ଜାତୀୟ

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି ସମୟରେ ବାଣ ପଡ଼ି ଏକ ଘର ଜଳିଯିବା ସହ ଘରେ ଥିବା ୬ ଜଣ…

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ ହାଇକୋର୍ଟଙ୍କୁ କହିଛି ଯେ ଯଦି ମେସେଜ୍ ଏନକ୍ରିପସନ୍ ଭାଙ୍ଗିବାକୁ ବାଧ୍ୟ ହୁଏ ତେବେ ଭାରତରେ…

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି, ଯେତେ ଅଧିକ ଭୋଟ ହେବ, ଆମର ଗଣତନ୍ତ୍ର ସେତେ ଶକ୍ତିଶାଳୀ…

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି ବଢ଼ି ଚାଲିଛି। ତେବେ ଏହି ପ୍ରସଙ୍ଗକୁ ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ କଂଗ୍ରେସର…

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ବେଳେ…

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ ଡାଟା ଓ ଆନାଲିଟିକ୍ସ କମ୍ପାନୀ ‘କଣ୍ଟର’ ଦ୍ୱାରା ଏହି ଅଧ୍ୟୟନ ପ୍ରକାଶ କରାଯାଇଛି। ସମ୍ପ୍ରତି…

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ, ତାଙ୍କ ସ୍ବାମୀ କୋମ୍ପେଲା ବିଶ୍ୱନାଥ ଓ ତାଙ୍କର ୩ ସନ୍ତାନଙ୍କ ମୋଟ ୧୬୫.୪୬ କୋଟି…

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି। ଏନେଇ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିବୃତି ଜାରି ହୋଇଛି। ସେହିପରି ଗୁରୁବାର ଇଟାଲୀର…

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଣେ ମହିଳାଙ୍କୁ ତାଙ୍କ ହଜିଥିବା ସୁନା ପାଇଁ ସର୍ବୋଚ୍ଚ ଅଦାଲତ…

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ…

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ ବରୁଣ ଚୌଧୁରୀ, ହିସାରରୁ ଜୟ ପ୍ରକାଶ, କରନାଲରୁ ଦିବ୍ୟାଂସୁ ବୁଦ୍ଧିରାଜ, ସୋନିପତରୁ ସତ୍ୟପାଲ ବ୍ରହ୍ମଚାରି,…

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ ନ ପାରେ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନା ବର୍ତ୍ତମାନର ମେୟର ତଥା ଡେପୁଟି ମେୟରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?