ଜାତୀୟ

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ ବନ୍ଦ ହୋଇନାହିଁ। ଗୋଟିଏ ପରେ ଗୋଟିଏ ଦଳର ବଡ ଚେହେରା ଦଳଠାରୁ ଦୂରେଇ ଯାଉଛନ୍ତି।…

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି ତାଙ୍କ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହା ପରେ ଇନ୍ଦୋର ଆସନରେ ଭାଜପା ପାଇଁ ମଇଦାନ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି ମାମଲାରେ ସିବିଆଇ ତଦନ୍ତ ଜାରି ରହିବ। ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଆଦେଶକୁ ସ୍ଥଗିତ ରଖି ନାହାଁନ୍ତି।…

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି ସହିତ ଜମ୍ମୁ, ଶ୍ରୀନଗର, ଉଦ୍ଦମପୁର, ସାମ୍ବା, ରାଜୋରୀ ସମେତ ଅନେକ ଅଞ୍ଚଳରେ ବର୍ଷା ଜାରି…

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି। ଲ୍ୟାଣ୍ଡ ସ୍କାମ ମାମଲାରେ ଗିରଫ ହେମନ୍ତ ସୋରେନ କହିଛନ୍ତି ଯେ ତାଙ୍କ ଦଳର ପ୍ରଚାର…

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି ସ୍ମୃତି ଇରାନୀ ମଧ୍ୟ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିବେ। ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ରାଜନାଥ…

ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ମାମଲା ପହଞ୍ଚିଲା ସୁପ୍ରିମକୋର୍ଟ, ସିଜେଆଇ କହିଲେ ଇମଲେ କର

ନୂଆଦିଲ୍ଲୀ,୨୯।୪: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଅପରେସନ ଚାଲିଛି। ସେପଟେ ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି ଏବଂ ଏହାର ଶୀଘ୍ର ଶୁଣାଣି ପାଇଁ ଦାବି କରାଯାଇଛି। ଆବେଦନକାରୀ ସୁପ୍ରିମକୋର୍ଟଙ୍କୁ…

ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍‌ ଗାଡି: ଚାଲିଗଲା ୯ ଜୀବନ, ୨୩ ଆହତ

ରାୟପୁର,୨୯।୪: ଛତିଶଗଡର ବେମେତାରା ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକଅପ ଗାଡି ଏବଂ ଟ୍ରକ ଧକ୍କାରେ ପାଞ୍ଚ ଜଣ ମହିଳା ଏବଂ ତିନି ଶିଶୁଙ୍କ ସମେତ ନଅ ଜଣଙ୍କର ମୃତ୍ୟୁ ଘଟିଛି। ୨୩ ଜଣ ଆହତ ହୋଇଥିବାବେଳେ…

ନାମାଙ୍କନ ପୂର୍ବରୁ ପ୍ରଭୁ ଶିବଙ୍କ ଉପରେ ପାଣି ଢାଳିଲେ ପ୍ରତିରକ୍ଷା ମନ୍ତ୍ରୀ

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ସେ ଭଗବାନ ଶିବଙ୍କ ଜଳାଭିଷେକ ପରିବେଷଣ କରି ହନୁମାନ…

କାହିଁକି ଭାଜପାକୁ ଓଡ଼ିଶାରେ ଦରକାର ଗୋଟିଏ ସୁଯୋଗ? କାରଣ ବାହାର କରି ବୁଝାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଘରୋଇ ଟେଲିଭିଜନକୁ ଏକ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି। ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଓଡ଼ିଶାରେ ଭାଜପାକୁ ସୁଯୋଗ ମିଳିବା ଉଚିତ। ଏହି ସାକ୍ଷାତକାରରେ…

ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ, ଗୋଟିଏ ମାସ ପୂର୍ବରୁ ରାଜନୀତିରୁ ନେଇଥିଲେ ସନ୍ୟାସ

ବେଙ୍ଗାଲୁରୁ,୨୯।୪: କର୍ନାଟକର ଚାମରାଜନଗରରୁ ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ଦେହାନ୍ତ ହୋଇଛି। ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ପ୍ରସାଦ ତାଙ୍କ ପତ୍ନୀ ଏବଂ ତିନି…

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ ପରେ ଏବେ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?