ଜାତୀୟ

ଟିଏମସିରେ ଫାଟ ପରେ ବି କମିନି ମମତାଙ୍କ ଦବଦବା; ତାଙ୍କ ବିନା ରାଜ୍ୟ ସଭାର ଗୋଟିଏ ବି ସିଟ୍‌ ଜିତିପାରିବେନି…

କୋଲକାତା,୬।୭: ପଶ୍ଚିମବଙ୍ଗରେ ରାଜ୍ୟସଭାର ତିନୋଟି ଆସନ ପାଇଁ ନିର୍ବାଚନ କମିଶନ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକ ପାଇଁ ଜୁଲାଇ ୨୪ରେ ମତଦାନ ହେବ ଏବଂ ସେହି ଦିନ ହିଁ ଫଳାଫଳ ପ୍ରକାଶ କରାଯିବ। ହେଲେ ବଙ୍ଗଳାର ଗୋଟିଏ ଆସନରେ ଅଙ୍କ…

ଗାଈ ଚରାଇବା ବେଳେ ମାଡ଼ିବସିଲା ସିଂହ, ଗୋଡ଼କୁ ଧରି…

ନୂଆଦିଲ୍ଲୀ,୬।୭: ଗୁଜୁରାଟର ପାଲିଟାନାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ, ଏକ ସିଂହ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିବା ପରେ ତାଙ୍କ ଗୋଡକୁ ଧରି ବସିଯାଇଥିଲା। ସିଂହଙ୍କ କବଳରେ ଫସି ରହିଥିବା ବ୍ୟକ୍ତିଟି ଭୟଭୀତ ଦେଖାଯାଉଥିଲେ । ଏହାକୁ…

ପହଲଗାମ ଆକ୍ରମଣ: LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଦର୍ଶାଇଲା NIA

ନୂଆଦିଲ୍ଲୀ,୬।୭: ପହଲଗାମ ଆକ୍ରମଣ ମାମଲାର ଜାତୀୟ ତଦନ୍ତ ସଂସ୍ଥା (NIA) ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ୍‌ ଦାଖଲ କରିଛି। ଚାର୍ଜସିଟ୍‌ରେ NIA ପହଲଗାମ ଆକ୍ରମଣ ମାମଲାରେ LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଛି। ଏପରିକି ସଇଦଙ୍କୁ ବ୍ୟକ୍ତିଗତ ଏବଂ ନିଷିଦ୍ଧ…

ରାମ ମନ୍ଦିର ଟ୍ରଷ୍ଟର ଗୁରତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଅଧ୍ୟକ୍ଷ ନୃତ୍ୟଗୋପାଳ ଦାସଙ୍କ ଚିଠିକୁ ନେଇ ବଢ଼ିଲା ଚର୍ଚ୍ଚା…

ଅଯୋଧ୍ୟା,୬।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଟଙ୍କା ଚୋରି ସମ୍ପର୍କରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ, ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ଏକ ଚିଠି ଲେଖିଛନ୍ତି, ଯାହା ରାଜନୈତିକ କଳ୍ପନା ଜଳ୍ପନାକୁ ଜନ୍ମ ଦେଇଛି।…

ସୁପ୍ରିମକୋର୍ଟରୁ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ,୬।୭: ତାମିଲନାଡୁର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ନିର୍ବାଚନ ପ୍ରଚାର ସମୟରେ ଘଟିଥିବା କରୁର ଦଳାଚକଟା ସମ୍ପର୍କରେ ପ୍ରସଙ୍ଗ ପୁଣି ଥରେ ଉଭା ହୋଇଛି। ମୁଖ୍ୟମନ୍ତ୍ରୀ ବିଜୟଙ୍କ ମନ୍ତ୍ରୀମାନେ ସାକ୍ଷୀମାନଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି…

ପଶ୍ଚିମବଙ୍ଗର ୩ ଖାଲିଥିବା ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା

କୋଲକାତା,୬।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ତୃଣମୂଳ କଂଗ୍ରେସ (TMC)ର ତିନି ଜଣ ରାଜ୍ୟ ସଭା ଏମପି ଇସ୍ତଫା ଦେଇଥିଲେ। ନିର୍ବାଚନ କମିଶନ ଏହି ଆସନଗୁଡ଼ିକ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି, ଜୁଲାଇ ୨୪ ରେ ଏଠାରେ ଭୋଟିଂ ହେବ।…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ ସହଯୋଗୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ଷଡ଼ଯନ୍ତ୍ର ପଛରେ ମହିଳାଙ୍କ ପରକୀୟା…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ କଂଗ୍ରେସର ବିଧାନ ପରିଷଦ ସଦସ୍ୟ(ଏମଏଲସି) ଧୀରଜ ଲିଙ୍ଗଡେଙ୍କୁ ଦଳ ବଦଳାଇବା ପାଇଁ ୨୦…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର ସରସଂଘଚାଳକ ମୋହନ ଭାଗବତ ରବିବାର କହିଛନ୍ତି ଯେ, ଏହି ମାମଲାରେ ସଂଘର ସାଧାରଣ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛି। ଉଲ୍ଲେଖନୀୟ ଯେ ବାଙ୍କିପୁରରେ ଉପନିର୍ବାଚନ ଜୁଲାଇ ୩୦ରେ ହେବାକୁ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର ଅନୁସାରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ମେଟାକୁ ଏକ ନୋଟିସ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ପ୍ରତିଭାବାନ ଗାୟିକାଙ୍କ ନିଧନ ଖବର ପ୍ରସାରିତ ହେବା ପରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?