ଜାତୀୟ

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ୬୦୦ରୁ ଅଧିକ ଓକିଲ: ଏହି କଥାକୁ ନେଇ ଚିନ୍ତାପ୍ରକଟ

ନୂଆଦିଲ୍ଲୀ,୨୮।୩: ଦେଶର ୬୦୦ରୁ ଅଧିକ ଓକିଲ ଭାରତର ପ୍ରଧାନ ବିଚାରପତି ଡିଏ ଚନ୍ଦ୍ରଚୁଡଙ୍କୁ ଚିଠି ଲେଖିଛନ୍ତି। କୁହାଯାଇଛି ଯେ ଏକ ‘ନିର୍ଦ୍ଦିଷ୍ଟ ଗୋଷ୍ଠୀ’ ନ୍ୟାୟପାଳିକା ଉପରେ ଏହାର ପ୍ରଭାବ ପକାଇବାକୁ ଚେଷ୍ଟା କରୁଛି, ଯାହା ବିଷୟରେ ସେମାନେ ବହୁତ ଚିନ୍ତିତ। ଯେଉଁମାନେ…

‘ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ’ ବୟାନକୁ ନେଇ ଚର୍ଚ୍ଚାରେ ଥିବା ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ହେଲେ ପାଖରେ ନିର୍ବାଚନ ଲଢ଼ିବାକୁ ଟଙ୍କା…

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍‌ ୧ ପର୍ଯ୍ୟନ୍ତ ଜାରି ରହିବ। ସମଗ୍ର ଦେଶରେ…

କୋର୍ଟରେ ଆଜି ବଡ଼ ଖୁଲାସା କରିବେ କେଜ୍‌ରିଓ୍ବାଲ!

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନିକଟରେ ମଦ ଦୁର୍ନୀତି ମାମଲାରେ କିଛି ପ୍ରମାଣ ରହିଛି। ଏହା ସମ୍ପୂର୍ଣ୍ଣ ପ୍ରସଙ୍ଗ ଉପରୁ ପରଦା ଉଠାଇପାରେ ବୋଲି ବୁଧବାର କେଜ୍‌ରିଓ୍ବାଲଙ୍କ ପତ୍ନୀ ସୁନୀତା ସ୍ପଷ୍ଟ କରିଥିଲେ। ଏମିତିରେ ଯଦି ସେ ଆଜି କୋର୍ଟରେ…

ନିର୍ବାଚନ ପୂର୍ବରୁ କଂଗ୍ରେସର ‘ହାତ’ ଛାଡିଲେ ଭାରତର ସବୁଠୁ ଧନୀ ମହିଳା

ନୂଆଦିଲ୍ଲୀ,୨୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରତିଦିନ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ବର୍ତ୍ତମାନ ଭାରତର ସବୁଠାରୁ ଧନୀ ମହିଳା ତଥା ଦେଶର ଶ୍ରେଷ୍ଠ ଧନୀ ବ୍ୟକ୍ତିଙ୍କ ତାଲିକାରେ ଅନ୍ତର୍ଭୁକ୍ତ ସାବିତ୍ରୀ ଜିନ୍ଦଲ କଂଗ୍ରେସ ଛାଡିବାକୁ ଘୋଷଣା କରିଛନ୍ତି।…

ଟିକେଟ୍‌ ନ ମିଳିବାରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ଏମ୍‌ପିଙ୍କ ପରଲୋକ

ଚେନ୍ନାଇ,୨୮।୩: ତାମିଲନାଡୁର ଏରୋଡରୁ ବର୍ତ୍ତମାନର MDMK ଏମ୍‌ପି ଏ. ଗଣେଶମୂର୍ତ୍ତି (୭୬) ଗୁରୁବାର ସକାଳେ ଆଖିବୁଜିଛନ୍ତି। ଲୋକ ସଭା ନିର୍ବାଚନରେ ଟିକେଟ ନ ପାଇ ସେ ରାଗିଯାଇ ମାର୍ଚ୍ଚ ୨୪ରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗଣେଶମୂର୍ତ୍ତି ବିଷ ଖାଇବା…

ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ! ନିର୍ମଳା ଦେଲେ ନିର୍ବାଚନ ନ ଲଢିବାର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପାଖରେ ନିର୍ବାଚନ ଲଢିବାକୁ ଟଙ୍କା ନାହିଁ । ଏକଥା ଆମେ ନୁହେଁ ଖୋଦ୍‌ ଅର୍ଥମନ୍ତ୍ରୀ ଜାତୀୟ ଗଣମାଧ୍ୟମରେ କରିଛନ୍ତି ଖୁଲାସା । ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ। ତେଣୁ ସେ ନିର୍ବାଚନ ଳଢ଼ିବାକୁ ଚାହୁନାହାନ୍ତି ।…

ନିର୍ବାଚନ ପୂର୍ବରୁ ସରକାରଙ୍କ ଉପହାର: ମନରେଗା ଶ୍ରମିକଙ୍କ ମଜୁରୀ ବଢିଲା

ନୂଆଦିଲ୍ଲୀ,୨୮।୩: ‘ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ସ୍କିମ’ (ମନରେଗା) ଅଧୀନରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ କେନ୍ଦ୍ର ସରକାର ଏକ ବଡ ଉପହାର ଦେଇଛନ୍ତି। ସରକାର ମନରେଗା ମଜୁରୀ ହାରକୁ ୩ ରୁ ୧୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଏ…

ବ୍ୟାଙ୍କ ଆପେ କାଟିନେଉଛନ୍ତି ଟଙ୍କା

ଡେରାଡୁନ୍‌,୨୮ା୩: ବିହାର ଶରଣ ଜିଲାର ଇଞ୍ଜିନିୟରିଂ ଗ୍ରାଜୁଏଟ୍‌ କୁନ୍ଦନ କୁମାର ବର୍ଷେରୁ ଅଧିକ ସମୟ ଧରି ଏକ ବୀମା ପଲିସି ବନ୍ଦ କରିବାକୁ ଉଦ୍ୟମ ଚଳାଇଛନ୍ତି, ଯାହାକୁ ସେ କିଣିବା ପାଇଁ ପ୍ରଥମ ପସନ୍ଦରେ ରଖି ନ ଥିଲେ। କେନ୍ଦ୍ର ସରକାରଙ୍କ…

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ମସୁଧା

ନୂଆଦିଲ୍ଲୀ,୨୮ା୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିବା ପରେ ଏହି କେନ୍ଦ୍ରଶାସିତ ଅଞ୍ଚଳରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ କେନ୍ଦ୍ର ସରକାର ମସୁଧା ଚଳାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଆଶଙ୍କା କରିଛି। ଏପରି କରାଗଲେ…

ଏୟାର ଏକ୍ସପ୍ରେସ୍‌କୁ ଧକ୍କା ଦେଲା ଇଣ୍ଡିଗୋ

କୋଲକାତା,୨୭ା୩:କୋଲକାତା ବିମାନବନ୍ଦରରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିହାରର ଦରଭଙ୍ଗା ଅଭିମୁଖେ ବାହାରିଥିବା ଏକ ଇଣ୍ଡିଗୋ ବିମାନ ରନ୍‌ଓ୍ବେରେ ଚେନ୍ନାଇ ଯିବା ପାଇଁ ଅପେକ୍ଷାରତ ଏକ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି। ଫଳରେ ଉଭୟ…

ଖୁବଶୀଘ୍ର ଆରମ୍ଭ ହେବ ସାଟେଲାଇଟ୍ ଭିତ୍ତିକ ଟୋଲ୍ ସିଷ୍ଟମ, ସଞ୍ଚୟ ହେବ ସମୟ ଏବଂ ଟଙ୍କା: ନିତିନ ଗଡ଼କରୀ

ଭୁବନେଶ୍ୱର,୨୭।୩: ଦେଶରେ ଖୁବଶୀଘ୍ର ସାଟେଲାଇଟ୍ ଭିତ୍ତିକ ଟୋଲ୍ ବ୍ୟବସ୍ଥା ପ୍ରଣୟନ ହେବାକୁ ଯାଉଛି। ଯାହାଦ୍ୱାରା ସମୟ ସହିତ ଟଙ୍କା ମଧ୍ୟ ବଞ୍ଚିବ। ବୁଧବାର କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ କହିଛନ୍ତି ଯେ ମନ୍ତ୍ରଣାଳୟ ସାଟେଲାଇଟ୍ ଭିତ୍ତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?