ଜାତୀୟ

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ ବୟସକୁ ଆଧାର କରି କେହି ତାଙ୍କୁ ଅପମାନିତ କରିବାକୁ ଚେଷ୍ଟା କରିବା ଉଚିତ୍…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର ୱାର୍ଡ ନମ୍ବର ୪୭ର କାଉନସିଲର ଲୋକେଶ ଦେହାରିଆ ତାଙ୍କ ୱାର୍ଡ ଦେଇ ଯାଉଥିବା…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ କରିଛି। କ୍ରମାଗତ ଉପବାସ ଯୋଗୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ଦୁର୍ବଳ ହେବାରେ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା ଶିକ୍ଷୟିତ୍ରୀ ଏବଂ ଜଣେ ସହକାରୀ ଶିକ୍ଷକଙ୍କ ପ୍ରେମଳାପର ଭିଡିଓ ଭାଇରାଲ ହେବା ପରେ…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ ଶୁଣାଣି କରିବେ ା ଏନ୍‌ଇଇଟି ପରୀକ୍ଷାର ଅନିୟମିତତା ବିରୋଧରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ ଶ୍ରୀମନ୍ଦିର ଛାଡ଼ି ଭକ୍ତଙ୍କୁ ଦର୍ଶନଦେବା ନିମନ୍ତେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ। ଭାଇଭଉଣୀଙ୍କୁ ସାଙ୍ଗରେ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ ସଂଗ୍ରାମ କରୁଥିବା ୫ ଜଣ ମହିଳା ନିଜର ଦୟନୀୟ ସ୍ଥିତି ନେଇ ରାଷ୍ଟ୍ରପତି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ ୱେବସାଇଟର ବିଟା ସଂସ୍କରଣ ଲଞ୍ଚ କରିଛି। ଏହି ବିଟା ସଂସ୍କରଣ ମାଧ୍ୟମରେ, ଯାତ୍ରୀମାନେ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର ଆସିଛି । ଆମେରିକାରେ ଆଗତ ହୋଇଥିବା ରୁଷିଆ ପ୍ରତିବନ୍ଧକ ବିଲର ସଂଶୋଧିତ ଡ୍ରାଫ୍ଟରେ,…

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ସମର୍ଥନ ଏପରି ଏକ ସମୟରେ ଆସିଛି ଯେତେବେଳେ…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ ପରମ୍ପରା ଆରମ୍ଭ ହେଉଛି। ଏହି କ୍ରମରେ ବାଂଲାଦେଶର ସୁପ୍ରସିଦ୍ଧ ତଥା ବିବାଦୀୟ ଲେଖିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?