେ ଖୋଲା ଚିଠି

ନୂଆଦିଲ୍ଲୀ,୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ନିକଟରେ ରାହୁଲ ବିଶ୍ୱବିଦ୍ୟାଳୟର ମୁଖ୍ୟ ଚୟନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଥିଲେ। ଏହାକୁ ବିରୋଧ କରି ୧୮୧ ଏକାଡେମିକ କୁଳପତି ତଥା ବହୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତିଙ୍କ…

କୋର୍ଟଙ୍କ କାମ ଟେପ ରେକର୍ଡର ପରି ନୁହେଁ, ସାକ୍ଷୀ ଶତ୍ରୁତା କଲେ କ’ଣ କରିବେ କହିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୬।୫: ସୁପ୍ରିମକୋର୍ଟ କହିଛନ୍ତି ଯେ ଶୁଣାଣି ସମୟରେ ସାକ୍ଷୀଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ କୋର୍ଟ କେବଳ ଟେପ ରେକର୍ଡର ଭଳି କାର୍ଯ୍ୟ କରିବା ଉଚିତ ନୁହେଁ, ବରଂ ଏଥିରେ ଅଂଶଗ୍ରହଣକାରୀ ଭୂମିକା ଗ୍ରହଣ କରିବା ଉଚିତ୍‌। କୋର୍ଟ କହିଛନ୍ତି ଯେ…

ଯିଏ ମୋଦିଙ୍କ ସହ ଠିଆ ହୋଇ ନାହିଁ, ସେ ଦେଶଦ୍ରୋହୀ, ଚନ୍ନିଙ୍କ ବୟାନକୁ ନେଇ କହିଲେ ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ

ନୂଆଦିଲ୍ଲୀ,୬।୫: ଭାଜପା ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ କହିଛନ୍ତି ଏହା ଧର୍ମଯୁଦ୍ଧ, ଯିଏ ରାମଙ୍କର ହୋଇ ପାରିଲେ ନାହିଁ ସେ ଦେଶର ହୋଇପାରିବେ ନାହିଁ। ସମ୍ଭଲର କଳକି ଧାମର ଭାଜପା ନେତା ତଥା ପିଠାଧିଶ୍ୱର ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ କହିଛନ୍ତି ଯେ…

କେ. କବିତାଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି, କୋର୍ଟ ଖାରଜ କଲେ ଇଡି-ସିବିଆଇ ମାମଲାର ଜାମିନ ଆବେଦନ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ. କବିତା ଗିରଫ ହୋଇଛନ୍ତି। ସୋମବାର (୬ ମେ ୨୦୨୪) ରେ ରାଉଜ ଆଭେନ୍ୟୁ କୋର୍ଟରୁ କବିତାଙ୍କୁ ଏକ ବଡ଼ ଝଟ୍‌କା ଲାଗିଥିଲା। ରାଉଜ ଆଭେନ୍ୟୁ କୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?