ଜାତୀୟ

୯୬% ଭାରତୀୟ କମ୍ପାନୀ ସାଇବର ଆକ୍ରମଣ ମୁକାବିଲା ପାଇଁ ଅକ୍ଷମ

ନୂଆଦିଲ୍ଲୀ, ୨୯।୩:ଭାରତରେ ସାଇବର ଆକ୍ରମଣଜନିତ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି। ଏଭଳି ଆକ୍ରମଣର ମୁକାବିଲା ପାଇଁ ମାତ୍ର ୪ ପ୍ରତିଶତ ଭାରତୀୟ କମ୍ପାନୀ ସକ୍ଷମ। ଅର୍ଥାତ୍‌ ଅବଶିଷ୍ଟ ୯୬ ପ୍ରତିଶତ କମ୍ପାନୀ ସାଇବର ଆଟାକ୍‌କୁ ପ୍ରତିହତ କରିବାକୁ ସମର୍ଥ ନୁହନ୍ତି। ସିସ୍କୋର…

ବିପଦରେ ନ୍ୟାୟପାଳିକା

ନୂଆଦିଲ୍ଲୀ,୨୯ା୩(ପି.ଟି.):ଏକ ନ୍ୟସ୍ତସ୍ବାର୍ଥ ଗୋଷ୍ଠୀ ତୁଚ୍ଛ ବିତର୍କ ଏବଂ ମନ୍ଦ ରାଜନୈତିକ କାର୍ଯ୍ୟସୂଚୀ ଆଧାରରେ ନ୍ୟାୟପାଳିକା ଉପରେ ଚାପ ପକାଇବା ସହ ଅଦାଲତକୁ ବଦନାମ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ବରିଷ୍ଠ ଆଇନଜୀବୀ ହରିଶ ସାଲ୍‌ଭେ ଏବଂ ଭାରତର ବାର୍‌ କାଉନ୍‌ସିଲ…

ଭାରତରେ ନିଯୁକ୍ତିର ଉତ୍କଟ ସ୍ଥିତି, ବେରୋଜଗାରିର ୮୩% ଯୁବବର୍ଗ

ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍‌ଓ) ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହ୍ୟୁମାନ୍‌ ଡେଭେଲପ୍‌ମେଣ୍ଟ (ଆଇଏଚ୍‌ଡି)ର ଏକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ସଂଗଠନର ଇଣ୍ଡିଆ ଅନ୍‌ଏମ୍ପ୍ଲଏମେଣ୍ଟ ରିପୋର୍ଟ, ୨୦୨୪ ଅନୁଯାୟୀ ଦେଶର ବେରୋଜଗାରି ଶ୍ରମଶକ୍ତିର…

ମୁଖତାରଙ୍କ ୧୨ଶହ କୋଟି ଟଙ୍କାର ସମ୍ପତ୍ତି

ଲକ୍ଷ୍ନୌ,୨୮।୩: ମୁଖତାର ଅନସାରୀଙ୍କ ନାମ କିଏ ବା ନ ଶୁଣିଛି। ଯଦି ଆମେ ପୂର୍ବାଞ୍ଚଳ ବିଷୟରେ କଥା ହେବା, ସେଠାରେ ଥିବା ସମସ୍ତେ ନିଶ୍ଚୟ ତାଙ୍କ ନାମ ଶୁଣିଥିବେ। ଗାଜିପୁରରେ ଜନ୍ମଗ୍ରହଣ କରିଥିବା ମୁଖତାର୍‌ ଅନସାରୀଙ୍କ ପରିବାର ଏକ ପ୍ରତିଷ୍ଠିତ ରାଜନୈତିକ…

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବାନ୍ଦାରେ ମୁଖତାର ଅନସାରୀଙ୍କ ମାମଲା ପରିଚାଳନା କରିଥିବା ଓକିଲ…

ଇଡି ଜବତ କରୁଥିବା ସମ୍ପତ୍ତି ହୁଏ କ’ଣ, ଯାହାକୁ ଗରିବଙ୍କ ମଧ୍ୟରେ ବାଣ୍ଟି ଦେଉଥିବା କହୁଛନ୍ତି ମୋଦି?

ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଋତୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ପଶ୍ଚିମବଙ୍ଗର କୃଷ୍ଣନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅମୃତା ରୟଙ୍କ ସହ କଥାବାର୍ତ୍ତା ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ମୁଁ ଇଡି…

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ ପର୍ଯ୍ୟାୟରେ ୮ ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ୧୯ ଏପ୍ରିଲରେ…

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍‌ୟରେ ତାଙ୍କୁ ଜେଲରୁ ହସ୍ପିଟାଲ ସ୍ଥାନାନ୍ତର…

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର କହିଛି। ଆମେରିକା ପରରାଷ୍ଟ୍ର ବିଭାଗର ମନ୍ତବ୍ୟ ଉପରେ ଭାରତ…

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ। ବିଜେଡି…

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ ବୋଲି…

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି। କୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପତ୍ନୀ ସୁନୀତା କେଜରିୱାଲ ଗଣମାଧ୍ୟମକୁ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?