ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ
ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ ଲଢ଼ିବା ପାଇଁ ରାଜ୍ୟର ପୂର୍ବତନ ଗୃହମନ୍ତ୍ରୀ ତଥା ଭାଜପା ନେତା ନରୋତ୍ତମ ମିଶ୍ରାଙ୍କୁ…
ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା
ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ ପରିବହନ କରୁଥିବା ୧୮ଟି ବାଣିଜ୍ୟ ଜାହାଜକୁ ସୁରକ୍ଷିତ ଭାବରେ ଯୁଦ୍ଧଗ୍ରସ୍ତ ଅଞ୍ଚଳରୁ ବାହାରକୁ…
ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ
ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି। ଏହା ସହିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରି ଭାରତୀୟ ନୌବାହିନୀରେ ବିଧିବଦ୍ଧ ଭାବେ ସାମିଲ…
ବୁଡ଼ିଗଲା ବୋଟ୍, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ
ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍ ଦ୍ୱୀପ ନିକଟରେ ଏକ ସ୍ପିଡ୍ ବୋଟ୍ ବୁଡ଼ିଯିବାରୁ ଅତି କମ୍ରେ ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ…
ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ
ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି। ଯଦିଓ ପ୍ରଧାନମନ୍ତ୍ରୀ ଭାବରେ ଏହା ମୋର ପ୍ରଥମ ନ୍ୟୁଜିଲାଣ୍ଡ ଗସ୍ତ ଥିଲା, କିନ୍ତୁ…
TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ
କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି। ସୂତ୍ର ଅନୁଯାୟୀ, ଏହି ପ୍ରସଙ୍ଗରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଶେଷ ହୋଇଛି…
ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…
ମେଲ୍ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍ବୋର୍ନର ଏକ ହୋଟେଲରେ ଜଣେ ଅତି ଦକ୍ଷିଣପନ୍ଥୀ ଆପ୍ରବାସନ ବିରୋଧୀ ବିକ୍ଷୋଭକାରୀ ତାଙ୍କ ବିରୋଧରେ ଅଶ୍ଳୀଳ ଭାଷାରେ ସ୍ଲୋଗାନ ଦେଇଥିଲେ…
ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?
ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ ସମର୍ଥତ୍ତ ଭୂତତ୍ତ୍ୱବିଦ୍ମାନେ ସତର୍କ କରାଇଛନ୍ତି। ଉକ୍ତ ଡ୍ୟାମ୍ ଏକ ସକ୍ରିୟ ଫଲ୍ଟଲାଇନ୍ ଉପରେ…
ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି
ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି। ଦାବି କରାଯାଉଛି ଯେ ଏହି ଅଭିଯାନ ଉଦ୍ଧବ ଠାକରେଙ୍କ…
ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଏବଂ ଜଷ୍ଟିସ…
କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?
ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି ଯାତ୍ରାର ଶେଷ ପର୍ଯ୍ୟାୟରେ ନ୍ୟୁଜିଲ୍ୟାଣ୍ଡରେ ପହଞ୍ଚିଛନ୍ତି। ନିଜର ବିଦେଶ ଗସ୍ତ ସମୟରେ ପିଏମ…
ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ
ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା ପାଇଁ ସଂଘର୍ଷ କରୁଥିବା ଲୋକଙ୍କର ଆୟ ହ୍ରାସ ପାଉଛି। ‘ଆଡେଲଫି ଗ୍ଲୋବାଲ’ ସଂସ୍ଥା…

