ଜାତୀୟ

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ ସିଂଙ୍କୁ ପ୍ରାର୍ଥୀ କରିଛି। ଦୀନେଶ ପ୍ରତାପ ସିଂ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ…

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମସଲାର ଗୁଣବତ୍ତା ସୁନିଶ୍ଚିତ କରିବା ଲାଗି ତାର ପରୀକ୍ଷା କରିବାକୁ ଆଦେଶ…

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା ସାମ୍ନାକୁ ଆସିବା ପରେ କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର କହିଛନ୍ତି, ରେଭାନ୍ନାଙ୍କୁ ଯଥାଶୀଘ୍ର ଘଟଣାର…

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି ମନେ ହେଉଛି। ସୂଚନା ଅନୁଯାୟୀ, ମହିଳା କୁସ୍ତି ଯୋଦ୍ଧାଙ୍କୁ ଯୌନ ଶୋଷଣ ଅଭିଯୋଗରେ ବିବାଦରେ…

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା ସମାଲୋଚନର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଯେ କଂଗ୍ରେସ ଏଠାରେ ମରୁଛି…

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା ରାଖୀ କଙ୍ଗନାଙ୍କ ସହ ରାଜନୀତିରେ ମୁକାବିଲା କରିବାକୁ ଚାହୁଁଛନ୍ତି। ଯଦି କଂଗ୍ରେସ ତାଙ୍କୁ ସୁଯୋଗ…

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ଇଡି ଏବଂ ସିବିଆଇ ମାମଲାରେ ମନୀଷ ସିସୋଡିଆ ଦିଲ୍ଲୀ ହାଇକୋର୍ଟରେ…

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆଧିକାରୀକ ଭାବେ ଘୋଷଣା କରିବେ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି। ରିପୋର୍ଟ…

ମୋଦିଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ପ୍ରଖ୍ୟାତ କମେଡିଆନ

ନୂଆଦିଲ୍ଲୀ,୨।୫: ପ୍ରଖ୍ୟାତ ହାସ୍ୟ ଅଭିନେତା ଶ୍ୟାମ ରଙ୍ଗିଲା ମଧ୍ୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବାରାଣସୀର ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ସେ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ସେ…

ହିଟ ଓ୍ବେଭ ପାଇଁ ବଢିଲା ଭୋଟିଂ ଟାଇମ

ନୂଆଦିଲ୍ଲୀ,୨।୫: ଗୋଟିଏ ପଟେ ଦେଶରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଶୀର୍ଷରେ ରହିଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ ମଧ୍ୟ ସତର୍କ ଅଛନ୍ତି। ସର୍ବଶେଷ ସୂଚନା ଅନୁଯାୟୀ, ବିହାର ପରେ ଆୟୋଗ ତେଲଙ୍ଗାନାରେ…

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା କରିଛନ୍ତି। ଇମରାନ ଖାନ୍‌ଙ୍କ କ୍ୟାବିନେଟ୍‌ର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫଓ୍ବାଦ୍‌ ହୁସେନ ନିଜର ସୋସିଆଲ…

କରୋନା ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା, ଯେଉଁଥିରେ ତଳେ ପ୍ରଧାନମନ୍ତ୍ରୀଙ୍କ ଫଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?