ଜାତୀୟ

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଓକିଲ କପିଲ…

ଆମେଠିରେ ରାହୁଲ-ପ୍ରିୟଙ୍କା ନିର୍ବାଚନ ନ ଲଢିବାକୁ ନେଇ କ’ଣ କହିଲେ ମାନେକା

ନୂଆଦିଲ୍ଲୀ,୬।୫: ମାନେକା ଗାନ୍ଧୀ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମେଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ ଆମେଠି ବିଷୟରେ ମୋର କିଛି କହିବାର ନାହିଁ। ମୁଁ କେବଳ ସୁଲତାନପୁର ବିଷୟରେ କହିବି।…

ଦିଲ୍ଲୀ ପରେ ଏବେ ଅହମଦାବାଦରେ ଭୟର ବାତାବରଣ, ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ସ୍କୁଲଗୁଡିକ ଉପରେ ବୋମା ମାଡ଼ କରିବାକୁ ଧମକାଇବା ପରେ ଗୁଜୁରାଟର ଅହମଦାବାଦରେ ଆତଙ୍କ ଖେଳିଯାଇଛି। ଅହମଦାବାଦର କେତେକ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇମେଲ ଆସିଛି, ଯେଉଁଥିରେ ସ୍କୁଲ ଗୁଡିକୁ ବୋମା ବିସ୍ଫୋରଣ କରିବାର ଧମକ ଦିଆଯାଇଛି। କୁହାଯାଉଛି ଯେ ଏହି…

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଥମ ଥର ପାଇଁ ‘ଡବଲ ଇଞ୍ଜିନ’ ସରକାର ପାଇବ। ମୋଦି ବିରୋଧୀଙ୍କୁ ଟାର୍ଗେଟ୍‌…

“ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ”: ଫାରୁକ୍ ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୬।୫: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମନ୍ତବ୍ୟକୁ ଜବାବ ଦେଇ ଜମ୍ମୁ କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ରବିବାର କହିଛନ୍ତି ଯେ ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ ଏବଂ ଆମ ଉପରେ ପକାଇବାକୁ ପରମାଣୁ ବୋମା ମଧ୍ୟ…

ବାହୁବଳି ନେତା ଧନଞ୍ଜୟଙ୍କ ସ୍ତ୍ରୀ ଶ୍ରୀକଳାଙ୍କ କଟିଲା ଟିକେଟ

ଜୈନପୁର,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ବଡ ଖବର ଆସିଛି। ବହୁଜନ ସମାଜବାଦୀ ପାର୍ଟି ଜୈନପୁର ଆସନରୁ ପ୍ରାର୍ଥୀ ହୋଇଥିବା ବାହୁବଳି ନେତା ଧନଞ୍ଜୟ ସିଂଙ୍କ ପତ୍ନୀ ଶ୍ରୀକାଳା ସିଂଙ୍କ ଟିକେଟ ବାତିଲ କରିଛନ୍ତି। ବର୍ତ୍ତମାନ ବିଏସପି ଶ୍ୟାମ ସିଂ…

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ ପକ୍ଷରୁ ପ୍ରକାଶ ପାଇଛି। ଛାତ୍ରୀଛାତ୍ର cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ।…

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା…

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା…

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ…

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା ଜିଲାର ଜଙ୍ଗଲରେ ନିଆଁ ଲାଗିବା ଘଟଣା ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ୧୦ଟି ଜଙ୍ଗଲରେ ନିଆଁ…

ମନ୍ତ୍ରୀଙ୍କ ନିକଟତମଙ୍କ ଘରେ ଟଙ୍କାର ପାହାଡ ଦେଖି ଇଡି ଆଶ୍ଚର୍ଯ୍ୟ

ରାଞ୍ଚି,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅର୍ଥ ହେରଫେର ସମ୍ପର୍କରେ ପ୍ରାୟ ୬ ଟି ସ୍ଥାନରେ ଚଢାଉ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?