‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’
ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ ଦେଖାଯାଉଛି। ଯେମିତି ସେ ଆମେଠି ଛାଡ଼ିଛନ୍ତି, ସେମିତି ସେ ଓ୍ବାୟନାଡ ଛାଡ଼ିବେ। ତେବେ ରାଜକୁମାର…
କଂଗ୍ରେସକୁ ବଡ଼ ଝଟ୍କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ
ସିମ୍ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି। ତେବେ ନିଜର ଇସ୍ତଫାପତ୍ର…
ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ
ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ରିପୋର୍ଟ ଅନୁଯାୟୀ, ମସ୍କଙ୍କ ଗସ୍ତ ସ୍ଥଗିତ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…
ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…
ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ କରି କେନ୍ଦ୍ର ଗସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବୟାନ ଦେଇଛନ୍ତି। ଅମିତ…
‘୪୦୦ ପାର୍ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା
ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ ଏହି ଆସନରେ ଭାଜପା ମଧ୍ୟରେ ଚାଲିଥିବା ଲଢେଇ କୌଣସି ହ୍ରାସର ସଙ୍କେତ ଦେଉନାହିଁ। ଭାଜପା…
ଇନ୍ଷ୍ଟାଗ୍ରାମ ରିଲ୍ କରିବା କାଳ ହେଲା
ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍ଷ୍ଟାଗ୍ରାମ ରିଲ୍କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍ କୁମାର ନାମକ ଏହି ଯୁବକ ସ୍କୁଲ୍ ଛାତରେ ଥିବା ପତାକା ସ୍ତମ୍ଭରୁ ମୁଣ୍ଡ ତଳକୁ କରି ଝୁଲୁଥିବାବେଳେ…
ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ
ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ତେବେ ନିଜ ମାତୃଭାଷା କନ୍ନଡରେ କଥା ହେଉଥିବାରୁ ଦୃର୍ବୃତ୍ତମାନେ ଉତ୍ତେଜିତ ହୋଇ…
୧୦୨ ଆସନରେ ୬୦% ମତଦାନ
ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା ମତଦାନ ହାର ୬୦.୦୩ ପ୍ରତିଶତ ରହିଥିବାବେଳେ ତାହା ଅଧିକ ବଢ଼ିପାରେ ବୋଲି ନିର୍ବାଚନ କମିଶନ…
‘ଦୂରଦର୍ଶନର ଗୈରିକୀକରଣ’
ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍ ଚ୍ୟାନେଲ୍ ‘ଡିଡି ନ୍ୟୁଜ୍’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍ଦାର ପ୍ରତିକ୍ରିୟା ପ୍ରକାଶ ପାଇଛି। ପୂର୍ବରୁ ଥିବା ଲାଲ୍ ରଙ୍ଗର ଲୋଗୋକୁ ବଦଳାଯାଇ ମଙ୍ଗଳବାର ଦୂରଦର୍ଶନ ଗୈରିକ ରଙ୍ଗର…
ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍ପି
ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିଛି। ଏହି ତାଲିକାରେ ଦଳ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଂସଦୀୟ…
କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍! ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍ ଶାହରୁଖ ଖାନ୍। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜି ପ୍ରଚାର କରିଛନ୍ତି ଶାହାରୁଖ। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ…
‘ଭାଜପାର ପ୍ରଥମ ଦିନ ଫ୍ଲପ୍ ହୋଇଗଲା’
ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ ଫ୍ଲପ ହୋଇଗଲା ବୋଲି ସେ କହିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ‘ଇଣ୍ଡିଆ’…

