ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ
ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ବିଭିନ୍ନ ଦାବିକୁ ନେଇ ସେ ଏହି ପ୍ରଦର୍ଶନ କରୁଛନ୍ତି। ତେବେ…
NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ
ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା, ଗୁପ୍ତ ବୈଠକ ଏବଂ ରାଜନୈତିକ ସଙ୍କେତ ରାଜ୍ୟର ରାଜନୈତିକ ପାଣିପାଗକୁ ବଦଳାଇବାରେ ଲାଗିଛି।…
୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ
ପାଟନ୍,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍ ପେଟ୍ରୋଲ ଢାଳି ଜିଅନ୍ତା ଜାଳିଦେଇଛନ୍ତି। ଧାର ଟଙ୍କା ଫେରସ୍ତ କରିବାକୁ ପିଙ୍କିବେନ ମାସକ ପରେ ଆଉ…
ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..
ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର । ଯଦି ଆପଣ ଜଣେ ଛାତ୍ର, ଭଡାଟିଆ ଆପାର୍ଟମେଣ୍ଟରେ ରହୁଛନ୍ତି, କିମ୍ବା ଏକ ଛୋଟ…
ଆସିଲା ବଡ଼ ଖବର, ଏଟିଏମ୍ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି ଆରମ୍ଭ ହୋଇଛି ଏବଂ ଏହା ଆପଣଙ୍କ ATM ଉପରେ କିପରି ପ୍ରଭାବ ପକାଇବ…
ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ
ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା ପାଇଁ ସତର୍କତା ବଢ଼ାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ…
ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର
ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ କରିଛି। ଘଟଣା ସମ୍ପର୍କରେ ସ୍ପଷ୍ଟୀକରଣ ମାଗିବା ପାଇଁ ଭାରତ ସରକାର ଦିଲ୍ଲୀରେ…
ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ
ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା କରାଯାଉଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି । ଭାଇରାଲ ଭିଡିଓରେ, ଜଣେ ପୁରୋହିତ…
ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ
ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି, ଭାରତର ଏକ ଦୃଢ଼ ଶାନ୍ତି ରକ୍ଷା ରେକର୍ଡ ଅଛି। ବିକାଶ ପାଇଁ…
ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ
ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ ପ୍ରକାଶ ପାଇଛି, ଯାହା ପ୍ରକାଶ କରିଛି ଯେ ତାଙ୍କର କୌଣସି ଘର କିମ୍ବା…
ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ
ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩ ତାରିଖରେ ଜିଲାର ଭାଲେସା ଅଞ୍ଚଳରେ କ୍ରିକେଟ ଖେଳିବା ସମୟରେ ତାଙ୍କର ମୃତ୍ୟୁ ହୋଇଛି…
ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା
ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା । କିନ୍ତୁ ତଦନ୍ତ ଆଗକୁ ବଢ଼ିବା ସହିତ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଥିଲା।…

