ଜାତୀୟ

ଦାଉଦ ଇବ୍ରାହିମ୍‌ଙ୍କ ସବୁଠୁ ବଡ଼ ଶତ୍ରୁ ଏବେ ବି ଜୀବିତ, ୮ ବର୍ଷ ପରେ ସାମ୍ନାକୁ ଆସିଲା ଫଟୋ

ନୂଆଦିଲ୍ଲୀ୨୧ା୪: ପ୍ରାୟ ୮ବର୍ଷ ଧରି ତିହାର ଜେଲରେ ରହିଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଛୋଟା ରାଜନ ତଥା ଦାଉଦ ଇବ୍ରାହିମ୍‌ଙ୍କ ସବୁଠୁ ବଡ଼ ଶତ୍ରୁ ଏବେ ବି ଜୀବିତ। ଛୋଟା ରାଜନଙ୍କର ଏହି ପ୍ରଥମ ଫଟୋରେ ଲକ୍‌ ପଡ଼ିଥିବାରୁ କିଛି ଗଣମାଧ୍ୟମ ରିପୋର୍ଟରେ…

ଟେକ୍‌ ସିଟିକୁ ଟ୍ୟାଙ୍କର ସିଟି କରିଦେଇଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ୂଆଦିଲ୍ଲୀ,୨୧।୪:କିଛି ସପ୍ତାହ ତଳେ ଜଳ ସଙ୍କଟକୁ ନେଇ ବେଙ୍ଗାଲୁରୁ ଚର୍ଚ୍ଚାରେ ରହିଥିଲା। ସହରବାସୀ ବାଲତି ଓ ଅନ୍ୟାନ୍ୟ ପାତ୍ର ଧରି ପାଣି ଟ୍ୟାଙ୍କର ପାଖରେ ଲମ୍ବା ଧାଡି କରି ଛିଡା ହୋଇଥିଲେ। ଆଉ ଏହାକୁ ନେଇ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ପୋଲିସ-ନକ୍ସଲ ଗୁଳି ବିନିମୟ, ଜଣେ ନକ୍ସଲଙ୍କ ଜୀବନ ଗଲା

ରାୟପୁର,୨୧ା୪: ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁରର କେଶକୁଟଲ ଅଞ୍ଚଳରେ ପୋଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏକ ଏନ୍‌କାଉଣ୍ଟର ସାମ୍ନାକୁ ଆସିଛି। ଏନ୍‌କାଉଣ୍ଟରରେ ପୋଲିସ ଜଣେ ନକ୍ସଲଙ୍କୁ ହତ୍ୟା କରିଛି। ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ଭୈରମଗଡ଼ ଥାନା ପରିସରରେ ଥିବା…

ମୋଦି ସରକାରଙ୍କ ନୂଆ ଆପରାଧିକ ଆଇନକୁ ସିଜେଆଇ ଚନ୍ଦ୍ରଚୂଡ଼ଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ସରକାର କାର୍ଯ୍ୟକାରୀ କରିଥିବା ନୂଆ ଆପରାଧିକ ଆଇନକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ପ୍ରଶଂସା କରିଛନ୍ତି। ଏହା ଆପରାଧିକ ନ୍ୟାୟ ଉପରେ ଭାରତର ନ୍ୟାୟିକ ଢାଞ୍ଚାକୁ ନୂତନ ଯୁଗ ଅନୁଯାୟୀ ବଦଳାଇଦେଇଥିବା ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ କହିଛନ୍ତି।…

ଭାଜପାକୁ ୬୦ କୋଟି ଦେଇଛନ୍ତି ସରଥ ରେଡ୍ଡୀ

ନୂଆଦିଲ୍ଲୀ,୨୧ା୪: ତଥାକଥିତ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାର ଅନ୍ୟତମ ଅଭିଯୁକ୍ତ ସରଥ ରେଡ୍ଡୀ ଭାଜପାକୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ୬୦ କୋଟି ଟଙ୍କା ଚାନ୍ଦା ଦେଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଶନିବାର ଅଭିଯୋଗ…

ଲଭ୍‌ ଜିହାଦ ପାଇଁ ଝିଅକୁ ମାରିଦେଲେ

ବେଙ୍ଗାଲୁରୁ,୨୧ା୪: ଏପ୍ରିଲ ୨୬ ଏବଂ ମେ’ ୭ରେ କର୍ନାଟକରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଜଣେ କର୍ପୋରେଟରଙ୍କ ଝିଅକୁ ହତ୍ୟା ଘଟଣାକୁ ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଦଳ ଭାଜପା ମଧ୍ୟରେ ବିବାଦ ତୀବ୍ର ରୂପ ଧାରଣ କରିଛି।…

ଶାହାଙ୍କ ସମ୍ପତ୍ତି ୩୬ କୋଟି, ହେଲେ କୌଣସି କାର୍‌ ନାହିଁ

ଗାନ୍ଧୀନଗର, ୨୧।୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ଆସନରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶାହା ଦାଖଲ କରିଥିବା ସତ୍ୟପାଠ ଅନୁଯାୟୀ ତାଙ୍କର ସମୁଦାୟ ୩୬ କୋଟି ଟଙ୍କାର ସମ୍ପତ୍ତି ରହିଛି। ଶାହାଙ୍କର ୨୦…

ନିର୍ବାଚନର ଗୋଟିଏ ଦିନ ପରେ ଭାଜପା ପ୍ରାର୍ଥୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ ସର୍ଭେଶ ସିଂ, ଯିଏ ପାଞ୍ଚଥର ବିଧାୟକ ଏବଂ ଗୋଟିଏ ଥର ଏମପି ଥିଲେ ତାଙ୍କର…

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ଏହି ପ୍ରସଙ୍ଗ କଂଗ୍ରେସ ନେତାଙ୍କ ଏକ ଭିଡିଓ ସହିତ ଜଡ଼ିତ।…

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପା ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ଡାଏଟ୍‌ ଚାର୍ଟକୁ ନେଇ ଲଗାତର ଟାର୍ଗେଟ କରୁଥିବା ବେଳେ…

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ ପ୍ରଭାରୀ ତାଜିନ୍ଦର ସିଂହ ବିଟ୍ଟୁ। ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତେବେ…

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି ଘରେ ଝାଞ୍ଜିପବନରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଏହାକୁ ଧ୍ୟାନରେ ରଖି ମାର୍କେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?