ଜାତୀୟ

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ ଊର୍ଦ୍ଧ୍ୱ ଇଥାଇଲ୍‌ ଆଲକୋହଲ ଥିବା ଏବଂ ୩୦ ମିଲିଲିଟରରୁ ବଡ଼ ବୋତଲରେ ବିକ୍ରି…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି ସଞ୍ଜୟ ସରାୱାଗୀଙ୍କୁ ଏକ ଚିଠି ମାଧ୍ୟମରେ ନିର୍ବାଚନ ନ ଲଢ଼ିବାର ନିଷ୍ପତ୍ତି ବିଷୟରେ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ ଡକ୍ଟର ଶଶିକାନ୍ତ ଉଲ୍ଲେଖ କରିଛନ୍ତି ଯେ ଏହି ଋତୁରେ ଦେଶରେ ସ୍ବାଭାବିକ ଠାରୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ ଡିସେମ୍ବରରେ ପ୍ରାୟ ସ୍ବେଚ୍ଛାକୃତ ଭାବରେ ବାଂଲାଦେଶ ଫେରିବାକୁ ଯୋଜନା କରୁଛନ୍ତି। ସେ ସ୍ବୀକାର…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା ଉଚିତ। ତାଙ୍କ ପ୍ରଚାର ସମୟରେ, ସେ ଭୋଟରମାନଙ୍କୁ ଭାଜପା ବିରୁଦ୍ଧରେ ଭୋଟ ଦେବାକୁ…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି ମାମଲାରେ ତାଙ୍କ ଦୋଷୀ ସାବ୍ୟସ୍ତ ଏବଂ ଦଣ୍ଡକୁ ବଜାୟ ରଖିଛନ୍ତି। ତାଙ୍କୁ ଏବେ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର ଶୋକରେ ଡୁବାଇ ଦେଇଛି। ଶୁକ୍ରବାର ଭାଷଣ ଦେଇ ସେ ଉଲ୍ଲେଖ କରିଛନ୍ତି ଯେ,…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ ଭାଜପା ଲଗାତାର ଟିଏମସି ନେତାମାନଙ୍କୁ ହଇରାଣ କରୁଛି କିନ୍ତୁ ସେ ଡରିଯିବେ ନାହିଁ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା ସାମ୍ନାକୁ ଆସିବା ସହ କରୋନା ସଂକ୍ରମଣ ଯୋଗୁ ୨ ଜଣଙ୍କର ମୃତ୍ୟୁ ଘଟିଛି।…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ମର୍ମସ୍ପର୍ଶୀ ଏବଂ ଭାବପ୍ରବଣ ଇମେଲ ପଠାଇଛନ୍ତି।…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ଶେୟାର କରାଯାଇଥିବା ତଥ୍ୟ ଅନୁଯାୟୀ, ସରକାର ଗୋଟିଏ ଟଙ୍କିକିଆ ମୁଦ୍ରା ତିଆରି କରିବା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ଦେଶର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ଡେଲସି ରୋଡ୍ରିଗେଜଙ୍କୁ ଭେଟିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?