FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ ସରକାର ସମୟ ସମୟରେ ବିଭିନ୍ନ ନିୟମରେ ପରିବର୍ତ୍ତନ କରୁଛନ୍ତି। ଏହି କ୍ରମରେ ଦିବ୍ୟାଙ୍ଗଜନଙ୍କ…
ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସମୟରେ…
Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…
ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ ପାର୍କରେ ଅନୁଷ୍ଠିତ ହେବ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ…
Video: କାପଟେନ ସ୍ମିତ୍ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ
ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର ୨) ହୋଇଥିବା ଏହି ବାର୍ତ୍ତାଳାପ ସମୟରେ, ସେ ସ୍ମିତ୍ଙ୍କ ସାହସର ପ୍ରଶଂସା କରିଥିଲେ…
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି
ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର ଅଭିଯୋଗ ଅଣାଯାଇଛି। ବିଜୟ ସରକାରଙ୍କୁ ବାହ୍ୟ ସମର୍ଥନ ଦେଉଥିବା ବାମପନ୍ଥୀ ଦଳଗୁଡ଼ିକ ଅଭିଯୋଗ…
ସ୍ମିତ୍ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍ ନିଜର ଅନୁଭୂତି ଏବଂ ଉକ୍ତ ଘଟଣା ସମୟରେ ସେ କିପରି ସାହସ ଜୁଟାଇ ପାରିଥିଲେ, ସେ…
ଟିଏମ୍ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଷ୍ଟିସ ଏମ୍ଏମ୍ ସୁନ୍ଦ୍ରେଶ…
କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ
ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ପାଇଁ ଅଧିକ କଡ଼ା ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହାର ଉଦ୍ଦେଶ୍ୟ…
ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….
ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍ ସାମିଲ କରିଛନ୍ତି, ଯାହାଙ୍କ ସହ ରୁଷିଆର ଭଲ ଓ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରହିଛି । ଏହାସହ…
ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…
ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍ଲାଇନ୍ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍ (ଟିସିଏସ୍)କୁ କିଏ ନିର୍ଦ୍ଦେଶ ଦେଇଥିଲା ଏବଂ କାହା ଚାପରେ ଏହା କରାଯାଇଥିଲା ବୋଲି…
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP
ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା ଦାବିରେି ‘କକ୍ରୋଚ୍ ଜନତା ପାର୍ଟି’ (ସିଜେପି) ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରିବ। ଦାବି…
ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି ଘଟଣାଟି ଦିଭେଗାର୍ (Diveagar) ସମୁଦ୍ରକୂଳରେ ଘଟିଛି। ରିପୋର୍ଟ ଅନୁଯାୟୀ, ପୁଣେ…

