ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ
ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ ପାଇବାକୁ ଚେଷ୍ଟା କରୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ…
ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…
ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା ପକ୍ଷରୁ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ତାଙ୍କର ଭାଷଣ କ୍ରମାଗତ ଭାବରେ ଗଣମାଧ୍ୟମ ଏବଂ…
ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ
ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ରାଏ ବରେଲିରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଅନୁମାନ ଉପରେ ଅର୍ଜୁନ…
ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…
ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ କଥାବାର୍ତ୍ତା ବେଳେ ସେ କହିଛନ୍ତି ଯେ ଦେଶରେ ୧୦ବର୍ଷ ଶାସନ କରୁଥିବା ଏକଛତ୍ରବାଦୀ ଶାସନ…
ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ
ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଯୌନ ଦୁର୍ନୀତିରେ ହାସନରୁ ଜେଡିଏସ ଏମପି ପ୍ରଜ୍ୱଳ ରେଭାନ୍ନାଙ୍କ…
ସଫେଇ ଦେଲା ଏମଡିଏଚ
ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ ଗ୍ରାହକଙ୍କୁ ଆଶ୍ୱାସନା ଦେବାକୁ ଚେଷ୍ଟା କରିଛି ଅନ୍ୟତମ ପ୍ରମୁଖ ମସଲା ବ୍ରାଣ୍ଡ ଏମଡିଏଚ। ଏମଡିଏଚ…
କଂଗ୍ରେସକୁ ଝଟ୍କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ
ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ ସଭାପତି ଅରବିନ୍ଦର ସିଂ ଲଭଲି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅରବିନ୍ଦର ସିଂ ଲଭଲି…
ଫସିଗଲେ ଅଭିନେତା ସାହିଲ
ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ ସମେତ ୩୨ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ଲୋକଙ୍କ ମଧ୍ୟରେ ଅଭିନେତା…
ଭାରତୀୟ ମସଲାକୁ ଆମେରିକାର ସନ୍ଦେହ
ଏମ୍ଡିଏଚ୍ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ ରୋକ ଲଗାଇଛନ୍ତି। ଏହାପରେ ଭାରତର କୋଣ ଅନୁକୋଣରେ ପ୍ୟାକେଟ ମସଲା ବ୍ୟବହାରକୁ ନେଇ ଲୋକଙ୍କ…
ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର
ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର…
‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍’
ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍। ଏଠାରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗୋଆ ହେଉଛି ଭାରତୀୟ ଜନତା ପାର୍ଟି…
କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ କୃଷ୍ଣଙ୍କ ଜମିରେ ଗୋ’ହତ୍ୟା ପାଇଁ ଅନୁମତି ଦେବାକୁ ଚାହୁଁଛନ୍ତି। କାଶୀ ଏବଂ ଅଯୋଧ୍ୟା ପରେ…

