ଜାତୀୟ

ହଠାତ୍‌ ପଓ୍ବନ କଲ୍ୟାଣଙ୍କୁ ଭାଷଣ ବନ୍ଦ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି: ଜାଣନ୍ତୁ କାହିଁକି

ହାଇଦ୍ରାବାଦ୍‌,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ଆନ୍ଧ୍ରପ୍ରଦେଶରେ ଏକ ରାଲିରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେଠାରେ ପ୍ରବଳ ଭିଡ ଜମିଥିଲା। ଏହି ରାଲିରେ ଜନ ସେନା ପାର୍ଟି ମୁଖ୍ୟ ତଥା ଅଭିନେତା ପଓ୍ବନ କଲ୍ୟାଣ ମଧ୍ୟ ଯୋଗ ଦେଇଥିଲେ।…

ନୂତନ ସରକାରର ପ୍ରଥମ ୧୦୦ ଦିନ ପାଇଁ ରୋଡମ୍ୟାପ୍‌ ପ୍ରସ୍ତୁତ କରିବାକୁ ମନ୍ତ୍ରୀମାନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରଥମ ୧୦୦ ଦିନ ଏବଂ ଆସନ୍ତା ପାଞ୍ଚ ବର୍ଷ ପାଇଁ ନୂତନ ସରକାରଙ୍କ ପାଇଁ ରୋଡମ୍ୟାପ ପ୍ରସ୍ତୁତ କରିବାକୁ ମନ୍ତ୍ରୀମାନଙ୍କୁ କହିଛନ୍ତି। ଆଜି ସକାଳେ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରୁଥିବାବେଳେ ପ୍ରଧାନମନ୍ତ୍ରୀ ମନ୍ତ୍ରୀମାନଙ୍କୁ ମଧ୍ୟ…

ଶେଫାଳୀ ସରନ୍‌ ସରକାରଙ୍କ ନୂଆ ମୁଖପାତ୍ର

ନୂଆଦିଲ୍ଲୀ,୧୭।୩:ବରିଷ୍ଠ ଭାରତୀୟ ସୂଚନା ସେବା (ଆଇଆଇଏସ୍‌)ର ବରିଷ୍ଠ ଅଧିକାର ଶେଫାଳୀ ବି ସରନ୍‌ କେନ୍ଦ୍ର ସରକାରଙ୍କ ନୂଆ ମୁଖପାତ୍ର ନିଯୁକ୍ତ ହୋଇଥିବା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆସନ୍ତା ୩୧ ତାରିଖରେ ମନୀଷ ଦେଶାଇଙ୍କ ଅବସର ପରେ ୧୯୯୦…

ଦତ୍ତାତ୍ରେୟ ଆର୍‌ଏସ୍‌ଏସ୍‌ର ସରକାର୍ଯ୍ୟବାହ ପୁନଃନିର୍ବାଚିତ

ନାଗପୁର,୧୭।୩:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ମୁଖ୍ୟାଳୟ ମହାରାଷ୍ଟ୍ରର ନାଗପୁରରେ ଅନୁଷ୍ଠିତ ୩ ଦିନିଆ ଅଖିଳ ଭାରତୀୟ ପ୍ରତିନିଧି ସଭାରେ ଦତ୍ତାତ୍ରେୟ ହୋସାବଲେ ଆଉ ୩ ବର୍ଷ ପାଇଁ ସରକାର୍ଯ୍ୟବାହ (ସାଧାରଣ ସମ୍ପାଦକ) ଭାବେ ପୁନଃ ନିର୍ବାଚିତ ହୋଇଛନ୍ତି। ସେ ଆର୍‌ଏସ୍‌ଏସ୍‌ର ସରକାର୍ଯ୍ୟବାହ…

ପ୍ରଧାନମନ୍ତ୍ରୀ ରେସ୍‌ରେ ଅଛନ୍ତି କି ଗଡକରୀ: ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୧୭।୩: ଦେଶରେ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଭାରତୀୟ ଜନତା ପାର୍ଟି ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର ଗଠନ ପାଇଁ ପୁଣି ଥରେ ଦମ୍ଭୋକ୍ତି ପ୍ରକାଶ କରୁଛି। ଏଭଳି ପରିସ୍ଥିତିରେ ମଧ୍ୟ…

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ମୂଲାୟମଙ୍କ ବୋହୂ: ରାଜନୈତିକ ଚର୍ଚ୍ଚା ଆରମ୍ଭ

ଲକ୍ଷ୍ନୌ,୧୭।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ସେପଟେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୂଲାୟମ ସିଂ ଯାଦବଙ୍କ ବୋହୂ ତଥା ଭାଜପା ନେତା ଅପର୍ଣ୍ଣା ଯାଦବ ୟୁପି ମୁଖ୍ୟମନ୍ତ୍ରୀ…

ସିଏଏ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର

ନୂଆଦିଲ୍ଲୀ,୧୭।୩: ଆମେରିକା ତଥା ବିଶ୍ୱର ଅନ୍ୟାନ୍ୟ ଦେଶରେ ନାଗରିକତ୍ୱ (ସଂଶୋଧନ) ଅଧିନିୟମ (ସିଏଏ)କୁ ନେଇ ଚାଲିଥିବା ସମାଲୋଚନା ମଧ୍ୟରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କଡ଼ଶା ଜବାବ ଦେଇଛନ୍ତି। ସେ କହିଛନ୍ତି, ଏହାକୁ ବିଭାଜନ ପ୍ରସଙ୍ଗରେ ଦେଖିବା ଜରୁରୀ ଅଟେ।…

କେଉଁ ବ୍ୟକ୍ତିମାନେ ଘରେ ରହି ଦେଇ ପାରିବେ ଭୋଟ, ଜାଣନ୍ତୁ କ’ଣ କହିଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୭ା୩: ଶନିବାର ଭାରତୀୟ ନିର୍ବାଚନ ଆୟୋଗ ଲୋକ ସଭା ଏବଂ ଓଡ଼ିଶା ସମେତ ଚାରି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥର ଆୟୋଗ ମତଦାନ ପାଇଁ ଆୟୋଗ ସାଧାରଣ ଲୋକଙ୍କୁ କିଛି ସୁବିଧା ପ୍ରଦାନ କରିଛନ୍ତି। ୮୫…

କଂଗ୍ରେସକୁ ଲାଗିଲା ଡବଲ୍‌ ଝଟ୍‌କା: ଦଳ ଛାଡିଲେ ବିଧାୟକ

ଡେରାଡୁନ୍‌,୧୭।୩: ଉତ୍ତରାଖଣ୍ଡ କଂଗ୍ରେସରେ ଇସ୍ତଫା ପର୍ଯ୍ୟାୟ ଶେଷ ହେଉନାହିଁ। ରବିବାର କଂଗ୍ରେସ ଦୁଇଟି ବଡ଼ ଝଟ୍‌କା ଲାଗିଛି। ଟେହରୀରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ବରିଷ୍ଠ ନେତା ଧନ ସିଂ ନେଗି ଏବଂ ବଦ୍ରିନାଥ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର…

ନିର୍ବାଚନ ପୂର୍ବରୁ ବଢିଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅଡ଼ୁଆ

ରାୟପୁର,୧୭।୩: ରାୟପୁରର ଇକୋନୋମିକ ଅଫେନ୍ସ ୱିଙ୍ଗ ପୂର୍ବତନ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲଙ୍କ ବିରୋଧରେ ମହାଦେବ ଆପ ମାମଲାରେ ବାଗେଲ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିଛି। ଆଇପିସିର ୧୨୦ବି, ୩୪, ୪୦୬, ୪୨୦, ୪୬୭, ୪୬୮ ଏବଂ ୪୭୧…

ବଦଳିଲା ତାରିଖ, ଅରୁଣାଚଳ ପ୍ରଦେଶ-ସିକିମରେ ଏହି ତାରିଖରେ ହେବ ଭୋଟ ଗଣତି

ନୂଆଦିଲ୍ଲୀ,୧୭ା୩: ଅରୁଣାଚଳ ପ୍ରଦେଶ ଏବଂ ସିକିମରେ ହେବାକୁ ଥିବା ବିଧାନସଭା ଭୋଟ ଗଣତି ତାରିଖ ପରିବର୍ତ୍ତନ କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ। ଏହି ଦୁଇ ରାଜ୍ୟରେ ଜୁନ୍ ୨ ତାରିଖରେ ଭୋଟ ଗଣତି ଅନୁଷ୍ଠିତ ହେବ। ପୂର୍ବରୁ ଏହି ତାରିଖ ଜୁନ…

ତାଜା ନିର୍ବାଚନୀ ବଣ୍ଡ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୭ା୩: ରବିବାର ଭାରତୀୟ ନିର୍ବାଚନ ଆୟୋଗ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ଠାରୁ ପାଇଥିବା ନିର୍ବାଚନୀ ବଣ୍ଡ ତଥ୍ୟକୁ ସାର୍ବଜନୀନ କରିଛନ୍ତି। ଏହି ସମସ୍ତ ତଥ୍ୟ ୨୦୧୯ ନିର୍ବାଚନ ପୂର୍ବର ବୋଲି କୁହାଯାଉଛି। ଏହାର ପର ସମୟର ତଥ୍ୟକୁ ଆୟୋଗ ଗୁରୁବାର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?