ଜାତୀୟ

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ ଥିଲେ ମଧ୍ୟ ଏଭଳି ସମ୍ପର୍କ ବଳାତ୍କାର ନୁହେଁ। ଜଣେ ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ…

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦଳୀୟ…

ଏପଟେ ଧମକ, ସେପଟେ ଆକ୍ରମଣ

ପାଲାମ୍‌/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଜଣେ ଯବାନ ଶହୀଦ ଓ ୪ ଆହତ ହୋଇଛନ୍ତି। ଏହି ଅତର୍କିତ ଆକ୍ରମଣର କିଛି ସମୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର…

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ଇସ୍‌ଲାମାବାଦର କ୍ୟାପିଟାଲ ଡେଭେଲପମେଣ୍ଟ ଅଥରିଟି (ସିଡିଏ)ର ଫେସ୍‌ବୁକ୍‌ ପେଜ୍‌ ଅନୁଯାୟୀ…

କଂଗ୍ରେସ ନେତାଙ୍କ ମିଳିଲା ଦଗ୍ଧ ମୃତଦେହ

ଚେନ୍ନାଇ,୫ା୫ତାମିଲନାଡୁର କଂଗ୍ରେସ ନେତା କେ.ପି.କେ. ଜୟକୁମାର ଧନସିଂଙ୍କ ଦଗ୍ଧ ମୃତଦେହ ତିରୁନେଲଭେଲିସ୍ଥିତ ତାଙ୍କ ଫାର୍ମରୁ ଶନିବାର ମିଳିଛି। ତାଙ୍କ ଦୁଇଗୋଡ଼କୁ ତାରରେ ବନ୍ଧାଯାଇଥିବା ଦେଖାଯାଇଛି। ୨ ଦିନ ପୂର୍ବରୁ ସେ ନିଖୋଜ ଥିବା ନେଇ ତାଙ୍କ ପୁଅ ଶୁକ୍ରବାର ପୋଲିସରେ ଏତଲା…

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ କରୁଥିବା ଜଣେ ମହିଳାଙ୍କ ପୁଅ ତାଙ୍କ ବିରୋଧରେ ଅପହରଣ କରିଥିବା ଅଭିଯୋଗ ଆଣିଥିଲେ। କର୍ନାଟକ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି। ଶନିବାରଠାରୁ ୬ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ କଟକଣା ଲାଗୁ…

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ଏହାଛଡ଼ା ରାହୁଲ ୪୦୦୦ କିମି ପାଦରେ ଚାଲି ଦେଶର ଲୋକଙ୍କୁ ଭେଟିଥିଲେ,…

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର ତିନି କର୍ମଚାରୀ ଆହତ ହୋଇଥିବା ଖବର ମିଳିଛି। ଆହତ ହୋଇଥିବା ପାଞ୍ଚ ଜଣଙ୍କ ମଧ୍ୟରୁ…

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ ଅରବିନ୍ଦର…

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ଅନେକ ପ୍ରୟାସ କରାଯାଉଛି। ଏହି ସମୟରେ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର…

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ ସିଂଙ୍କ ଫେସବୁକ ଓ୍ବାଲରେ ଏହି ଭିଡିଓ ମଧ୍ୟ ଭାଇରାଲ ହୋଇଛି। ଶନିବାର କେସରଗଞ୍ଜ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?