ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି
ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ…
ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି
ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ ସମ୍ବୋଧିତ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ଇଣ୍ଡିଆ ସହଯୋଗୀ ଦଳ ଉପରେ କଡ଼ା…
ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର
ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ ପ୍ରବେଶ କରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ ୧୯ ଏପ୍ରିଲରୁ ଆରମ୍ଭ…
ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ
ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିରେ…
ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…
ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍ ହରି କୁମାର ସେହିଦିନ ଅବସର ନେବେ। ତାଙ୍କର…
ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ
ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ କରିବେ। ବର୍ତ୍ତମାନ ଭାଇସ-ଆଡମିରାଲ ତ୍ରିପାଠୀ ନୌସେନାର ଉପାଧ୍ୟକ୍ଷ ଅଟନ୍ତି। ଏହାପୂର୍ବରୁ ସେ ଫ୍ଲାଗ ଅଫିସର…
ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ
ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ୧.୪୪ କୋଟିରୁ ଅଧିକ ଭୋଟର ପ୍ରଥମ ପର୍ଯ୍ୟାୟରେ ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ବେହେରା-ତାଣ୍ଡେରା…
୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ
ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଟି…
ଇଭିଏମ୍ ମକ୍ ପୋଲ୍: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ
ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ (ଭିଭିପିଏଟି) ସ୍ଲିପ୍ଗୁଡ଼ିକର ସମ୍ପୂର୍ଣ୍ଣ ଯାଞ୍ଚ କରିବା ପାଇଁ ହୋଇଥିବା ଆବେଦନ ଉପରେ ସର୍ବୋଚ୍ଚ ଅଦାଲତ…
ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ
ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ସର୍ବାନନ୍ଦ ସୋନୋଓ୍ବାଲ, ଭୂପେନ୍ଦ୍ର ଯାଦବ, ତ୍ରିପୁରାର…
ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା
କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ ଘଟିଲା, ସେଥିପାଇଁ ଭାଜପା ଦ୍ୱାରା ପୂର୍ବରୁ ଯୋଜନା ପ୍ରସ୍ତୁତ ହୋଇଥିଲା ବୋଲି ମମତା କହିଛନ୍ତି।…
ଏପ୍ରିଲ ୨୨ରୁ ସ୍କୁଲ ଛୁଟି
କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ବିଦ୍ୟାଳୟ ଶିକ୍ଷା ବିଭାଗ ଗୁରୁବାର (ଏପ୍ରିଲ ୧୮) ଦ୍ୱାରା ଜାରି କରାଯାଇଥିବା…

