ରିଲ୍ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର
ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର ରାମ ହୋଇଯାଇଥିଲେ। ତେବେ ସମସ୍ତଙ୍କ ପ୍ରିୟ ରାମଙ୍କୁ ଭାଜପା ଚଳିତ ନିର୍ବାଚନ ପାଇଁ ଟିକେଟ୍…
ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ
ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର ନିଜ…
କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା
ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଦେଇଥିବା ମନ୍ତବ୍ୟ ଉପରେ ଅଭିନେତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ମଣ୍ଡିର ଭଉଣୀ…
କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ
ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ ମିଳିଛି। ଘଟଣା ହେଲା କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ଏହି ବିଜ୍ଞପ୍ତି ଗ୍ରହଣ…
ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ
ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି ସୋରେନଙ୍କୁ ଟିକେଟ୍ ଦେଇଛି। ଅଞ୍ଜନି ଏଥର ଓଡ଼ିଶାର ମୟୂରଭଞ୍ଜ ସିଟ୍ରୁ ନିର୍ବାଚନ ଲଢିବେ। ଅଞ୍ଜନି…
ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ
ବାନ୍ଦା,୨୯।୩: ମାଫିଆ ମୁଖତାର୍ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ କହିଛନ୍ତି ଯେ ଜଣେ ପିଜିଆଇ ଲକ୍ଷ୍ନୌ , ୩ବାନ୍ଦା ଜିଲା ଡାକ୍ତରଖାନା ଏବଂ ଏକ…
ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍!
ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍ ଜୋର୍ରେ ଜାରି ରହିଛି। ତେବେ ରାଜନୀତିରେ ଦଳବଦଳ ପ୍ରଥା ନୂଆ ନୁହେଁ, କାହିଁ କେବେଠାରୁ ଏହି ପ୍ରଥା ଲାଗି ରହିଛି।…
ବିଧାୟକ ରାଜୁ ପାଲ ହତ୍ୟାକାଣ୍ଡର ସମସ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
ପ୍ରୟାଗରାଜ,୨୯।୩: ସିବିଆଇ କୋର୍ଟ ଶୁକ୍ରବାର ବହୁଜନ ସମାଜ ପାର୍ଟିର ବିଧାୟକ ରାଜୁ ପାଲଙ୍କ ହତ୍ୟା ମାମଲାରେ ସମସ୍ତ ୭ଜଣ ଅଭିଯୁକ୍ତଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମାମଲାରେ ସମୁଦାୟ ୯ଜଣ ଅଭିଯୁକ୍ତ ଥିଲେ ମଧ୍ୟ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ହତ୍ୟା କରାଯାଇଛି।…
ପିତା ହେଲେ ମାନ, ନବଜାତ ଶିଶୁର ନାମକରଣ କଲେ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୨୯।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଘରେ ମାର୍ଚ୍ଚ ୨୬ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭାଗବତ ମନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଈଶ୍ବର…
ବିହାରରେ ମହାମେଣ୍ଟର ସିଟ୍ ଫାଇନାଲ, ଆରଜେଡିକୁ ୨୬, କଂଗ୍ରେସକୁ ୯
ପାଟନା,,୨୯।୩: ବିହାରରେ ୪୦ଟି ଲୋକ ସଭା ଆସନ ବଣ୍ଟନ ନେଇ ଗ୍ରାଣ୍ଡ ଆଲାଇନ୍ସ ମଧ୍ୟରେ ଅନେକ ଦିନ ଧରି ବିବାଦ ଲାଗି ରହିଥିଲା। ବର୍ତ୍ତମାନ ଆରଜେଡି, କଂଗ୍ରେସ ଏବଂ ବାମପନ୍ଥୀ ଦଳ ମଧ୍ୟରେ ସିଟ ବାଣ୍ଟିବା ଶେଷ ହୋଇଛି। ଶୁକ୍ରବାର (୨୯…
ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ
ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର ଇଣ୍ଡିଆ-ଇଣ୍ଡିଆନ୍ ଏୟାରଲାଇନ୍ସ ମିଶ୍ରଣ ମାମଲାରେ ଯବନିକା ପକାଇଛି। ଏହି ଦୁଇ କମ୍ପାନୀର ମିଶ୍ରଣ ସମୟରେ…
ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା
ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ ଅବଧି ଏପ୍ରିଲ ୨ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ସୁନୀତା କେଜରିୱାଲ…

