ଜାତୀୟ

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି ବମ୍ବେ ହାଇକୋର୍ଟ କହିଛନ୍ତି। ଇଡି ଜଣେ ବ୍ୟକ୍ତିଙ୍କୁ ବିଳମ୍ବିତ ରାତି ଯାଏ ଜେରା କରିବା…

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି। ଏହାରି ଭିତରେ ଗୁଜୁରାଟ ପାଇଁ ଆପ୍‌ର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଏହି…

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ କୋର୍ଟରୁ…

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ । ଆଦିତ୍ୟ ଶ୍ରୀବାସ୍ତବ ଏଥର ଟପ୍ପର ହୋଇଛନ୍ତି। ଅନିମେଶ ପ୍ରଧାନ ଦ୍ୱିତୀୟ ସ୍ଥାନ ପାଇଥିବା ବେଳେ…

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟ ଆଜି ମଧ୍ୟ ବାବା ରାମଦେବଙ୍କୁ କ୍ଷମା କରିବାକୁ ମନା…

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ମୋଦି ପୁର୍ନିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ଗୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ…

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ମହାରାଷ୍ଟ୍ର, ପଞ୍ଜାବ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ହେଉଛି…

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି ସ୍ଥିତିରେ ଘରୋଇ ବିମାନ ଓ ହେଲିକପ୍ଟର ଚାହିଦା ୪୦ ପ୍ରତିଶତ ବଢ଼ିଯାଇଛି। ଫଳରେ ଏହାର…

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ କହିଛନ୍ତି ଯେ ଆପଣଙ୍କର ବହୁତ ସମ୍ମାନ ରହିଛି। ଆପଣ…

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ ଟଙ୍କା, ତେବେ ଆପଣ ସେହି ଅଣ୍ଡା କିଣିବାକୁ ଏବଂ ଖାଇବାକୁ ଚାହୁଁଛନ୍ତି କି? ଜମ୍ମୁ-କଶ୍ମୀରର…

ମୋଦିଙ୍କ ବିରୋଧରେ ଲଢିବେ ମୁସଲମାନ ପ୍ରାର୍ଥୀ

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଆଉ ୧୧ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ମାୟାବତୀ ମୈନପୁରୀ ଲୋକ ସଭା ଟିକେଟ ବଦଳାଇ ଶିବ ପ୍ରସାଦ ଯାଦବଙ୍କୁ ଦେଇଛନ୍ତି। ଏହା ସହିତ ବାରଣାସୀରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ…

ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା: ନଦୀରେ ବୁଡିଲା ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା

ଶ୍ରୀନଗର,୧୬।୪: ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା ଘଟିଛି। ଯାତ୍ରୀ ଏବଂ ସ୍କୁଲ ପିଲାଙ୍କୁ ନେଇଯାଉଥିବା ଏକ ଡଙ୍ଗା ଶ୍ରୀନଗରର ବଟୱାରର ଝେଲମରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ୪ ଜଣ ପ୍ରାଣ ହରାଇଥିବା ବେଳେ ତିନି ପିଲା ନିଖୋଜ ଅଛନ୍ତି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?