ଜାତୀୟ

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ ଶହୀଦ ହୋଇଥିବା ଜଣାଯାଇଛି। ଏହି ଘଟଣା ମଣିପୁରର ବିଷ୍ଣୁପୁର ଜିଲାର ନାରଣସେନାରେ ଘଟିଛି। ଏନେଇ…

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ କରାଯିବ ନାହିଁ। ଏସମ୍ପର୍କିତ ଏକାଧିକ ପିଟିଶନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ…

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା ହାରାହାରି ମତଦାନ ହାର ୬୦.୭ ପ୍ରତିଶତ ରହିଥିବା ରେକର୍ଡ କରାଯାଇଛି। ବାର୍‌ମେର-ଜୟସାଲମେରରେ କାଁଭାଁ…

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ କରିବା ଭାଜପାର ପ୍ରତିଶ୍ରୁତି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ବୋଲି ଶୁକ୍ରବାର ସ୍ବରାଷ୍ଟ୍ର…

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ ସ୍ରଷ୍ଟାଙ୍କୁ ଚିହ୍ନଟ କରିବେ ବୋଲି କେନ୍ଦ୍ରର ସୂଚନା ପ୍ରଯୁକ୍ତି (ଆଇଟି) ରୁଲ୍ସ, ୨୦୨୧ରେ ନିୟମ…

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା ଗସ୍ତରେ…

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା ୬ ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ ଦାଖଲ କରାଯାଇଛି।…

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ ଆସନରୁ ଭାଜପା ପ୍ରାର୍ଥୀ ତଥା ସିଟିଂ ଏମପି ତେଜସ୍ବୀ ସୂର୍ଯ୍ୟାଙ୍କ ବିରୋଧରେ ଏଫଆଇଆର ପଞ୍ଜିକୃତ…

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ସହିତ ଶୁକ୍ରବାର ନିର୍ବାଚନରେ ସମ୍ପୃକ୍ତ ଅନ୍ୟ ଏକ ଆବେଦନକୁ ବାତିଲ କରାଯାଇଥିଲା। କୋର୍ଟଙ୍କ ନିଷ୍ପତ୍ତି…

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର କଲେ, ଯେଉଁ କାରଣରୁ ହଠାତ୍‌ ଦେଶରେ କଲ ସେଣ୍ଟର୍‌ ବଢି ଯାଇଥିଲା। ଏହି କ୍ଷେତ୍ର…

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା ଲାଭ ସହିତ ଉପଭୋକ୍ତାମାନଙ୍କ ଗୋପନୀୟତା ଉଲ୍ଲଂଘନ କରିବାର ଆଶଙ୍କା ମଧ୍ୟ ରହିଛି। ଏତଦ ବ୍ୟତୀତ,…

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ କର୍ନାଟକ ଡେପୁଟି ସିଏମ ଡି.କେ ଶିବକୁମାରଙ୍କ ଝିଅ ଐଶ୍ୱର୍ଯ୍ୟା ଡି.କେ.ଏସ ହେଗଡେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?