ଉଦୟ ଭାଟିଆ, ମାନସୀ ଗୁପ୍ତାଙ୍କୁ ଡାଏନା ସ୍ମୃତି ପୁରସ୍କାର
ଲଣ୍ଡନ/ନୂଆଦିଲ୍ଲୀ,୧୬।୩: ଦିଲ୍ଲୀର ଇନୋଭେଟର ଉଦୟ ଭାଟିଆ ଏବଂ ହରିୟାଣାର ମାନସିକ ସ୍ବାସ୍ଥ୍ୟ ପ୍ରଚାରକ ମାନସୀ ଗୁପ୍ତା, ଡାଏନା ମେମୋରିଆଲ ପୁରସ୍କାରରେ ସମ୍ମାନିତ ବିଶ୍ୱର ୨୦ଜଣଙ୍କ ମଧ୍ୟରେ ସାମିଲ ଅଛନ୍ତି। ୱେଲ୍ସର ସ୍ବର୍ଗତ ରାଜକୁମାରୀଙ୍କ ସ୍ମୃତିରେ ପ୍ରତିଷ୍ଠିତ ଡାଏନା ପୁରସ୍କାର ଚ୍ୟାରିଟି ଏହାର…
କୋର୍ଟରେ ହାଜର ହେଲେ କେଜରିଓ୍ବାଲ, ଜାମିନ ଆବେଦନ ମଞ୍ଜୁର
ନୂଆଦିଲ୍ଲୀ,୧୬।୩: ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ରାଉଜ ଆଭେନ୍ୟୁ କୋର୍ଟରେ ପହଞ୍ଚିଛନ୍ତି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଓକିଲ କୋର୍ଟଙ୍କୁ କହିଛନ୍ତି ଯେ ସେ କୋର୍ଟରେ ହାଜର ହେବେ। କିଛି ସମୟ ମଧ୍ୟରେ ସେ…
ଭାଜପା ଆକାଉଣ୍ଟ ଫ୍ରିଜ୍ କରାଯାଉ: କଂଗ୍ରେସ
ନୂଆଦିଲ୍ଲୀ,୧୬ା୩: ଇଲେକ୍ଟୋରାଲ୍ ବଣ୍ଡ୍ ଜରିଆରେ ସଂଗୃହୀତ ମୋଟ ଅର୍ଥର ୫୦% କେବଳ ଭାଜପା ପାଇଛି। କଂଗ୍ରେସ ଏଥିରେ ବଡ଼ ଧରଣର ଦୁର୍ନୀତି ହୋଇଥିବା ଦର୍ଶାଇ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି। ଏଥିସହ ଭାଜପାର ବ୍ୟାଙ୍କ ଆକାଉଣ୍ଟକୁ…
ବଣ୍ଡ୍ ନମ୍ବର ଦେବାକୁ ଏସ୍ବିଆଇ ବାଧ୍ୟ
ନୂଆଦିଲ୍ଲୀ,୧୬ା୩: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ପାଇଁ ଉଦ୍ଦିଷ୍ଟ ଇଲେକ୍ଟୋରାଲ୍ ବଣ୍ଡ୍ ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନକରି ନ ଥିବାରୁ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ)କୁ ଶୁକ୍ରବାର ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି। ଏସ୍ବିଆଇ ଗତ ୫ ବର୍ଷରେ ଜାରି ବଣ୍ଡ୍ ଉପରେ…
ଆଜି ବାଜିବ ନିର୍ବାଚନୀ ବିଗୁଲ
ନୂଆଦିଲ୍ଲୀ,୧୬ା୩: ବହୁ ପ୍ରତୀକ୍ଷିତ ଲୋକ ସଭା ଭୋଟ ସହ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକିମ୍ ବିଧାନସଭା ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯିବ। ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଏବଂ ନବ ନିଯୁକ୍ତ ୨…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖିଲଜୀଙ୍କ ସହ ତୁଳନା କଲେ କେସିଆରଙ୍କ ପୁଅ
ନୂଆଦିଲ୍ଲୀ,୧୫ା୩: ଦିଲ୍ଲୀରେ କଥିତ ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଶୁକ୍ରବାର ଭାରତ ରାଷ୍ଟ୍ର ସମିତି(କେସିଆର) ଙ୍କ ଝିଅ କେ କବିତା କୁମାରୀଙ୍କୁ ଗିରଫ କରିଛି। ଇଡି ଶୁକ୍ରବାର ହାଇଦ୍ରାବାଦରେ ତାଙ୍କ ଘରେ ଖୋଜାଖୋଜି କରିଥିଲା, ପରେ ତାଙ୍କୁ ଗିରଫ କରିଥିଲା।…
ଇଲୋକ୍ଟରଲ ବଣ୍ଡକୁ ନେଇ ଅମିତ ଶାହାଙ୍କ ବଡ ବୟାନ, ଡର ଲାଗୁଛି…
ନୂଆଦିଲ୍ଲୀ,୧୫।୩: ସୁପ୍ରିମକୋର୍ଟଙ୍କ କଡା ନିର୍ଦ୍ଦେଶ ପରେ ଏସବିଆଇ ନିର୍ବାଚନୀ ବଣ୍ଡର ତଥ୍ୟ ସାର୍ବଜନୀନ କରିଛି। ଏଥିରେ ଦେଶର ବିଭିନ୍ନ ପାର୍ଟିକୁ କୌଣସି ବ୍ୟକ୍ତି କିମ୍ବା କମ୍ପାନୀ କେତେ ଟଙ୍କା ଦେଇଛି ସେନେଇ ସବୁ ତଥ୍ୟ ପ୍ରକାଶ ପାଇଛି। ତେବେ ଏହାକୁ ନେଇ…
ମେଣ୍ଟ ଚର୍ଚ୍ଚା ମଧ୍ୟରେ ଅମିତ ଶାହାଙ୍କ ବଡ଼ ବୟାନ, କହିଲେ ଓଡ଼ିଶାରେ…
ନୂଆଦିଲ୍ଲୀ,୧୫ା୩: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ଅମିତ ଶାହା। ଗୁରୁବାର ଇଣ୍ଡିଆ ଟୁଡେର କାନକ୍ଳେଭର ଏକ ସାକ୍ଷାତକାରରେ ସେ କହିଛନ୍ତି ”ଓଡ଼ିଶାରେ ଭାଜପା କେମିତି ଆଗକୁ…
ସିଏଏ ଆମର ଆଭ୍ୟନ୍ତରୀଣ ମାମଲା, ଯିଏ ଭାରତକୁ ନ ବୁଝନ୍ତି ଜ୍ଞାନ ନ ଦିଅନ୍ତୁ; ଆମେରିକାକୁ କଡ଼ା ଭାଷାରେ ଜବାବ ଦେଲା ଭାରତ…
ନୂଆଦିଲ୍ଲୀ,୧୫।୩: ନାଗରିକତ୍ୱ ସଂଶୋଧନ ଅଧିନିୟମ(ସିଏଏ)କୁ ନେଇ ଆମେରିକା ଦେଇଥିବା ବୟାନକୁ ଭୁଲ ଏବଂ ଅନୁଚିତ ବୋଲି କହିଛି ଭାରତ। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୈସଓ୍ବାଲ କହିଛନ୍ତି ଯେ, ସିଏଏ ୨୦୧୯ ଭାରତର ଆଭ୍ୟନ୍ତରୀଣ ବିଷୟ। ଏହାର ଲାଗୁ ହେବାକୁ ନେଇ…
ଋଷିଆରେ ନିର୍ବାଚନ: କେରଳରେ ହେଉଛି ଭୋଟିଂ! ଜାଣନ୍ତୁ କାହିଁକି
ଥିରୁଭାନନ୍ତପୁରମ୍,୧୫।୩: କେବଳ ଦେଶରେ ନୁହେଁ ସାରା ବିଶ୍ୱରେ ଏବର୍ଷ ନିର୍ବାଚନୀ ବର୍ଷ। ଭାରତରେ ଆଉ ମାସକ ପରେ ନିର୍ବାଚନ ହେବାକୁ ଥିବାବେଳେ ଦେଶର ବନ୍ଧୁରାଷ୍ଟ୍ର ଋଷିଆରେ ନିର୍ବାଚନ ଆରମ୍ଭ ହୋଇଛି। ଋଷିଆ ଜନସାଧାରଣ ବୁଥ୍କୁ ଯାଇ ଭୋଟିଂ କରୁଛନ୍ତି। ହେଲେ ସବୁଠାରୁ…
ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ଏସପି, ଟିଏମସିକୁ ଦେଲା ଗୋଟିଏ ସିଟ୍
ନୂଆଦିଲ୍ଲୀ,୧୫।୩: ସମାଜବାଦୀ ପାର୍ଟି ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥର ସମାଜବାଦୀ ପାର୍ଟି ୭ ଜଣ ପ୍ରାର୍ଥୀ ଘୋଷଣା କରିଛିି। ଏହାପୂର୍ବରୁ ୩୧ ଜଣ ପ୍ରାର୍ଥୀ ଘୋଷଣା କରିଥିଲା। ଏହି ତାଲିକାରେ ଏସପି…
କଂଗ୍ରେସର ଦେଲା ନୂଆ ସ୍ଲୋଗାନ୍… ‘ହାଥ୍ ବଦ୍ଲେଗା ହାଲାତ୍’
ନୂଆଦିଲ୍ଲୀ,୧୫।୩: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ନୂଆ ସ୍ଲୋଗାନ ଦେଇଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବାର ଠିକ୍ ପୂର୍ବରୁ କଂଗ୍ରେସ ‘ହାଥ୍ ବଦ୍ଲେଗା ହାଲାତ୍’ ଅର୍ଥାତ ଦେଶର ସ୍ଥିତି ବଦଳାଇବାକୁ ସ୍ଲୋଗାନ ଦେଇଛି। କହିରଖୁଛୁ, କେନ୍ଦ୍ରର ମୋଦି ସରକାରଙ୍କ…

