ଜାତୀୟ

ଡମ୍ବରୁ ବଜାଇଲେ ମୋଦି: କଂଗ୍ରେସକୁ କଲେ ଟାର୍ଗେଟ୍‌

ଡେରାଡୁନ୍‌,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡରେ ପହଞ୍ଚିଛନ୍ତି। ଆଜି ସେ ଋଷିକେଶର ଆଇଡିପିଏଲ୍‌ ସ୍ପୋର୍ଟସ ଗ୍ରାଉଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ…

ଏହି ବ୍ୟକ୍ତିଗତ କାମ କରିଦେବାକୁ କାର୍ଯ୍ୟକର୍ତ୍ତାଙ୍କୁ ଅନୁରୋଧ କଲେ ମୋଦି

ଡେରାଡୁନ୍‌,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିତୀୟ ଥର ପାଇଁ ଉତ୍ତରଖଣ୍ଡରେ ପହଞ୍ଚିଛନ୍ତି। ଆଜି ସେ ଋଷିକେଶର ଆଇଡିପିଏଲ୍‌ ସ୍ପୋର୍ଟସ ଗ୍ରାଉଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଏହି…

ନିର୍ବାଚନୀ ଖର୍ଚ୍ଚ ପାଇଁ ସ୍ଵିସ୍ ବ୍ୟାଙ୍କ୍ରୁ ୬୦ କୋଟି ଟଙ୍କା ଉଠାଇଥିଲେ ଇନ୍ଦିରା ଗାନ୍ଧୀ!

ନୂଆଦିଲ୍ଲୀ,୧୧।୪: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ନିର୍ବାଚନ ଖର୍ଚ୍ଚ ପାଇଁ ସ୍ୱିଜରଲ୍ୟାଣ୍ଡ ବ୍ୟାଙ୍କରୁ ୬୦ କୋଟି ଟଙ୍କା ପ୍ରତ୍ୟାହାର କରିଥିବା ଜଣାଯାଇଛି। ସେତେବେଳେ ଏହି ବିଷୟକୁ ନେଇ ରାଜନୈତିକ ମାହୋଲ ବହୁତ ସରଗରମ ହୋଇଥିଲା। ସ୍ୱିଜରଲ୍ୟାଣ୍ଡ ସଂସଦରେ ମଧ୍ୟ ଏହି ପ୍ରସଙ୍ଗ…

ଏହି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ନୂଆଦିଲ୍ଲୀ,୧୧।୪: ଭାଜପା ଗୁରୁବାର ୧୧ତମ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମାତ୍ର ଜଣଙ୍କର ନାଁ ରହିଛି। ଉତ୍ତରପ୍ରଦେଶର ଭଦୋହି ଆସନରୁ ଭାଜପା ଏହି ପ୍ରାର୍ଥୀ ଘୋଷଣା କରିଛି। ଡକ୍ଟର ବିନୋଦ କୁମାର ବିନ୍ଦ ଭଦୋହିରୁ ପ୍ରାର୍ଥୀ ହୋଇଛନ୍ତି। ବିନ୍ଦ…

ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ଗେଜେଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର,୧୧।୪: ଲୋକ ସଭା ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବ। ଲୋକ ସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୯୪ ସଂସଦୀୟ କ୍ଷେତ୍ର ପାଇଁ ଶୁକ୍ରବାର…

ମୋଦି କ୍ଷମତାରେ ଥିବା ପର୍ଯ୍ୟନ୍ତ ଗୋଟିଏ ଇଞ୍ଚ ଯାଗା କାହାକୁ ଦେବେନି: ରାଜନାଥ ସିଂ

ନୂଆଦିଲ୍ଲୀ,୧୧।୪: ଦେଶରେ ଏବେ ନିର୍ବାଚନୀ ମାହୋଲ ରହିଛି। ଏସବୁ ଭିତରେ ପଡୋଶୀ ଦେଶ ଚାଇନା ଏବଂ ପାକିସ୍ତାନକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କଡ଼ା ଜବାବ ଦେଇଛନ୍ତି। ଚାଇନାକୁ ଏକ ଦୃଢ ବାର୍ତ୍ତା ଦେଇ ସେ କହିଛନ୍ତି, ଯେଉଁମାନେ ଭାରତ ଉପରେ…

ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ବିଏସ୍‌ପି ମୁଖ୍ୟ ମାୟାବତୀଙ୍କୁ ବଡ଼ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶ ବିଜନୋରର ଏମ୍‌ପି ମାଲୁକ ନାଗର ବିଏସ୍‌ପିରୁ ଇସ୍ତଫା ଦେଇଛନ୍ତି। ଏହାପରେ ସେ ଆର୍‌ଏଲ୍‌ଡିରେ ଯୋଗ ଦେଇଛନ୍ତି। ଆର୍‌ଏଲ୍‌ଡିରେ ସାମିଲ ହେବା ପରେ ମାଲୁକ…

କେଜରିଓ୍ବାଲଙ୍କ ଗିରଫ ପରେ ସଙ୍କଟରେ ଏଏପି, ୧୦ରୁ ୭ ଏମପି ନିଖୋଜ

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦମୀ ପାର୍ଟିକୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ପାର୍ଟିକୁ ସବୁଠାରୁ ଅଡ଼ୁଆରେ ପକାଇଛି ଦଳ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏହି ସମୟରେ ଦିଲ୍ଲୀ କ୍ୟାବିନେଟରେ ମନ୍ତ୍ରୀ ଥିବା ରାଜ…

ଭାଜପାର ନିର୍ବାଚନୀ ଇସ୍ତାହାର ଜାରି: ଦେଲେ ପୁଳାପୁଳା ପ୍ରତିଶ୍ରୁତି

ଗ୍ୟାଙ୍ଗଟକ୍‌,୧୧।୪: ସିକ୍କିମ ବିଧାନସଭା ନିର୍ବାଚନ ପାଇଁ ଭାଜପା ଗୁରୁବାର ନିଜର ଇସ୍ତାହାର ଜାରି କରିଛି। ଦଳର ସଭାପତି ଜେପି ନଡା ସିକ୍କିମର ରାଜଧାନୀ ଗ୍ୟାଙ୍ଗଟକ୍‌ରେ ଦଳର ଇସ୍ତାହାର ପ୍ରକାଶ କରିଛନ୍ତି। ନଡା କହିଛନ୍ତି,ପ୍ରଧାନମନ୍ତ୍ରୀ ଉତ୍ତର ପୂର୍ବର ବିକାଶ ପାଇଁ ନିରନ୍ତର କାର୍ଯ୍ୟ…

ପୁଲଓ୍ବାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୧୧।୪: ଜମ୍ମୁ-କଶ୍ମୀରର ପୁଲୱାମାରେ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲୱାମାରେ ଆଜି ଭୋରୁ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷ ମଧ୍ୟରେ ଆଖି ବୁଜା ଗୁଳି ଚାଳନା ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଦ୍ୱାରା ସଫା…

ଭାଜପାର ଲୋକପ୍ରିୟତା ବଢିଛି ନା କମିଛି, ଜାଣନ୍ତୁ କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ଆଉ କିଛି ଦିନ ବାକି ଅଛି। ଏପ୍ରିଲ ୧୯ରେ ଭୋଟ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ପ୍ରସିଦ୍ଧ ପତ୍ରିକା ନ୍ୟୁଜୱିକ୍‌କୁ ଏକ ସାକ୍ଷାତକାର…

ଓଲଟିଲା ସ୍କୁଲ ବସ୍‌: ୬ ଶିଶୁ ମୃତ, ୧୫ ଆହତ

ଚଣ୍ଡିଗଡ,୧୧।୪: ହରିୟାଣାର ମହେନ୍ଦ୍ରଗଡରେ ଏକ ଘରୋଇ ସ୍କୁଲ ବସ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୬ ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଶିଶୁ ଆହତ ହୋଇଛନ୍ତି। ଆହତମାନଙ୍କୁ ତୁରନ୍ତ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ପାଇବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?