ଜାତୀୟ

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଘଟଣା ସମୟରେ ସେ ଶିବସେନାର ମୁଖ୍ୟମନ୍ତ୍ରୀ…

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା ରହିବ ନାହିଁ । ସମସ୍ତଙ୍କୁ ମିଳିବ କନଫର୍ମ ଟିକେଟ। ଏମିତି ବ୍ୟବସ୍ଥା କରୁଛନ୍ତି କେନ୍ଦ୍ର…

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯଦି ଭିଣୋଇ ବା ଜିଜା ଜୀ ଆସନ୍ତି, ତିୱାରୀ ଜୀ କହୁଛନ୍ତି…

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି ଦିଆଯାଇପାରିବ ନାହିଁ ବୋଲି କହିଛନ୍ତି। ଭିଭିପାଟ୍‌ ସହିତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ମାଧ୍ୟମରେ…

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ ଏଥିରେ କାର୍ସିନୋଜେନିକ ବା କ୍ୟାନସର ସୃଷ୍ଟି କରୁଥିବା ତତ୍ତ୍ୱ ଥିବା ନେଇ ସନ୍ଦେହ ପ୍ରକାଶ…

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଏହି ବିଷୟରେ ସୂଚନା ଦେଇଛନ୍ତି। ବୁଧବାର (ଏପ୍ରିଲ ୨୪) କର୍ନାଟକ…

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ ପ୍ରତିକ୍ରିୟା ଲୋଡିଛନ୍ତି। ଏହି ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ’ ୭…

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ ମଙ୍ଗଳସୁତ୍ର ଏବଂ ସମ୍ପତ୍ତି ଉପରେ ହୋଇଥିବା ଆକ୍ରମଣ ବନ୍ଦ ହୋଇ ନ ଥିଲା। ସୂଚନାଯୋଗ୍ୟ,…

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪) ସେ କହିଛନ୍ତି ଯେ ଜୀବନ ଏବଂ ପରେ ମଧ୍ୟ କଂଗ୍ରେସ ଲୋକଙ୍କୁ ଲୁଟ କରିବାକୁ…

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ। ଯାହାକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀ କଂଗ୍ରେସକୁ ଟାର୍ଗେଟ…

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ ମଧ୍ୟରେ ମୁଁ ୧୦-୧୨ ରାଜ୍ୟ ଗସ୍ତ କରିଥିଲି। ଏହି ରାଜ୍ୟଗୁଡିକରୁ ଆମକୁ ଭଲ ପ୍ରତିକ୍ରିୟା…

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ଯଦି କଂଗ୍ରେସ ସରକାର କ୍ଷମତାକୁ ଆସନ୍ତି ତେବେ ଏହା ଲୋକଙ୍କ ସମ୍ପତ୍ତି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?