ରାମଲଲାଙ୍କ ଦର୍ଶନକୁ କରାଯାଉଥିଲା ବିରୋଧ, କଂଗ୍ରେସ ଛାଡିବାକୁ ଲେଖିଲେ ରାଧିକା
ନୂଆଦିଲ୍ଲୀ,୫।୫: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଗୋଟିଏ ପରେ ଗୋଟିଏ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲା। ବର୍ତ୍ତମାନ ଚାଲିଥିବା ନିର୍ବାଚନ ମଧ୍ୟରେ କଂଗ୍ରେସ ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛି। ଛତିଶଗଡ କଂଗ୍ରେସ ନେତା ରାଧିକା ଖେଡା ଦଳରୁ ଇସ୍ତଫା…
ନୀତୀଶଙ୍କ ବଡ ଚେତାବନୀ, ବିହାରରେ ବଢିଲା ରାଜନୈତିକ ଉଷ୍ମତା
ପାଟନା,୫।୫: ବିହାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ନିରନ୍ତର ବୟାନ ବାଜି ଜାରି କରାଯାଉଛି। ଏବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିବୃତ୍ତି ବିହାର ରାଜନୀତିକୁ ସରଗରମ କରିଦେଇଛି। ଏହି…
ମୋଦିଙ୍କ ଗୃହ ରାଜ୍ୟରେ ୩୫ ମୁସଲମାନ ପାର୍ଥୀ ଲଢୁଛନ୍ତି ନିର୍ବାଚନ, କଂଗ୍ରେସରୁ କେହି ନାହିଁ
ଗାନ୍ଧିନଗର,୫।୫: ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତ ହୋଇଛନ୍ତି। ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । କେତେକ ଜାତି ନାମରେ ଏବଂ କେତେକ ଧର୍ମ ନାମରେ ଭୋଟ ପାଇବାକୁ ଚେଷ୍ଟା କରୁଛନ୍ତି। ଏଥି ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ…
ନିର୍ବାଚନ କମିଶନଙ୍କ ଅନନ୍ୟ ପଦକ୍ଷେପ, ୨୩ ଦେଶର ୭୫ ପ୍ରତିନିଧୀ ‘ଗଣତନ୍ତ୍ରର ମହାପର୍ବ’ ଦେଖିବାକୁ ଭାରତ ପହଞ୍ଚିଲେ
ନୂଆଦିଲ୍ଲୀ,୫।୫: ୨୩ଟି ଦେଶର ନିର୍ବାଚନ ପରିଚାଳନା ସଂସ୍ଥା ସହିତ ଜଡିତ ୭୫ ଜଣ ଆନ୍ତର୍ଜାତୀୟ ପ୍ରତିନିଧୀ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଦେଶ ‘ଲୋକ ସଭା ନିର୍ବାଚନ’ର ମହାନ ମହୋତ୍ସବର ସାକ୍ଷୀ ହେବା ପାଇଁ ଭାରତରେ ପହଞ୍ଚିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ…
କାନାଡା ପ୍ରଧାନମନ୍ତ୍ରୀଙ୍କୁ ଚେତାବାନୀ ଦେଲେ ଏସ୍. ଜୟଶଙ୍କର
ନୂଆଦିଲ୍ଲୀ/କଟକ,୫।୫: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜଷ୍ଟିନ ଟ୍ରୁଡୋଙ୍କ ନେତୃତ୍ୱାଧୀନ କାନାଡା ସରକାରଙ୍କୁ ସମାଲୋଚନା କରିଛନ୍ତି। ସଂଗଠିତ ଅପରାଧ ସହ ଜଡିତ ଲୋକଙ୍କୁ କାନାଡା ଭିସା ପ୍ରଦାନ ବିଷୟରେ ସେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଅଭିବ୍ୟକ୍ତିର ସ୍ବାଧୀନତା ନାମରେ…
ରାହୁଲଙ୍କୁ ପାକିସ୍ତାନ ନେତା ପ୍ରଶଂସା କରିବା ଚିନ୍ତାଜନକ, କଂଗ୍ରେସରୁ ସ୍ପଷ୍ଟିକରଣ ମାଗିଲେ ରାଜନାଥ
ନୂଆଦିଲ୍ଲୀଳ,୫।୫: ଯେତେବେଳେ ଜଣେ ପାକିସ୍ତାନୀ ନେତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ ସେତେବେଳେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରଶ୍ନ ଉଠାଇଥିଲେ। ସେ କହିଛନ୍ତି ଯେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ ରାହୁଲ ଗାନ୍ଧୀଙ୍କ…
ରେସଲର୍ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍କା; ନିଲମ୍ବନ କଲା NADA
ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ ସୋନିପତରେ ଆୟୋଜିତ ନ୍ୟାଶନାଲ ଟ୍ରାଏଲ୍ସ ସମୟରେ ଡୋପ୍ ଲାଗି ନମୂନା ଦେଇ ନ ଥିଲେ।…
ମୋଦି ସରକାରଙ୍କ ଉଦ୍ଦେଶ୍ୟ ଉପରେ ପ୍ରଶ୍ନ ଉଠାଇଲେ ପପୁ ଯାଦବ
ନୂଆଦିଲ୍ଲୀ,୫।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ଆତଙ୍କବାଦୀ ଆକ୍ରମଣକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହି ଆତଙ୍କବାଦୀ ଆକ୍ରମଣ ଉପରେ କଂଗ୍ରେସ ନେତା ପପୁ ଯାଦବ ଅତ୍ୟନ୍ତ ବିପଜ୍ଜନକ ଷଡଯନ୍ତ୍ରକୁ ନେଇ ମୋଦି ସରକାରଙ୍କ…
ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି
ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍ ଦେଇଛି। ତେବେ ଟିକେଟ୍ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ ଗାନ୍ଧୀ ପରିବାର ପାଇଁ ଚାକିରି କରୁନି କି ଦଳ ଠାରୁ କୌଣସି ଦରମା…
ଆମେଠିରୁ ଟିକେଟ୍ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…
ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଆମେଠିରୁ କେ.ଏଲ ଶର୍ମାଙ୍କୁ ଟିକେଟ ମିଳିବା କଂଗ୍ରେସର ସରପ୍ରାଇଜ…
ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ
ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା ଦ୍ବାରା ଲୋକଙ୍କୁ ଯାବତୀୟ ରୋଗ ହେବା ସହ ସେମାନଙ୍କ ଜୀବନକାଳ କମୁଛି। ନିକଟରେ ଉତ୍ତର…
ବଲିଉଡ୍ ପ୍ରଭାବରେ ଦେଶର ନିର୍ବାଚନ
ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍ଲାମ ବିରୋଧୀ ଚିନ୍ତାଧାରା ଆଦିର ବର୍ଣ୍ଣନା ଦେଖିବାକୁ ମିଳେ। ସେଗୁଡ଼ିକ ମଧ୍ୟରୁ ‘ଦି କେରଲା ଷ୍ଟୋରି’, ‘ବୀର…

