ଜାତୀୟ

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପା ସହ ହାତ ମିଶାଇଲେ ବିଧାୟକ ଦଳର ନେତା

ଇଟାନଗର,୫।୩: ଉତ୍ତର ପୂର୍ବର ଅରୁଣାଚଳ ପ୍ରଦେଶରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। କାରଣ କଂଗ୍ରେସ ବିଧାୟକ ଦଳର ନେତା ଲୋମ୍ବୋ ତାୟେଙ୍ଗେ ଭାଜପାରେ ଯୋଗ ଦେଇଛନ୍ତି। ଏହାପୂର୍ବରୁ ଗତ ସପ୍ତାହରେ କଂଗ୍ରେସର ୨ ଜଣ ବିଧାୟକ ଏବଂ ଏନସିପିର ୨…

୪୭ ବର୍ଷର ପରମ୍ପରା ଭାଙ୍ଗିଲେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୫।୩: ନିକଟରେ ଭାଜପା ସହ ମିଳିତ ମେଣ୍ଟରେ ଯୋଗ ଦେଇଥିବା ରାଷ୍ଟ୍ରୀୟ ଲୋକ ଦଳ ମଧ୍ୟ ଦୁଇଟି ଲୋକ ସଭା ଏବଂ ଗୋଟିଏ ବିଧାନ ପରିଷଦ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ମାଧ୍ୟମରେ ଆରଏଲଡି ନିଜର…

ଭାରତୀୟ ଆଣବିକ କାର୍ଯ୍ୟକ୍ରମରେ ବଡ଼ ସଫଳତା

ଚେନ୍ନାଇ,୫।୩: ତାମିଲନାଡୁର କଳ୍ପକମ୍‌ଠାରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରୋଟୋଟାଇପ୍‌ ଫାଷ୍ଟ ବ୍ରିଡିଂ ରିଆକ୍ଟର (ପିଏଫ୍‌ବିଆର୍‌) ସୋମବାର ବଡ଼ ସଫଳତା ହାସଲ କରିଛି। ବିଦ୍ୟୁତ୍‌ ଉତ୍ପାଦନ ଲାଗି ଏକ ପ୍ରମୁଖ ପ୍ରକ୍ରିୟା ସ୍ବରୂପ ପିଏଫ୍‌ବିଆର୍‌ରେ ‘କୋର୍‌ ଲୋଡ଼ିଂ’ ଆରମ୍ଭ ହୋଇଛି, ଯାହା ଏକ…

ପଓ୍ବନ୍‌ଙ୍କ ପରେ ନିର୍ବାଚନରୁ ଓହରିଲେ ଭାଜପା ବାରବାଙ୍କୀ ପ୍ରାର୍ଥୀ

ନୂଆଦିଲ୍ଲୀ,୫।୩: ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ଓହରିଲେଣି। ପଶ୍ଚିମବଙ୍ଗର ଆସାନସୋଲ୍‌ ଆସନରୁ ପ୍ରାର୍ଥୀ ହୋଇଥିବା ଭୋଜପୁରୀ ଅଭିନେତା ତଥା ଗାୟକ ପଓ୍ବନ ସିଂ ଭୋଟ ଲଢ଼ିବା…

ମାଳଦ୍ୱୀପ ନିକଟରେ ନୌସେନା ଘାଟି ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ,୫।୩: ଚାଇନା ସପକ୍ଷବାଦୀ ମହମ୍ମଦ ମୁଇଜୁ ମାଳଦ୍ୱୀପ ରାଷ୍ଟ୍ରପତି ଭାବେ କ୍ଷମତାକୁ ଆସିବା ପରେ ଭାରତ ସହ ଏହାର ସମ୍ପର୍କ ତିକ୍ତ ହେବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମାଳଦ୍ୱୀପ ନିକଟବର୍ତ୍ତୀ ଭାରତର ଦକ୍ଷିଣ-ପଶ୍ଚିମ ଉପକୂଳରେ ଏକ ନୂତନ ନୌସେନା ଘାଟି ନିର୍ମାଣ…

ଇଲେକ୍ଟୋରାଲ ବଣ୍ଡ୍‌ ତଥ୍ୟ ଦେବାକୁ ସମୟ ମାଗିଲା ଏସ୍‌ବିଆଇ

ନୂଆଦିଲ୍ଲୀ,୪।୩ : ଇଲେକ୍ଟ୍ରୋରାଲ ବଣ୍ଡ୍‌ଗୁଡ଼ିକର ସବିଶେଷ ତଥ୍ୟ ଦେବା ସମୟସମୀମା ଜୁନ୍‌ ୩୦ ପର୍ଯ୍ୟନ୍ତ ବଢ଼ାଇବାକୁ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ସୋମବାର ସୁପ୍ରିମକୋର୍ଟଙ୍କୁ ନିବେଦନ କରିଛି। ଗତ ମାସରେ ସୁପ୍ରିମକୋର୍ଟ ତାଙ୍କ ରାୟରେ ଇଲେକ୍ଟୋରାଲ ବଣ୍ଡ୍‌କୁ ବେଆଇନ କହିବା…

ରାମେଶ୍ୱରମ୍‌ କାଫେ ବିସ୍ଫୋରଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ,୪।୩: ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ବେଙ୍ଗାଲୁରୁର ରାମେଶ୍ୱରମ୍‌ କାଫେ ବିସ୍ଫୋରଣର ତଦନ୍ତ ଦାୟିତ୍ୱ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଦିଆଯାଇଛି। ଗତ ୧ ତାରିଖରେ ବେଙ୍ଗାଲୁରୁ ହ୍ବାଇଟ୍‌ଫିଲ୍ଡ ଅଞ୍ଚଳରେ ଥିବା କାଫେରେ ଆଇଇଡି ବିସ୍ଫୋରଣ ଘଟି ୧୦ ଜଣ ଆହତ ହୋଇଥିଲେ।…

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବାକୁ ମନା କରି ଦେଇଛନ୍ତି। ପଶ୍ଚିମବଙ୍ଗର ଆସାନସୋଲ୍‌ ଆସନରୁ ପ୍ରାର୍ଥୀ ହୋଇଥିବା ଲୋକପ୍ରିୟ ଭୋଜପୁରୀ…

ରାଜ୍ୟ ସଭାରୁ ଇସ୍ତଫା ଦେଲେ ଭାଜପା ସଭାପତି ଜେପି ନଡ୍ଡା, ଲଢ଼ିପାରନ୍ତି ଲୋକସଭା ନିର୍ବାଚନ

ନୂଆଦିଲ୍ଲୀ,୪ା୩: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ୪ ମାର୍ଚ୍ଚରେ ରାଜ୍ୟ ସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ତାଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି। ଚର୍ଚ୍ଚା ହେଉଛି ଯେ, ଲୋକସଭା ନିର୍ବାଚନ…

Video: ରେଷ୍ଟୁରାଣ୍ଟରେ ମାଉଥ୍‌ ଫ୍ରେଶନର୍‌ ଖାଇ ରକ୍ତବାନ୍ତି କଲେ ୫ ସାଙ୍ଗ

ନୂଆଦିଲ୍ଲୀ,୪।୩: ମାଉଥ୍‌ ଫ୍ରେଶନର୍‌ ଖାଇବା ପରେ ପାଟିରୁ ବାହାରିଲା ରକ୍ତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗୁରୁଗ୍ରାମରେ। ଏକ କାଫେରେ ଖାଇବା ପରେ ମାଉଥ୍‌ ଫ୍ରେଶନର୍‌ ଖାଇବା ପରେ ସେମାନଙ୍କ ପାଟିରେ ଜଳିବା ଅନୁଭବ କରିଥିଲେ ୫ ସାଙ୍ଗ। ଖବର…

ଏଏପିକୁ ଝଟ୍‌କା, ୧୫ ଜୁନ ସୁଦ୍ଧା ଦଳୀୟ କାର୍ଯ୍ୟାଳୟ ଖାଲି କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୩: ସୁପ୍ରିମକୋର୍ଟ ଆମ ଆଦମୀ ପାର୍ଟି(ଏଏପି)କୁ ତାଙ୍କ କାର୍ଯ୍ୟାଳୟ ଖାଲି କରିବାକୁ କହିଛନ୍ତି। ତେବେ ନିର୍ବାଚନକୁ ଦୃଷ୍ଟିରେ ରଖି କୋର୍ଟ ଜୁନ୧୫ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି ବିରୋଧରେ ଏକ ଅଭିଯୋଗ କରାଯାଇଥିଲା ଯେ ରାଉଜ ଆଭେନ୍ୟୁ…

ଇସ୍ରୋ ମୁଖ୍ୟ ସୋମନାଥ କ୍ୟାନସରରେ ପୀଡିତ, ଆଦିତ୍ୟ ଏଲ-୧ ଲଞ୍ଚ ଦିନ ମିଳିଥିଲା ଖବର

ବେଙ୍ଗାଲୁରୁ,୪।୩: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ କର୍କଟ ରୋଗରେ ପୀଡିତ। ଏହା ସେ ଆଜି ନୁହେଁ ଭାରତର ଉଚ୍ଚାଭିଳାଷୀ ସୌର ମିଶନ ଆଦିତ୍ୟ ଏଲ -୧ ଲଞ୍ଚ ହେବା ଦିନ ଜାଣି ସାରିଥିଲେ, କିନ୍ତୁ ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri