ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା
ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍ଟି ସଂଗ୍ରହ ୨.୧୦ ଲକ୍ଷ କୋଟିରେ ପହଞ୍ଚିଛି। ରାଜସ୍ବ ବର୍ଷ ତୁଳନାରେ ଏହା ମୋଟ ୧୨.୪ ପ୍ରତିଶତ…
ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!
ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ପ୍ରିୟଙ୍କା ଗାନ୍ଧୀଙ୍କୁ ରାଏବରେଲି ଲୋକ ସଭା ଆସନରୁ ପ୍ରାର୍ଥୀ…
ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ
ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (ଡିପିଏସ) କୁ ବୋମା ଧମକ ଦିଆଯାଇଛି। ପୂର୍ବ ଦିଲ୍ଲୀର ମୟୂର ବିହାରର…
ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ
ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା। ମଣିପୁର ପୋଲିସ ଅଧିକାରୀ ସେମାନଙ୍କୁ ନିରାପଦ ସ୍ଥାନରେ ଆଶ୍ରୟ ଦେବା ପରିବର୍ତ୍ତେ କାଙ୍ଗପୋକ୍ସି ଜିଲାର…
ଖୁସି ଖବର: କମିଲା ଏଲ୍ପିଜି ସିଲିଣ୍ଡରର ଦାମ୍
ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ ଦ୍ୱାରା ଲଗାତାର ଦ୍ୱିତୀୟ ଥର ପାଇଁ କମର୍ସିଆଲ୍ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି।…
କୋଭିଶିଲ୍ଡ ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଟିଟିଏସ୍
ନୂଆଦିଲ୍ଲୀ,୧ା୫: କୋଭିଡ୍ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ କୋଟି କୋଟି ଲୋକ ଅଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଟିକା ନେଇଥିଲେ। ଏହି ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଥ୍ରୋମ୍ବୋସିଟୋପେନିଆ ସିଣ୍ଡ୍ରୋମ୍ ରହିଥିବା ବ୍ରିଟିଶ ଔଷଧ କମ୍ପାନୀ ଲଣ୍ଡନର…
ସୁଗନ୍ଧ ହରାଉଛି ଭାରତୀୟ ମସଲା
ହାଇଦ୍ରାବାଦ/ନୂଆଦିଲ୍ଲୀ,୧ା୫: ପ୍ରଥମେ ହଂକଂ ଓ ସିଙ୍ଗାପୁର। ଆମେରିକା ପରେ ଏବେ ଅଷ୍ଟ୍ରେଲିଆ। ଏମିତି ଗୋଟିଏ ପରେ ଗୋଟିଏ ଦେଶରେ ସୁଗନ୍ଧ ହରାଇବସିଛି ଭାରତୀୟ ମସଲା। ଏମ୍ଡିଏଚ୍ ଏବଂ ଏଭରେଷ୍ଟ ମସଲା ବର୍ତ୍ତମାନ ବିଶ୍ୱବାସୀଙ୍କ ସନ୍ଦେହ ଚକ୍ଷୁରେ। ନାମୀଦାମୀ ବ୍ରାଣ୍ଡ୍ର ମସଲାରେ କ୍ୟନ୍ସର…
‘ଆୟୁଷ୍ମାନ୍ ଭାରତ ଅତି ଦୁର୍ବଳ’
ନୂଆଦିଲ୍ଲୀ,୧ା୫(ପି.ଟି.):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍ ଭାରତ ସ୍ବାସ୍ଥ୍ୟ ଯୋଜନାକୁ ଅତି ଦୁର୍ବଳ ଭାବେ ଗଢ଼ାଯାଇଛି। ଏହାକୁ ଉପଯୁକ୍ତ ପାଣ୍ଠି ମଧ୍ୟ ଯୋଗାଇ ଦିଆଯାଉ ନାହିଁ ବୋଲି ମଙ୍ଗଳବାର ଇଣ୍ଡିଆନ୍ ମେଡିକାଲ୍ ଆସୋସିଏଶନ୍ (ଆଇଏମ୍ଏ) ମୁଖ୍ୟ ଡ. ଆର୍.ଭି. ଅଶୋକନ୍ କହିଛନ୍ତି। ଏପରି କି…
ଇଡି ଉପରେ ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ କାହିଁକି ଗିରଫ କଲ…
ନୂଆଦିଲ୍ଲୀ,୩୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନିଜର ଗିରଫଦାରୀ ବିରୋଧରେ କରିଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କୋର୍ଟ ଅବକାରୀ ଦୁର୍ନୀତିର ତଦନ୍ତ ମାମଲାରେ କେଜରିଓ୍ବାଲଙ୍କୁ ଗିରଫ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଉପରେ ବର୍ଷିଛନ୍ତି। ନିର୍ବାଚନ ପୂର୍ବରୁ…
ଏଏପିକୁ ଝଟ୍କା, ସିସୋଦିଆଙ୍କୁ ମିଳିଲାନି ଜାମିନ
ନୂଆଦିଲ୍ଲୀ,୩୦।୪: ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍କା। ତାଙ୍କୁ ମିଳିଲାନି ଜାମିନ। ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି।…
ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !
ନୂଆଦିଲ୍ଲୀ,୩୦।୪: ଭାରତୀୟ ଜନତା ପାର୍ଟି(ଭାଜପା) ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ଣ୍ଣ ଶକ୍ତି ସହିତ ନାମାଙ୍କନ ଭରିିବେ। ଏକ ବିଶେଷ ସମୟରେ ଏହି ନାମାଙ୍କନ ପ୍ରକ୍ରିୟା ଶେଷ ହେବ। ଉକ୍ତ ଦିନ ପ୍ରଧାନମନ୍ତ୍ରୀ ମୋଦି ଏକ ରୋଡ୍ ଶୋ’ କରିବେ। ସେ…
ଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱ
ନୂଆଦିଲ୍ଲୀ,୩୦।୪: ଭାରତୀୟ ନୌସେନାକୁ ମିଳିଛି ନୂତନ ମୁଖ୍ୟ। ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ମଙ୍ଗଳବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୌସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ନୌସେନା ମୁଖ୍ୟ ଭାବେ ଆଡମିରାଲ ହରି କୁମାରଙ୍କ କାର୍ଯ୍ୟକାଳ…

