ଜାତୀୟ

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଭାରତର ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ଅଫିସର…

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥିମଧ୍ୟରୁ ୧୮ ପ୍ରତିଶତ ପ୍ରାର୍ଥୀ ନିଜ ନାଁରେ…

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ ସମନ ଜାରି କରିଛି। ତାଙ୍କ ସମେତ ତେଲଙ୍ଗାନାର ୪ ଜଣଙ୍କୁ ଏହି ମାମଲାରେ ନୋଟିସ…

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ ସମନ ଜାରି କରିଛି। ତାଙ୍କ ସମେତ ତେଲଙ୍ଗାନାର ୪ ଜଣଙ୍କୁ ଏହି ମାମଲାରେ…

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଟିକା ଚର୍ମ କର୍କଟ ବିପଦ ଆଶଙ୍କା ୪୯ ପ୍ରତିଶତ ହ୍ରାସ କରୁଥିବା…

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ ପାଇଲଟଙ୍କ ଉପସ୍ଥିତ ଜ୍ଞାନ ଯୋଗୁ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ, ଇଡି ଏବଂ ସିବିଆଇ ଉପରେ ପ୍ରଶ୍ନ ଉଠାଇ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ ୟୁଜିସି ଚେୟାରମ୍ୟାନ ଏମ ଜଗଦୀଶ କୁମାର ଏକ୍ସରେ ସୂଚନା ଦେଇଛନ୍ତି। ଜୁନ୍‌ ୧୬ରେ ୟୁପିଏସସି-ପ୍ରିଲିମ୍ସ…

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି ଯେ ମାମଲାର ଶୁଣାଣି ସମୟରେ ମଧ୍ୟବର୍ତ୍ତୀକାଳୀନ ରିଲିଫ ଜାରି ରହିବ। ସାଇଭ ଆଇନ ଅନୁଯାୟୀ…

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କଂଗ୍ରେସ କେବଳ ଭୋଟ ବ୍ୟାଙ୍କ ରାଜନୀତି ପାଇଁ ଦେଶରେ ଧର୍ମ ଭିତ୍ତିକ ସଂରକ୍ଷଣ ଯୋଜନା…

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ କରୁଛନ୍ତି। ଡାଉନଡିଟେକ୍ଟର ମଧ୍ୟ ଏକ୍ସର ଏହି ଘଟଣାକୁ ନିଶ୍ଚିତ କରିଛନ୍ତି । ସୋମବାର ଅର୍ଥାତ୍‌…

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତାଙ୍କ ନାମାଙ୍କନ ସମୟରେ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?