ବ୍ରେକ୍ ବଦଳରେ କାର୍ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…
ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ ଅନୁଯାୟୀ, ଗାଡି ଚଲାଇବା ଶିଖୁଥିବା ଜଣେ ମହିଳା ସ୍କୁଲ ଗାଡ଼ି ପାଇଁ ଅପେକ୍ଷା…
୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ
କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା। ବଙ୍ଗଳାରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଘଟଣା ଯେ…
ଗୋଟିଏ ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍ ପରେ…
ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ ଏକ ସମ୍ଭାବ୍ୟ ରନଓ୍ବେ ଦୁର୍ଘଟଣାକୁ ଅଳ୍ପକେ ଏଡ଼ାଇ ଦେଇଥିଲା। ଏୟାର ଇଣ୍ଡିଆର ଜଣେ…
୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା
ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି ସିଲିଣ୍ଡରକୁ ଘରକୁ ମଗାଇଲେ ଗ୍ରାହକଙ୍କୁ ଅଧିକ ଶୁଳ୍କ ଦେବାକୁ ହେବ। ଆସନ୍ତୁ ଜାଣିବା…
କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା
ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ ସ୍ବାମୀ କେତନଙ୍କୁ ହତ୍ୟା କରିବାର ୪ ମାସ ପୂର୍ବରୁ ପ୍ରେମିକ ଚେତନ ଚୌଧରୀଙ୍କୁ…
ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍ ଟ୍ରି’
ଧାନବାଦ,୮ା୭(ପିଟି): କାଉନ୍ସିଲ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍ଆଇଆର-ସିଆଇଏମ୍ଏଫ୍ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ ‘ସ୍ମାର୍ଟ ଆଲଗାଲ୍ ଲିକ୍ୱିଡ ଟ୍ରି’(ଏସ୍ଏଏଲ୍ଟି) ବିକଶିତ କରିଛନ୍ତି। ଏହା ଏକ ବାୟୁ ବିଶୋଧନ…
ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା
ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ କାର୍ଯ୍ୟ ଭାରତ ଓ ଇଣ୍ଡୋନେସିଆକୁ ନିକଟତର କରାଇବାରେ ସହାୟକ ହୋଇଥିଲା ବୋଲି ସେ…
ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ…
ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ କଡ଼ା ଆଭିମୁଖ୍ୟ…
ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO
ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ୱାୟାନାଡ ଟନେଲ…
ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା
ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏକ ପ୍ରଶ୍ନର ଉତ୍ତରରେ, ଦୀପକେ ହଜାରେଙ୍କୁ ‘ବୁଢ଼ା ବ୍ୟକ୍ତି’ ବୋଲି କହି…
ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…
ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି। ଏହି ପଦକ୍ଷେପ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ର ସହିତ ସମ୍ପର୍କକୁ ମଜଭୁତ କରିବା ସହିତ…
ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ କରିବା ପରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ମୁଖ୍ୟମନ୍ତ୍ରୀ ବିଜୟ ପୀଡିତ ପରିବାରଙ୍କୁ କ୍ଷତିପୂରଣ…

