ଜାତୀୟ

ମୋରବିରେ ପୁଣି ଏକ ଦୁର୍ଘଟଣା, ଖସିଲା ନବ ନିର୍ମିତ ମେଡିକାଲ କଲେଜ ସ୍ଲାବ

ମୋରବି,୯।୩: ଗୁଜୁରାଟର ମୋରବିରେର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ନିର୍ମାଣାଧୀନ ମେଡିକାଲ କଲେଜ ବିଲ୍ଡିଂର ଏକ ଅଂଶ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ୫ଜଣ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଅଧିକାରୀ କହିଛନ୍ତି ଯେ ଶୁକ୍ରବାର ରାତି ପ୍ରାୟ ୮ଟାରେ…

କାହାର କଟିଲା ଟିକେଟ୍‌, କାହାର ବଦଳିଲା ସିଟ୍‌, ଚମକାଇଦେବ କଂଗ୍ରେସର ପ୍ରଥମ ଲିଷ୍ଟ

ନୂଆଦିଲ୍ଲୀ,୮।୩: ୨୦୨୪ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ତାଲିକା ପ୍ରକାଶ କରିଛି। ଦଳ ପ୍ରଥମ ତାଲିକାରେ ମୋଟ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପ୍ରଥମ ତାଲିକାରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ, ଶଶି ଥରୁର, ରାଜେନ୍ଦ୍ର…

‘ଲୋକ ସଭା ନିର୍ବାଚନରେ ୩୭୦ରୁ ଅଧିକ ଆସନରେ ଜିତିବ ଭାଜପା’

ନୂଆଦିଲ୍ଲୀ,୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ପଦ୍ମ ବିଭୂଷଣ ତୁଳସୀ ପୀଠାଧୀଶ୍ୱର ସ୍ବାମୀ ରାମଭଦ୍ରାଚାର୍ଯ୍ୟ ମହାରାଜ ବଡ଼ ଭବିଷ୍ୟବାଣୀ କରିଛନ୍ତି। ନିର୍ବାଚନରେ ଭାଜପା ୩୭୦ରୁ ଅଧିକ ଆସନରେ ବିଜୟୀ ହେବ ବୋଲି ସେ କହିଛନ୍ତି। ମଧ୍ୟପ୍ରଦେଶ ମେହରରେ ମା’ ଶାରଦାଙ୍କୁ…

ଓ୍ବାୟନାଡରେ ରାହୁଲଙ୍କୁ ମୁକାବିଲା କରିବେ ଏହି ପାଓ୍ବରଫୁଲ ମହିଳା

ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକାରେ କଂଗ୍ରେସ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ କେରଳର ୱାୟାନାଡରୁ ନିର୍ବାଚନ ଲଢୁଥିବାବେଳେ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମରୁ…

ରୁଷିଆରେ ଚାକିରି ମିଳିବ କହି ଭାରତୀୟଙ୍କୁ ୟୁକ୍ରେନ୍‌ ସହ ଯୁଦ୍ଧ ଲଢ଼ିବାକୁ କରାଯାଉଛି ବାଧ୍ୟ !

ନୂଆଦିଲ୍ଲୀ,୮।୩: ବିଦେଶରେ ଚାକିରି କରାଇବାର ଆଶା ରଖିଥିବା ଭାରତୀୟ ଯୁବକଙ୍କୁ ପ୍ରଲୋଭନ ଦେଖାଇ ଭିନ୍ନ ଧରଣର ଠକେଇ କରାଯାଉଛି। ନିଯୁକ୍ତି ନାମରେ ଯୁବକଙ୍କୁ ରୁଷିଆ ନିଆଯାଇ ସେଠାରେ ୟୁକ୍ରେନ୍‌ ସହ ଯୁଦ୍ଧ ଲଢ଼ିବାକୁ କୁହାଯାଉଛି। ଏଭଳି ଅନେକ ମାମଲା ଆସିବା ପରେ…

Electoral Bonds ସହ ଜଡିତ ତଥ୍ୟକୁ SBI କଲା ଡିଲିଟ୍‌

ନୂଆଦିଲ୍ଲୀ,୮।୩: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ନିଜ ୱେବସାଇଟରୁ ନିର୍ବାଚନ ବଣ୍ଡ ସହ ଜଡିତ ସୂଚନାଗୁଡ଼ିକୁ ହଟାଇ ଦେଇଛି। ବ୍ୟାଙ୍କ ଏସବୁ ଏପରି ସମୟରେ କରିଛିି ଯେତେବେଳେ ନିର୍ବାଚନ ବଣ୍ଡର ତଥ୍ୟ ଦାଖଲ କରିବାକୁ କୋର୍ଟକୁ ଜୁନ ୩୦ ପର୍ଯ୍ୟନ୍ତ…

ସମ୍ଭାବ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା: ଶିବକୁମାର କିମ୍ବା ରେଭନ୍ଥ ଭଳି ନେତା ଥିଲେ

ଭୁବନେଶ୍ୱର,୮।୩: ଆସନ୍ତା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇନାହିଁ। କିନ୍ତୁ ଓଡ଼ିଶାରେ ରାଜନୀତି ରୋଚକ ସ୍ତରରେ । ଚାରିଆଡ଼େ ଆଲୋଚନା ହେଉଛି ଏଠାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ। ସେଥିପାଇଁ ଉଭୟ ଦଳର ଆଶାୟୀ ଆଶଙ୍କାରେ। ଦୀର୍ଘବର୍ଷ ହେବ…

କଂଗ୍ରେସର ପ୍ରଥମ ତାଲିକା ଜାରି: ୧୨ ପ୍ରାର୍ଥୀ ୫୦ ବର୍ଷରୁ କମ୍‌, ତାଲିକାରେ ମୁସଲମାନ ସହିତ ଏହି ସମ୍ପ୍ରଦାୟ

ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ପର୍ଯ୍ୟାୟ ତାଲିକା ପ୍ରକାଶ କରିଛି। କଂଗ୍ରେସର ପ୍ରଥମ ତାଲିକାରେ ୧୨ ଜଣ ପ୍ରାର୍ଥୀଙ୍କ ବୟସ ୫୦ ବର୍ଷରୁ କମ ହୋଇଥିବାବେଳେ ୨୪ ଜଣ ପ୍ରାର୍ଥୀ ଅନୁସୂଚିତ ଜାତି-ଜନଜାତି, ପଛୁଆ ବର୍ଗ ଏବଂ ସଂଖ୍ୟାଲଘୁ…

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଉପରେ ଝଟ୍‌କା ଲାଗୁଛି। ଗୋଟିଏ ପଟେ ନେତାମାନେ ଦଳ ଛାଡ଼ୁଥିବା ବେଳେ ଅନ୍ୟପକ୍ଷେ ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ସଦ୍ୟ ଘଟଣାକ୍ରମରେ କଂଗ୍ରେସକୁ ଆଇଟିଏଆଇ(ଆୟକର ଆପିଲେଟ୍‌ ଟ୍ରିବ୍ୟୁନାଲ) ପକ୍ଷରୁ ବଡ଼…

କଂଗ୍ରେସ ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା, ୱାୟନାଡରୁ ଲଢ଼ିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ୩୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଛି କଂଗ୍ରେସ। ପୁଣିଥରେ ରାହୁଲ ୱାୟନାଡରୁ ପ୍ରତିଦ୍ୱନ୍ଦ୍ୱିତା କରିବେ । ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକର ଗୋଟିଏ ଦିନ ପରେ ଶୁକ୍ରବାର ଦିନ କଂଗ୍ରେସର…

ଏମ୍‌ଏଲ୍‌ସି ନିର୍ବାଚନ ଲଢ଼ିବେ ରାବ୍ରି, ପ୍ରାର୍ଥୀ ଘୋଷଣା କଲା ଆର୍‌ଜେଡି

ପାଟନା,୮।୩: ବିହାରରେ ମାର୍ଚ୍ଚ ୧୧ରେ ହେବାକୁ ଥିବା ବିଧାନ ପରିଷଦ(ଏମ୍‌ଏଲ୍‌ସି) ନିର୍ବାଚନ ଲାଗି ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଏବଂ ପୂର୍ବତନ ମନ୍ତ୍ରୀ ଅବଦୁଲବରୀ ସିଦ୍ଧିକିଙ୍କୁ ପ୍ରାର୍ଥୀ କରାଯାଇଛି। ଏହି ତାଲିକାର ଅନ୍ୟମାନଙ୍କ ମଧ୍ୟରେ ଡା.…

କଂଗ୍ରେସକୁ ଝଟ୍‌କା

ନୂଆଦିଲ୍ଲୀ,୮।୩: କଂଗ୍ରେସକୁ ଆୟକର ଅପିଲ ପ୍ରାଧିକରଣ ITAT ରୁ ଝଟକା ଲାଗିଛି। ପାର୍ଟି ତା’ର ବ୍ୟାଙ୍କ ଖାତାଉପରେ ଆୟକର ବିଭାଗର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌ ଲଗାଇବା ପାଇଁ ଯାଚିକାରେ ଦାବି କରିଥିଲା ଯାହାକୁ ITAT ଖାରଜ କରି ଦେଇଛି। କହିରଖୁଛୁ କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?