ଜାତୀୟ

୩ ଦିନ ମଧ୍ୟରେ ରିପୋର୍ଟ ଦିଅ, ପ୍ରଜ୍ୱଳଙ୍କ ଉପରେ ଖପ୍ପା ମହିଳା କମିଶନ

ବେଙ୍ଗାଲୁରୁ,୩୦।୪: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ତଥା ଜେଡିଏସ ସଭାପତି ଏଚଡି ଦେବ ଗୌଡାଙ୍କ ନାତି ପ୍ରଜ୍ୱଳ ରେଭାନ୍ନାଙ୍କ ଉପରେ ମହିଳାଙ୍କ ଆପତ୍ତିଜନକ ଭିଡିଓ ପ୍ରସ୍ତୁତ କରିବା ଏବଂ ସେମାନଙ୍କ ସହ ଜବରଦସ୍ତି କରିବା ଅଭିଯୋଗକୁ ନେଇ ବିବାଦ ଜାରି ରହିଛି। ଏହି…

୩ କୋଟି ମହିଳାଙ୍କୁ କରିବି ଲକ୍ଷପତି ଦିଦି…୬୦ ବର୍ଷ ବନାମ ୧୦ ବର୍ଷ: କଂଗ୍ରେସ ଉପରେ ବର୍ଷିଲେ ମୋଦି

ମୁମ୍ବାଇ,୩୦।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ରର ମାଧାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ ପ୍ରଧାନମନ୍ତ୍ରୀ କଂଗ୍ରେସର ୬୦ବର୍ଷ ଏବଂ ଭାଜପା ସରକାରର ୧୦ ବର୍ଷ ବିଷୟରେ ଉଲ୍ଲେଖ କରିଛନ୍ତି।…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଦୁଇ ମହିଳାଙ୍କ ସମେତ ମୋଟ ୭ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ମଙ୍ଗଳବାର ସୁପ୍ରିମକୋର୍ଟରେ ହାଜର ହୋଇଥିଲେ। ମାମଲାର ଶୁଣାଣି ସମୟରେ ଯୋଗଗୁରୁ ରାମଦେବଙ୍କ…

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍‌ଡିଏଫ୍‌ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ…

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ ଦେଇଛି । ପୋଷ୍ଟରରେ ୟାସିନ ମଲିକଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ…

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର ଷ୍ଟ୍ରାଇକ ବିଷୟରେ ପାକିସ୍ତାନ ପ୍ରଥମେ ଆନୁଷ୍ଠାନିକ ଭାବେ ସୂଚନା ପାଇଥିବା ନିଶ୍ଚିତ କରିଛି ବୋଲି…

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୋମବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଚମ୍ପାଇ…

କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କ ପାଇଁ ଖରାପ ଖବର! କମ୍ପାନୀ ମାନିଲା ହୋଇପାରେ ବ୍ଲଡ କ୍ଲଟିଂ ଭଳି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୩୦।୪: କୋଭିଡ ଟିକା କାରଣରୁ ପାର୍ଶ୍ୱ ପ୍ରତିକ୍ରିୟାର ସମସ୍ତ ଦାବି ମଧ୍ୟରେ ଟିକା ଉତ୍ପାଦନକାରୀ କମ୍ପାନୀ ଆଷ୍ଟ୍ରାଜେନେକା ଏକ ବଡ଼ ତଥ୍ୟ ଦେଇଛି। କୋର୍ଟରେ ଉପସ୍ଥାପିତ ଦଲିଲଗୁଡିକରେ କମ୍ପାନୀ ପ୍ରଥମ ଥର ପାଇଁ ସ୍ବୀକାର କରିଛି ଯେ କୋଭିଡ -୧୯ ଟିକା…

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ସୂଚନାନୁସାରେ, ପ୍ରିୟଙ୍କା ଗାନ୍ଧୀ ସମଗ୍ର ଦେଶରେ ଦଳର ଅଭିଯାନ ପରିଚାଳନା ଉପରେ ଧ୍ୟାନ…

କେଜ୍‌ରିଓ୍ବାଲ, ଆତିଶୀଙ୍କ ନାଁରେ ମାନହାନି ମାମଲା

ନୂଆଦିଲ୍ଲୀ,୩୦।୪: ଭାଜପା ଓ ଏହାର ସଦସ୍ୟମାନଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ମନ୍ତ୍ରୀ ଆତିଶୀଙ୍କ ବିରୋଧରେ ସୋମବାର ଦିଲ୍ଲୀର ଏକ ଅଦାଲତରେ ମାନହାନି ମାମଲା ଦାଏର ହୋଇଛି। ଭାଜପା ଦିଲ୍ଲୀ ଶାଖାର ଗଣମାଧ୍ୟମ ମୁଖ୍ୟ ପ୍ରବୀଣ…

ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି

ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଳ କୋର୍ଟରେ ଜାମିନ ପାଇଁ ଆବେଦନ କରିନାହାନ୍ତି କ’ଣ ପାଇଁ ବୋଲି ସୁପ୍ରିମକୋର୍ଟ ସୋମବାର ପ୍ରଶ୍ନ କରିଛନ୍ତି। ପ୍ରବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?