ଜାତୀୟ

ରାହୁଲଙ୍କ ନାଇଟ ଆଉଟ, ଜଙ୍ଗଲରେ କଲେ ଡିନର

ଉମରିୟା,୯।୪: ହେଲିକପ୍ଟର ଇନ୍ଧନ ସରିଯିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଶାହଡୋଲରେ ରାତି କଟାଇବାକୁ ପଡିଥିଲା। ରାତିରେ ସେ ଜଙ୍ଗଲର ଏକ ଢାବାକୁ ଯାଇ ରାତ୍ରୀ ଭୋଜନ କରିଥିଲେ। ତା’ପରେ ସକାଳ ପାଞ୍ଚଟା ବେଳେ ଉମରିଆ ଏୟାରଷ୍ଟ୍ରିପରୁ ଦିଲ୍ଲୀ ଅଭିମୁଖେ ଯାତ୍ରା…

ରାମଙ୍କ ନାମରେ ମାଗୁଛନ୍ତି ଭୋଟ, ଅରୁଣ ଗୋଭିଲଙ୍କୁ ଟାର୍ଗେଟ କଲେ ନେହା

ମେରଠ,୯।୪: ପ୍ରସିଦ୍ଧ ରାମାୟଣ ସିରିୟଲରେ ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ତଥା ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ ଆମେଠିରୁ ଭାଜପା ପ୍ରାର୍ଥୀ ହୋଇଥିବା ଅରୁଣ ଗୋଭିଲଙ୍କୁ ଟାର୍ଗେଟ କରିଛନ୍ତି ନେହା ସିଂହ ରାଠୋର। ସେ କହିଛନ୍ତି କି ଅରୁଣ…

ଆମେଠିରୁ ନିର୍ବାଚନ ଲଢିବେ ରବର୍ଟ ଭଦ୍ରା? ଦେଲେ ଆଉ ଏକ ହିଣ୍ଟ

ନୂଆଦିଲ୍ଲୀ,୯।୪: ନେତାଠାରୁ ଜନତା ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ସମସ୍ତଙ୍କ ମଧ୍ୟରେ ଉତ୍ସାହ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଉତ୍ତରପ୍ରଦେଶର ଆମେଠି ଆସନରେ କଂଗ୍ରେସ ଏପର୍ଯ୍ୟନ୍ତ ଏହାର କାର୍ଡ ପ୍ରକାଶ କରିନାହିଁ। ଏହି ସମୟରେ, ଆମେଠିରୁ ସୋନିଆ ଗାନ୍ଧୀଙ୍କ ଜ୍ୱାଇଁ…

ପାକିସ୍ତାନରୁ ନିର୍ବାଚନ ଲଢନ୍ତୁ ରାହୁଲ-ପ୍ରିୟଙ୍କା, ଉପଦେଶ ଦେଲେ ପ୍ରମୋଦ କ୍ରିଷ୍ଣମ

ନୂଆଦିଲ୍ଲୀ,୯।୪: ଲୋକ ସଭା ନିର୍ବାଚନକୁ ନେଇ ଏବେ ସାରା ଦେଶରେ ରାଜନୈତିକ ବାତାବରଣ ଖୁବ ଉଷ୍ମ ରହିଛି। ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରିୟଙ୍କା ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ ଉପରେ କଳକି ଧାମର ପୀଠାଧିଶ୍ୱର ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ…

ମଣିପୁରର ସ୍ଥିତିକୁ ନେଇ ମୋଦିଙ୍କୁ ଜବାବ ଦେଳେ ଜୟରାମ, କହିଲେ ଅପମାନଜନକ

ନୂଆଦିଲ୍ଲୀ,୯।୪: ସୋମବାର ଏପ୍ରିଲ ୮ ମଣିପୁରରେ ପରିସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତବ୍ୟ ଉପରେ କଂଗ୍ରେସ ଅଭିଯୋଗ କରିଛି ଯେ ଉତ୍ତର-ପୂର୍ବ ରାଜ୍ୟରେ ହିଂସା ଭାରତୀୟ ଜନତା ପାର୍ଟି (ଭାଜପା) ର ବିଭାଜନ ତଥା ଧୃବିକରଣ ରାଜନୀତିର ଫଳାଫଳ। ଦଳର…

ନିର୍ବାଚନ ଲଢ଼ିପାରିବେ ଦିଲୀପ ରାୟ

ନୂଆଦିଲ୍ଲୀ,୯ା୪:କୋଇଲା ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦୋଷୀସାବ୍ୟସ୍ତ ରାୟ ଉପରେ ଦିଲ୍ଲୀ ହାଇକୋର୍ଟ ସୋମବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ସେ ୨୦୨୪ ନିର୍ବାଚନ ଲଢ଼ିପାରିବେ। ୧୯୯୯ରେ ଝାଡ଼ଖଣ୍ଡର କୋଇଲା ଖଣି ଆବଣ୍ଟନରେ ଅନିୟମିତତାକୁ ନେଇ ପୂର୍ବରୁ ଦିଲୀପ ଦୋଷୀସାବ୍ୟସ୍ତ…

ନିର୍ବାଚନ ପୂର୍ବରୁ କେତେଜଣ ଗିରଫ ହେବେ: ତାମିଲନାଡୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୯ା୪(ପି.ଟି.):ସାମାଜିକ ଗଣମାଧ୍ୟମରେ ଅଭିଯୋଗ ଆଣୁଥିବା ପ୍ରତ୍ୟେକଙ୍କୁ ଜେଲ ପଠାଇ ହେବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେଇଛନ୍ତି। ଏଥିସହ ୨୦୨୧ରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେଇଥିତ୍ବା ୟୁଟ୍ୟୁବର ଏ. ଦୁରାଇମୁରୁଗାନ ସତ୍ତାଇଙ୍କ ଜାମିନକୁ କାଏମ…

ସଶସ୍ତ୍ର ବଳ ପାଇଁ ମିଳିତ କାର୍ଯ୍ୟ ସଂସ୍କୃତି ଲୋଡ଼ା: ସିଡିଏସ୍‌

ନୂଆଦିଲ୍ଲୀ, ୯ା୪(ପି.ଟି.): ସଶସ୍ତ୍ର ବଳରେ ମିଳିତ କାର୍ଯ୍ୟ ସଂସ୍କୃତିର ବିକାଶ ପାଇଁ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଜେନେରାଲ ଅନିଲ ଚୌହାନ ସୋମବାର ଆହ୍ବାନ ଦେଇଛନ୍ତି। ରାଷ୍ଟ୍ରର ସମୂହ ଯୁଦ୍ଧ ଲଢ଼ିବା ସାମର୍ଥ୍ୟ ବଢ଼ାଉଥିବା ଢାଞ୍ଚା ସୃଷ୍ଟି ଦ୍ୱାରା ପ୍ରତି…

୪୧% ଆସନରେ ୩ ବା ତଦୂର୍ଦ୍ଧ୍ୱ ପ୍ରାର୍ଥୀଙ୍କ ନାଁରେ ଅପରାଧ ମାମଲା

ନୂଆଦିଲ୍ଲୀ,୯ା୪(ପି.ଟି.):ଆସନ୍ତା ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଥିବାବେଳେ ସେଥିରୁ ୪୨ ଆସନରେ ୩ କିମ୍ବା ତା’ଠାରୁ ଅଧିକ ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା ରହିଛି। ନିର୍ବାଚନ ଅଧିକାର ସଂସ୍ଥା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌…

ଧୂମପାନ କରୁଥିବା ଯୁବତୀଙ୍କୁ ଚାହିଁବାରୁ ହତ୍ୟାକାଣ୍ଡ

ନାଗପୁର,୯ା୪: ମହାରାଷ୍ଟ୍ରର ନାଗପୁର ଅଞ୍ଚଳରେ ଧୂମପାନ କରୁଥିବା ୨ ଯୁବତୀଙ୍କୁ ଚାହିଁବାରୁ ଜଣେ ୨୮ ବର୍ଷୀୟ ଯୁବକଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ଶନିବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି। ଖବର ଅନୁଯାୟୀ ଜୟଶ୍ରୀ ପଞ୍ଝାଡ଼େ ଏବଂ ତାଙ୍କ ବାନ୍ଧବୀ ସାବିତ୍ର…

ପୂରଣ ହେବନି ମୋଦିଙ୍କ ସ୍ବପ୍ନ: ସ୍ଲୋଗାନ୍‌ରେ ରହିଯିବ ‘ଅବ୍‌ କି ବାର୍‌ ୪୦୦ ପାର୍‌’

ଭୁବନେଶ୍ୱର,୯ା୪(ଅନିଲ ଦାସ):ଚଳିତ ନିର୍ବାଚନରେ ଏନ୍‌ଡିଏ ୪୦୦ ସିଟ୍‌ ପାଇବା ନେଇ ଯେଉଁ ସ୍ଲୋଗାନ ଦେଉଛି ତାହା ସମ୍ଭବ ହେବ ନାହିଁ। ସେହିପରି ଭାଜପା ୩୭୦ ଆସନ ଛୁଇଁ ନ ପାରେ ବୋଲି ରାଜନୀତି ରଣନୀତିକାର ପ୍ରଶାନ୍ତ କିଶୋର ଆକଳନ କରିଛନ୍ତି। ଭାଜପା…

ଇସି ଅଫିସ ବାହାରେ ଟିଏମ୍‌ସି ନେତାଙ୍କ ଧାରଣା

ନୂଆଦିଲ୍ଲୀ,୯ା୪(ପି.ଟି.): ସିବିଆଇ, ଏନ୍‌ଆଇଏ, ଇଡି ଏବଂ ଆୟକର ବିଭାଗ ମୁଖ୍ୟମାନଙ୍କୁ ବଦଳାଇବା ଦାବିରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତାମାନେ ନିର୍ବାଚନ କମିଶନ (ଇସି)ଙ୍କ କାର୍ଯ୍ୟାଳୟ ବାହାରେ ଧାରଣା ଦେଇଥିବାବେଳେ ପୋଲିସ ସେମାନଙ୍କୁ ଅଟକ ରଖିଛି। ଟିଏମ୍‌ସିର ୧୦ ଜଣିଆ ପ୍ରତିନିଧି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?