ଜାତୀୟ

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ ସଂସ୍କାର ଏବଂ ଶ୍ରାଦ୍ଧରେ ସାମିଲ ହୋଇପାରିବେ ନାହିଁ। ତାଙ୍କୁ ଅନ୍ତରୀଣ ଜାମିନ ଦେବାକୁ ମନା…

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ମମତା…

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ ନାସିମ ଖାନ ଦଳ ଉପରେ ପ୍ରବଳ ବର୍ଷିଛନ୍ତି। ସେ କଂଗ୍ରେସର ପ୍ରଚାର କମିଟିରୁ ଇସ୍ତଫା…

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି କାରଣରୁ ସେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ଜଷ୍ଟିସ ସଞ୍ଜୟ କୁମାର…

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ ବିଭାଗ ପକ୍ଷରୁ ୧ ଲିଟର ପାଣି ବୋତଲ ଦିଆଯାଇଥାଏ। ହେଲେ ଏବେ ବନ୍ଦେ ଭାରତ…

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା ସହ ସେମାନଙ୍କ ମାର୍କ କଟି ଥିବାର ମଧ୍ୟ ନଜିର ଆସିଛି। ହେଲେ ନିକରେ ଏପରି…

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦିଲ୍ଲୀ ୱାକଫ ବୋର୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଅମାନତୁଲ୍ଲାଙ୍କୁ…

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଗତ ୨୪ଘଣ୍ଟା ମଧ୍ୟରେ, ୩୧ ଟି ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିବା ସହିତ ବିଭିନ୍ନ…

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ…

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି ଭିନ୍ନ ଭିନ୍ନ ବିମାନବନ୍ଦରରେ ବୋମା ଲଗାଯାଇଛି। ଏହି ଖବର ପାଇବା ମାତ୍ରେ ପ୍ରଶାସନରେ ଆତଙ୍କ…

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା ସାମ୍ନାକୁ ଆସିବା ପରେ ବଙ୍ଗଳାରେ ଆଇନର ଶାସନ ଶେଷ ହେବା ନେଇ ଭାଜପା କହୁଛି।…

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର କ୍ଷେପଣାସ୍ତ୍ର ଲୋହିତ ସାଗରରେ ଥିବା ଆଣ୍ଡ୍ରୋମିଡା ଷ୍ଟାର ତେଲ ଟ୍ୟାଙ୍କରକୁ ଟାର୍ଗେଟ କରିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?