ଜାତୀୟ

ଅଯୋଧ୍ୟା ଯିବେ ମୋଦି, ରାମଲଲା ବିରାଜମାନଙ୍କ ଦର୍ଶନ ସହ ସରଜୁ ଘାଟ ଆଳତୀ-ଦିପୋତ୍ସବରେ ହେବେ ସାମିଲ

ନୂଆଦିଲ୍ଲୀ,୧୮ ।୧୦: ଉତ୍ତର ପ୍ରଦେଶ ଅଯୋଧ୍ୟାରେ ଚଳିତବର୍ଷ ବି ଦିପୋତ୍ସବକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି । ଅଯୋଧ୍ୟାରେ ୨୩ ଅକ୍ଟୋବରରେ ଦିପୋତ୍ସବ କାର୍ଯ୍ୟକ୍ରମ ହେବ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ । ଏହା...

ସବ୍‌ସିଡି ସାର ପାଇଁ ଗୋଟିଏ ବ୍ରାଣ୍ଡ୍‌ ‘ଭାରତ’

ନୂଆଦିଲ୍ଲୀ,୧୮।୧୦ : ଗୋଟିଏ ରାଷ୍ଟ୍ର ଗୋଟିଏ ସାର ଯୋଜନାର ଅଂଶବିଶେଷ ସ୍ବରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ୟୁରିଆ ସାରର ଗୋଟିଏ ବ୍ରାଣ୍ଡ ‘ଭାରତ’ର ଶୁଭାରମ୍ଭ କରିଛନ୍ତି। ଏହି ବ୍ରାଣ୍ଡ୍‌ରେ ସମସ୍ତ ସବ୍‌ସିଡିଯୁକ୍ତ ୟୁରିଆ ସାର ଉପଲବ୍ଧ ହେବ। ଏଥିସହିତ...

୨୩୦ ସ୍ପିଡ୍‌ରେ କାର୍‌ ଚଳାଇ ଲାଇଭ୍‌ ଭିଡିଓ

ଲକ୍ଷ୍ନୌ, ୧୮ା୧୦: ଘଣ୍ଟାପ୍ରତି ୨୩୦ କିଲୋମିଟର ବେଗରେ ବିଏମ୍‌ଡବ୍ଲ୍ୟୁ କାର୍‌ ଚଳାଉଥିଲେ ୪ ସାଙ୍ଗ। ଲକ୍ଷ୍ୟ ଥିଲା ଘଣ୍ଟାପ୍ରତି ସ୍ପିଡ୍‌ ବଢ଼ାଇ ୩୦୦ କିଲୋମିଟର ଛୁଇଁବା। ଦ୍ରୁତଗତିରେ କାର୍‌ ଚଳାଉଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ତାହାର ଫେସ୍‌ବୁକ୍‌ ଲାଇଭ୍‌ ଭିଡିଓ...

ଆଜି ଭାରତ ଆସିବେ ଗୁଟେରସ୍‌

ନୂଆଦିଲ୍ଳୀ,୧୮।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ ଗୁଟେରସ୍‌ଙ୍କ ଏହା ପ୍ରଥମ ଭାରତ ଗସ୍ତ। ୨୬/୧୧ ମୁମ୍ବାଇ ଆକ୍ରମଣରେ ପ୍ରାଣ ହରାଇଥିବା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା...

ମିଥୁନ ଚକ୍ରବର୍ତ୍ତି ଇନ, ରୂପା ଗାଙ୍ଗୁଲି ଆଉଟ

କୋଲକାତା,୧୮ ।୧୦: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭଜପା) ଏତେ ଭଲ ପ୍ରଦର୍ଶନ କରି ନ ଥିଲେ ବି ଅନ୍ୟ ନିର୍ବାଚନରେ ଅପେକ୍ଷାକୃତ ଭଲ ପ୍ରଦର୍ଶନ କରିଥିବା ଦେଖାଯାଇଛି । ଯେଉଁଠି ଦିନେ ତ୍ରୁଣ ମୂଳ କଂଗ୍ରେସ(ଟିଏମସି)ର ଦବଦବା...

କେଜରିୱାଲଙ୍କୁ ବିରୋଧିଙ୍କ ଟାର୍ଗେଟ, ବିନା ସର୍ତ୍ତରେ ମାଗନ୍ତୁ କ୍ଷମା

ନୂଆଦିଲ୍ଲୀ,୧୮ ।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୋଟିଏ ଦିନ ପୂର୍ବରୁ ମନୀଷ ସିସୋଡିଆଙ୍କୁ ଭଗତ ସିଂଙ୍କ ସହ ତୁଳନା କରିଥିଲେ । ଯାହାକୁ ନେଇ ଏବେ ବିବାଦ ଉଠିଛି । ଭାରତୀୟ ଜନତା ପାର୍ଟି(ଭାଜପା)ର ମହାସଚିବ ଜୀବନ ଗୁପ୍ତା...

କଶ୍ମୀରରେ ପୁଣି ଟାର୍ଗେଟ୍‌ କିଲିଂ: ୨ ଶ୍ରମିକଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: କଶ୍ମୀରରେ ପୁଣି ଆତଙ୍କବାଦୀମାନେ ଟାର୍ଗେଟ କିଲିଂ କରିଛନ୍ତି। ସୋମବାର ବିଳମ୍ବିତ ରାତି ପ୍ରାୟ ୧୨.୩୦ ସମୟରେ ଉତ୍ତରପ୍ରଦେଶର ଦୁଇଜଣ ଶ୍ରମିକଙ୍କୁ ଦକ୍ଷିଣ କଶ୍ମୀରର ଶୋପିୟାନରେ ହତ୍ୟା କରିଛନ୍ତି। ଉଭୟ ଶ୍ରମିକ କନୌଜ ଜିଲାର ମୁନିଶ ଅହମ୍ମଦ ଏବଂ ସାଗର...

୯ଘଣ୍ଟା ଧରି ସିସୋଡିଆଙ୍କୁ ସିବିଆଇର ଜେରା: କହିଲେ, ସବୁ ମିଥ୍ୟା ମାମଲା

ନୂଆଦିଲ୍ଲୀ,୧୭।୧୦: ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ହାଜର ହେବା ପାଇଁ ସିବିଆଇ ସମନ ଜାରି କରିଥିଲା। ସିସୋଡିଆ ସିବିଆଇ କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ପ୍ରାୟ ୯ଘଣ୍ଟା ଧରି ପଚରାଉଚରା କରାଯାଇଥିଲା।...

୩ ଦିନିଆ ଭାରତ ଗସ୍ତରେ ଆସିବେ ଆଣ୍ଟୋନିଓ ଗୁଟେରସ୍‌

ନୂଆଦିଲ୍ଳୀ,୧୭।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ୩ ଦିନିଆ ଗସ୍ତରେ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ ଗୁଟେରସ୍‌ଙ୍କ ଏହା ପ୍ରଥମ ଭାରତ ଗସ୍ତ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।...

ଅନ୍ଧେରୀ ଇଷ୍ଟରୁ ନାମାଙ୍କନ ପ୍ରତ୍ୟାହାର କଲା ଭାଜପା

ମୁମ୍ବାଇ,୧୭।୧୦: ମୁମ୍ବାଇର ଅନ୍ଧେରୀ ଇଷ୍ଟ ବିଧାନସଭା ଆସନରେ ନଭେମ୍ବର ୩ରେ ଉପନିର୍ବାଚନ ହେବାକୁ ଥିବା ବେଳେ ଏଥିରେ ଶିବସେନାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବଡ଼ ସଫଳତା ହେବା ନେଇ ନଜର ଆସୁଛି। କାରଣ ନାମାଙ୍କନପତ୍ର ଦାଖଲର ଶେଷ ଦିନରେ...

ଦେଶର ୫୦ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୧୭।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ନଭେମ୍ବର ୯ରେ ସେ ଶପଥ ଗ୍ରହଣ କରିବା ସହ କାର୍ଯ୍ୟଭାର ଦାୟିତ୍ୱ ଗ୍ରହଣ କରିବେ। ଏହାପରେ ଚନ୍ଦ୍ରଚୂଡ...

ମଙ୍ଗଳବାର ସିବିଆଇ କୋର୍ଟରେ ହାଜର ହେବେ ଉପମୁଖ୍ୟମନ୍ତ୍ରୀ

ପାଟନା,୧୭।୧୦: ରେଲଓ୍ବେ ନିଯୁକ୍ତି ଦୁର୍ନୀତି ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ତେଜସ୍ବୀ ଯାଦବ ମଙ୍ଗଳବାର ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର ହେବେ। ଉକ୍ତ ମାମଲାରେ ତେଜସ୍ବୀ ଏବେ ଜାମିନରେ ଅଛନ୍ତି। ତାଙ୍କ ଜାମିନ ଖାରଜ ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri