ଜାତୀୟ

କେଜ୍ରିୱାଲଙ୍କୁ ଜେରା କରୁଛି ଇଡି, ସୁପ୍ରିମକୋର୍ଟ ପହଞ୍ଚିଲା ଲିଗାଲ ଟିମ୍

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀର ଅବକାରୀ ନୀତି ମାମଲାରେ ସମନ ଦେବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ର ଏକ ଟିମ୍ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚିଛନ୍ତି। ମନି ଏଜେନ୍ସି ଲଣ୍ଡରିଂ ଆକ୍ଟ (PMLA) ର ଧାରା 50 ଅନୁଯାୟୀ ଅନୁସନ୍ଧାନକାରୀ ଦଳ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘରେ ଇଡି ଟିମ୍, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ,୨୧।୩: ହାଇକୋର୍ଟରୁ ଗିରଫ ପାଇଁ ଜାମିନ ନାମଞ୍ଜୁର ହୋଇଯିବା ପରେ ଗୁରୁବାର ସନ୍ଧ୍ୟାରେ ଇଡି ଦଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚିଛି। କେଜ୍ରିୱାଲ ଅବକାରୀ ଦୁର୍ନୀତି ମାମଲାରେ ହାଜର ହେବା ପାଇଁ ଇଡିର ଅନେକ ଥର ସମନ ପରେ…

ପୁଣି ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୩: ପୁଣିଥରେ ତାମିଲନାଡୁ ରାଜ୍ୟପାଳଙ୍କୁ କଡ଼ା ଭାଷାରେ ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଡିଏମକେ ମନ୍ତ୍ରୀ ଦୋଷମୁକ୍ତ ହେବା ପରେ ମଧ୍ୟ ପୁଣିଥରେ ତାଙ୍କୁ ମନ୍ତ୍ରୀ କରିବାକୁ ମନା କରିବା ପରେ ସୁପ୍ରିମକୋର୍ଟ ଗୁରୁବାର ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ…

ହାଇକୋର୍ଟରୁ କେଜରିଓ୍ବାଲଙ୍କୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୧।୩: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆଶ୍ୱସ୍ତି ମିଳିନାହିଁ। ତାଙ୍କ ଗିରଫଦାରୀ ଉପରେ ରୋକ ଲଗାଇବାକୁ ହାଇକୋର୍ଟ ମନା କରି ଦେଇଛନ୍ତି। ଦୁଇ ସପ୍ତାହ ମଧ୍ୟରେ କୋର୍ଟ ଇଡିରୁ ଉତ୍ତର ମାଗିଛନ୍ତି। କେଜରିୱାଲଙ୍କ ଆବେଦନ ଉପରେ ହାଇକୋର୍ଟ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ…

ସୁପ୍ରିମକୋର୍ଟ ଛାଟ ପରେ ନିର୍ବାଚନ ଆୟୋଗକୁ ସମସ୍ତ ନିର୍ବାଚନୀ ବଣ୍ଡ ତଥ୍ୟ ଦେଲା ଏସବିଆଇ

ନୂଆଦିଲ୍ଲୀ,୨୧।୩: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ) ଗୁରୁବାର ଏକ ଆଫିଡେଭିଟ୍ ଦାଖଲ କରି ଏହା ମାନ୍ୟଵର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ପାଳନ କରିଥିବା କହିଛି। ନିର୍ବାଚନୀ ବଣ୍ଡ ସମ୍ପର୍କିତ ସମସ୍ତ ତଥ୍ୟ ନିର୍ବାଚନୀ ଆୟୋଗଙ୍କ ନିକଟରେ ଦାଖଲ କରିଥିବା ସୂଚନା ଦେଇଛି। ଏସବିଆଇ…

ଲୋକ ସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନରେ ଭାଜପାକୁ ବଡ ଝଟ୍‌କା

ଜୟପୁର,୨୧।୩: ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ଗୁରୁବାର ରାଜସ୍ଥାନରେ ଭାଜପାକୁ ବଡ ଝଟକା ଲାଗିଛି। ପୂର୍ବତନ ଭାଜପା ବିଧାୟକ ତଥା ଭେଟେରାନ ଗୁର୍ଜର ନେତା ପ୍ରହ୍ଲାଦ ଗୁଞ୍ଜଲ କଂଗ୍ରେସରେ ଯୋଗ ଦେଇଥିଲେ। ରାଷ୍ଟ୍ରୀୟ ସ୍ବୟଂ ସେବାକ ସଂଗଠନର…

କେନ୍ଦ୍ର ସରକାରଙ୍କୁ ବଡ଼ ଝଟ୍‌କା, PIB ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୩: ପିଆଇବିର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌ ଉପରେ ରୋକୋ ଲଗାଇଛନ୍ତି ସୁପ୍ରିମକୋର୍ଟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ଜାରି କରାଯାଇଥିଲା। ଏହାପରେ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ଗୁରୁବାର ଫ୍ୟାକ୍ଟ ଚେକ୍‌ ୟୁନିଟ୍‌(ଏଫ୍‌ସିୟୁ) ଉପରେ ରୋକ ଲଗାଯାଇଛି। ଭାରତର…

ଅପନା ଦଳ ସହ ସମ୍ପର୍କ ତୁଟାଇଲେ ଅଖିଳେଶ

ଲକ୍ଷ୍ନୌ,୨୧।୩: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ଏକ ବଡ଼ ଖବର ଆସିଛି। ସମାଜବାଦି ପାର୍ଟି ଅପନା ଦଲ କମେରାବାଦି ସହ ମେଣ୍ଟ ସମ୍ପର୍କ ତୁଟାଇଦେଇଛି। ଏସପି ମୁଖ୍ୟ ଅଖିଳେଶ ନିଜେ ଏହା ଘୋଷଣା କରିଛନ୍ତି। ଅପ୍‌ନା ଦଲ କମେରାବାଦି ଏବଂ…

ଅଖିଳେଶଙ୍କ ବଡ ଘୋଷଣା

ଲକ୍ଷ୍ନୌ,୨୧।୩: ଲୋକସଭା ନିର୍ବାଚନର ଉଷ୍ମତା ମଧ୍ୟରେ ଉତ୍ତରପ୍ରଦେଶରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଇଣ୍ଡିଆ ଆଲାଇନ୍ସର ସମାଜବାଦି ପାର୍ଟି ସହ ଥିବା ଅପନା ଦଲ କମେରାବାଦିଙ୍କ ସହ ହୋଇଥିବା ମେଣ୍ଟ ଭାଙ୍ଗିଯାଇଛି। ଏସପି ମୁଖ୍ୟ ଅଖିଳେଶ ନିଜେ ଏହା…

ଜାତି ଜନଗଣନା ରାମବାଣ ନୁହେଁ, ଖାର୍ଗେଙ୍କୁ ଚିଠି ଲେଖିଲେ ଆନନ୍ଦ ଶର୍ମା

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ପୂର୍ବରୁ ଜାତିଗତ ଜନଗଣନାକୁ ନେଇ କଂଗ୍ରେସରେ ମତଭେଦ ଦେଖାଦେଇଛି। ସିଡବ୍ଲୁସି ଯଥା କଂଗ୍ରେସ ୱାର୍କିଂ କମିଟି ସଦସ୍ୟ ତଥା ଦଳର ବରିଷ୍ଠ ନେତା ଆନନ୍ଦ ଶର୍ମା ଜାତିଗତ ଜନଗଣନା ସମ୍ପର୍କରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ…

ରାହୁଲ ଗାନ୍ଧୀଙ୍କ ମାର୍କେଟ୍‌ ଡାଉନ୍‌

ନୂଆଦିଲ୍ଲୀ,୨୧।୩: ଭାଜପାର ବରିଷ୍ଠ ନେତା ରବି ଶଙ୍କର ପ୍ରସାଦ ଗୁରୁବାର କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏହି ସମୟ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଚାନ୍ଦା ଉପରେ ହୋଇଥିବା ଅଭିଯୋଗ ଉପରେ ରବି ଶଙ୍କର ପ୍ରସାଦ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି।…

ହ୍ବାଟସ୍‌ ଆପରେ ‘ବିକଶିତ ଭାରତ’ ବାର୍ତ୍ତା ଶେୟାର କରିବା ତୁରନ୍ତ ବନ୍ଦ କରନ୍ତୁ, ସରକାରଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୩: ସରକାରଙ୍କୁ ଗୁରୁବାର ନିର୍ବାଚନ କମିଶନ ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ହ୍ବାଟସ ଆପ ବାର୍ତ୍ତା ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ‘ବିକଶିତ ଭାରତ ସମ୍ପର୍କ’ ଅଧୀନରେ ବହୁ ସଂଖ୍ୟକ ଲୋକଙ୍କୁ ହ୍ବାଟସ ଆପ ବାର୍ତ୍ତା ପଠାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?