ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…
ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ ପଛରେ ଠିଆ ହୋଇଥିବା ଜଣେ ମହିଳା କ୍ୟାମେରାପର୍ସନ ହଠାତ୍ ତାଙ୍କ ହାତରେ ଇଙ୍ଗିତ…
ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ
ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର ସାମ୍ନା କରିବେ। ସେହିପରି ବିଶ୍ୱରେ ପ୍ରତି ୫ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ…
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ
ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩ ବର୍ଷର ଝିଅ ଅନୁକମ୍ପାମୂଳକ ସରକାରୀ ଚାକିରି ଏବଂ କୋଟି କୋଟି ଟଙ୍କାର ସମ୍ପତ୍ତି…
ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍
ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ ଆହୁରି ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲିଆର…
ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ
ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି ନଷ୍ଟ ହେବା ଏବଂ ଜନଜୀବନ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପରିସ୍ଥିତିକୁ ସ୍ବାଭାବିକ କରିବା…
ଗାଡ଼ି ଟାୟାରରେ କମ୍ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ
ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨ କୋଟି ଲିଟରରୁ ଅଧିକ ପେଟ୍ରୋଲ ହରାଉଛି, ଯାହାର ଆନୁମାନିକ ମୂଲ୍ୟ ୪,୫୦୦ କୋଟି…
ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର
କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ ପ୍ରକାଶ ବାରିକଙ୍କୁ ପ୍ରାର୍ଥୀ କରିଛି। ଏହି ତିନି ନେତା ଗୁରୁବାର BJP ରେ…
କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ
ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ ଜିଲା) ରେ HPCL ର ପାତାଳଗଙ୍ଗା LPG ବଟଲିଂ ପ୍ଲାଣ୍ଟରେ ପ୍ରବଳ ପାଣି…
ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ
ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ। ତେବେ ଏହା ଦ୍ୱାରା ଗାଡ଼ିର ମାଇଲେଜ୍ରେ…
ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ
କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରୟ ଏବଂ ପ୍ରକାଶ ବାରିକ ଦଳରେ ଯୋଗ ଦେଇଛନ୍ତି। ବରିଷ୍ଠ ଭାଜପା ନେତା ଶମୀକ ଭଟ୍ଟାଚାର୍ଯ୍ୟ…
NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ
ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା ଏବେ ରାଜନୈତିକ ମହଲରେ ଜୋର ଧରିଛି। ବୁଧବାର ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଶରଦଚନ୍ଦ୍ର…
ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି
କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ ଏହାର ବ୍ୟାଙ୍କ ଆକାଉଣ୍ଟ ପରିଚାଳନା କରିବାକୁ ଅନୁମତି ଦେଇଛନ୍ତି । ଏହି ଆକାଉଣ୍ଟଗୁଡ଼ିକୁ…

