ଜାତୀୟ

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ଏମପି । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି ମହୁଆଙ୍କ…

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ପ୍ରାର୍ଥୀ ବୋଲଇ କୁହାଯାଉଛି। ଚନ୍ଦ୍ର ଶେଖର ତାଙ୍କ ନିର୍ବାଚନ ଆଫିଡେଭିଟରେ ୫,୭୮୫କୋଟି ଟଙ୍କା…

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫ ଲକ୍ଷ ଟଙ୍କା ସୁପାରି ଦେଇଥିଲେ। ଏପ୍ରିଲ ୧୯ ରେ ଘଟିଥିବା ଚାରିଟି ହତ୍ୟାକାଣ୍ଡର ରହସ୍ୟ…

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ କରେ ନାହିଁ, କାରଣ ଏହି ଦେଶ କେବଳ ଏକ ର୍ନିଦ୍ଦିଷ୍ଟ ସମ୍ପ୍ରଦାୟ ପାଇଁ ନୁହେଁ।…

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟକୁ ନେଇ…

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି। ଅରୁଣ କୁମାରଙ୍କ ସହ ପୂର୍ବତନ ବିଧାନ ପରିଷଦ ଅଜୟ ଆଲମାସ୍ତ ମଧ୍ୟ ବିଏସପି ସଦସ୍ୟତା…

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ ନବମୀ ଉତ୍ସବରେ ସାମ୍ପ୍ରଦାୟିକ ହିଂସା ଘଟିଥିଲା। ଏପ୍ରିଲ ୧୭ରେ ରାମ ନବମୀ ଶୋଭାଯାତ୍ରାରେ ମୁର୍ସିଦାବାଦରେ…

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସଦ୍ୟତମ ମାମଲାରେ, ଦିଲ୍ଲୀର ରାଉଜ ଆଭେନ୍ୟୁ…

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ। ପତଞ୍ଜଳି ବିଜ୍ଞାପନର ଆକାର ଯେତିକି ବଡ଼ ଥିଲା କ୍ଷମା ପ୍ରାର୍ଥନାର ଆକାର ସେତିକି ବଡ…

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ ବନ୍ଦ ହୋଇନାହିଁ । ଏପରିକି ବଲିଉଡ ଅଭିନେତା ଆମୀର ଖାନ ଏବଂ ରଣଭୀର ସିଂ…

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ ପରିବର୍ତ୍ତନକୁ ଭୟଙ୍କର ଭାବେ ପ୍ରଭାବିତ କରୁଛି। ବହୁ ଦଶନ୍ଧିର ଉପଗ୍ରହ ଚିତ୍ର ଅନୁଧ୍ୟାନରୁ କରାଯାଇଥିବା…

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ ପଡ଼ି ମିଥ୍ୟା ବୟାନ ଦେଉଥିବା କେଜ୍‌ରିଓ୍ବାଲ କହିଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?