ଜାତୀୟ

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ ଜଡ଼ିତ ଥିଲେ ଏବଂ ୨୦୧୩ରେ ଦଳରେ ଯୋଗଦେବା ପରଠାରୁ ବିଭିନ୍ନ ସାଙ୍ଗଠନିକ ଦାୟିତ୍ୱ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଦରରେ ଲିଟର ପିଛା ୩ ଟଙ୍କା…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଶୁକ୍ରବାର ଦିଲ୍ଲୀରୁ ଫେରିବା ପରେ କୋଲକାତା ବିମାନବନ୍ଦରରେ ସାମ୍ବାଦିକମାନଙ୍କ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ ପ୍ରତିବର୍ଷ ଦୁଇଟି LPG ସିଲିଣ୍ଡରର ମୂଲ୍ୟ ସମାନ ଆର୍ଥିକ ସହାୟତା ଦେବାକୁ ଘୋଷଣା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର) ମାଧ୍ୟମରେ ମିଳିତ ଭାବେ…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା, ୪ ଦଶନ୍ଧି ପୂର୍ବର ସେହି ଘଟଣା ବିଷୟରେ ମନେ ପକାଇଦେଉଛି ଯେଉଁଠାରେ ଅପହୃତ…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ ଦେଇଛନ୍ତି। ମହିଳା ଜଣଙ୍କ ତାଙ୍କ ଶ୍ୱଶୁରଙ୍କ ବିରୋଧରେ ଘରୋଇ ହିଂସା ମାମଲାରେ ଅଭିଯୋଗ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି। ୪ ବର୍ଷ ହେଲା ଓ୍ବାରିଙ୍ଗ୍‌ ପ୍ରଦେଶ କଂଗ୍ରେସ ସଭାପତି…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର ହୋଇଯାଇଛି। ଗୁଜରାଟ ସରକାରଙ୍କ ପକ୍ଷରୁ ଏନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରଙ୍କ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ କରାଯାଇଛି। ଆନ୍ଦୋଳନ ପାଇଁ ପୋଲିସ ଅନୁମତି ଦେଇ ନ ଥିଲେ ମଧ୍ୟ ଅନେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର ହୋଇଯାଇଛି। ଗୁଜରାଟ ସରକାରଙ୍କ ପକ୍ଷରୁ ଏନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରଙ୍କ…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ। ସେ ମମତାଙ୍କୁ ତାଙ୍କ ସହ ବାକି ଥିବା ବିଧାୟକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?